-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ରାଜ୍ୟ

ନୂତନ ଆରକ୍ଷୀ ଅଧୀକ୍ଷକଙ୍କ ସହିତ ଜିଲ୍ଲା ରେଳ ଉପଭୋକ୍ତା ସଂଘର ସାକ୍ଷାତ

04-Jun-2026



ବରଗଡ଼:  ବରଗଡ଼ ଜିଲ୍ଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ନବାଗତ ବରଗଡ଼ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ସହିତ ସାକ୍ଷାତ କରି ତାଙ୍କୁ ସ୍ୱାଗତ କରିବା ସହିତ ବରଗଡ଼ ରୋଡ଼ ରେଳଷ୍ଟେସନରେ GRP ଥାନା ଖୋଲିବା ପାଇଁ ଏକ ଦାବିପତ୍ର ଦେଇଥିଲେ। ଏହି ଷ୍ଟେସନ ଏକ ଜିଲ୍ଲା ମୁଖ୍ୟାଳୟ ସହିତ NSG-4 ଷ୍ଟେସନ ହୋଇଥିବାରୁ ଏଠାରେ ଏକ GRP ଥାନାର ଆବଶ୍ୟକତା ରହିଛି। ଏହି ଷ୍ଟେସନ ଦେଇ ରାତିରେ ଅନେକ ଟ୍ରେନ ଚାଲୁଥିବାରୁ ଯାତ୍ରୀମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି।

ଆରକ୍ଷୀ ଅଧୀକ୍ଷକ ଶ୍ରୀ ଶତପଥୀ ସମସ୍ୟାକୁ ହୃଦୟଙ୍ଗମ କରି ଏହା ଉପରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବେ ବୋଲି କହିଥିଲେ। ସେ ବରଗଡ଼ର ଯୁବପୀଢ଼ିଙ୍କୁ ନିଶା କବଳରୁ ମୁକ୍ତ କରିବା ତଥା ବରଗଡ଼ ଜିଲ୍ଲାକୁ ଅପରାଧ ମୁକ୍ତ କରିବା ଦିଗରେ କାର୍ଯ୍ୟ କରିବେ ବୋଲି ସୂଚନା ଦେଇଥିଲେ।
  ଏହି ପ୍ରତିନିଧି ମଣ୍ଡଳୀରେ ସଭାପତି ପ୍ରଦୀପ ଦେବତା, କାର୍ଯ୍ୟକାରୀ ସଭାପତି କୃଷ୍ଣ ଚନ୍ଦ୍ର ପଣ୍ଡା, ସମ୍ପାଦକ କମଳ ଯୋଶୀ, ବରିଷ୍ଠ ସଦସ୍ୟ ଅଚ୍ୟୁତାନନ୍ଦ ବାରିକ, ଅଭୟ କୁମାର ଭୋଇ, ତୁଳସୀ ଚରଣ ଦାଶ, ସତ୍ୟ ନାରାୟଣ ପଣ୍ଡା, ଉଦ୍ଧବ ଚରଣ ବେହେରା, ପ୍ରଫୁଲ୍ଲ କୁମାର ନନ୍ଦ, ହରେକୃଷ୍ଣ ସାହୁ ପ୍ରମୁଖ ଯୋଗ ଦେଇଥିଲେ। 
         ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like