-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର    (25-Jun-2026)       ||      ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   (25-Jun-2026)       ||      ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||     

HOME   ଜିଲ୍ଲା

ବ୍ରହ୍ମପୁରରେ ଯୁବକ ଯୁବତୀ ମାନଙ୍କ ଦ୍ୱାରା ମିଷ୍ଟର ଓ ମିସ୍ ଓଡିଶା 2021 ଅନୁଷ୍ଠିତ

08-Feb-2021



କୋଦଳା(ଉମା ମହାରଣା): ନ୍ୟୁଜ୍ଓଡ଼ିଆ ଏବଂ ଲୋଟସ ଓ ମୋ ଭୁବନେଶ୍ବର ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି ଫେସନ୍ ସୋ l ରବିବାର ବ୍ରହ୍ମପୁର  ନନ୍ଦନ ଇଣ୍ଟରନେସନାଲ ହୋଟେଲରେ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l କରୋନା କଟକଣା ଯୋଗୁଁ ବହୁ ପ୍ରତିଯୋଗୀ ଏହି ସୋ ରୁ ବଞ୍ଚିତ ହୋଇଥିଲେ ମଧ୍ୟ ୩୦ ଜଣ ପ୍ରତିଯୋଗୀ ମାନଙ୍କୁ ନେଇ ଅଡିସନ ହୋଇଥିଲା ଏବଂ ଏଥିରେ ୩ ଜଣ ମଧ୍ୟ ମନୋନୀତ ହୋଇଥିଲେ। ସେମାନେ ହେଉଛନ୍ତି ରୋଜା ଗୋୖଡ଼, ତମନା ରାଣୀ ନାୟକ ଓ ସାଜିନ ଶତୃଶଲ୍ୟ । କାର୍ଯ୍ୟକ୍ରମରେ ବିଚାରକ ଭାବେ  ସି ଇ ଓ ମନାଲି ସାହୁ, ଡିରେକ୍ଟର ଦେବାଶିଷ ମହାପାତ୍ର,ଆୟୁଷ ଅଂଶୁମାନ ଓ  ପ୍ରତୀକ୍ଷା ଯୋଗ ଦେଇଥିଲେ ଏବଂ ପ୍ରତିଯୋଗୀ ମାନଙ୍କୁ ଚୟନ କରିବା ସହିତ ପୁରସ୍କାର ପ୍ରଦାନ କରିଥିଲେ l ପୂର୍ବରୁ  ରାୟଗଡାରେ ଏହି ଅଡିସନ ଅନୁଷ୍ଠିତ ହୋଇଯାଇଛି। ଇଛୁକ ପ୍ରାର୍ଥୀ ମାନେ ଶୀଘ୍ର ଅନଲାଇନ୍ ରେ ଫର୍ମ ପୂରଣ କରିପାରିବେ ବୋଲି ଦେବାଶିଷ ମୋହାପାତ୍ର ସୂଚନା ଦେଇ 

ଛନ୍ତି l ଆଗକୁ ସେମି ଫାଇନାଲ ଏବଂ ଫାଇନାଲର ମହା ସଂଗ୍ରାମରେ କିଏ ବିଜୟ ହେବ ଓ କିଏ ଓଡିଶାର ବିୟୁଟି କୁଇନସ୍ ହେବ ତାକୁ ହିଁ ପ୍ରତିଯୋଗୀ ମାନଙ୍କର ଅପେକ୍ଷା l ଆଗକୁ କଟକ,ବାଲେଶ୍ଵର ଏବଂ ଅନେକ ଜିଲ୍ଲା ମାନଙ୍କରେ ମଧ୍ୟ ଏହି ସୋ ଅନୁଷ୍ଠିତ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିଶୁ ଶ୍ରମିକ ସମ୍ବନ୍ଧୀୟ ଟାସ୍କ ଫୋର୍ସ ଦ୍ଵାରା ବିଭିନ୍ନ ସଂସ୍ଥା ଉପରେ ଚଢାଉ,୧୫ ଜଣ କିଶୋର ଓ ଜଣେ ଶିଶୁ ଶ୍ରମିକ ଉଦ୍ଧାର   25-Jun-2026
  ଜିଲ୍ଲା  
ସୁଜନପୁର ରେ ମନ୍ଦିର ଓ ବିଗ୍ରହ ପ୍ରତିଷ୍ଠା ଉତ୍ସବ   25-Jun-2026
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026

You Might Also Like