-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

*ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ; ଜଳିଗଲା ରାଇସ ବ୍ରାନ*

04-Jun-2026



ସୁବର୍ଣ୍ଣପୁର, ( ମନୋରଞ୍ଜନ  ତ୍ରିପାଠୀ ) ସୁବର୍ଣ୍ଣପୁର ଜିଲ୍ଲା  ଉଲୁଣ୍ଡା ଥାନା ଅନ୍ତର୍ଗତ ଚଢ଼େଇପଙ୍କ ନିକଟସ୍ତ ସାହାଣଡିହିସ୍ଥିତ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଆଜି ସକାଳେ ଏକ ବଡ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି । ଉକ୍ତ ଫ୍ୟାକ୍ଟ୍ରିରେ ରାଇସ ବ୍ରାନ ତେଲ ବାହାରୁଥିବା ବେଳେ ସେଠାରେ ଗୋଦାମରେ ଥିବା ଖାଲି ରାଇସ୍ ବ୍ରାନ ଜରି ବସ୍ତାରେ କୌଣସି କାରଣ ବଶତଃ ନିଆଁ ଲାଗିଯାଇ ଚାରିଆଡ଼େ ବ୍ୟାପି ଯାଇଥିଲା । କିଛି ରାଇସ ବ୍ରାନ ମଧ୍ଯ ଏଥିରେ ଜଳି ଯାଇଥିବା ଜଣାପଡ଼ିଛି । ଅଗ୍ନିଶମ ବିଭାଗ ଖବର ପାଇବା ପରେ ତୁରନ୍ତ ଉଲୁଣ୍ଡା, ସୋନପୁର ଓ ବିନିକା ୩ ଗୋଟି ଅଗ୍ନିଶମ ସେବାକେନ୍ଦ୍ରର ଟିମ ଫ୍ୟାକ୍ଟ୍ରିରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି  । ଏ ନେଇ ଜିଲ୍ଲା ଅଗ୍ନିଶମ ଅଧିକାରୀ ଭବେନ୍ଦ୍ର ଦେ କହିଛନ୍ତି ଖବର ମିଳିବା ପରେ ତିନି ସ୍ଥାନ ରୁ ତାଙ୍କ ଟିମ୍ ତୁରନ୍ତ ପହଞ୍ଚି ନିଆଁକୁ ସଫଳତା ର ସହ ଆୟତ୍ତ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like