-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ଆଗାମୀ ବର୍ଷା ଋତୁ ପାଇଁ ବଲାଙ୍ଗୀର ପୌରପାଳିକାର ପ୍ରସ୍ତୁତି ବୈଠକ ଅନୁଷ୍ଠିତ

04-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ଆଗାମୀ ବର୍ଷା ଋତୁକୁ ସଫଳତାର ସହ ମୁକାବିଲା କରିବା ଓ ସହରରେ ଜଳ ଜମା ସମସ୍ୟାକୁ ରୋକିବା ଲକ୍ଷ୍ୟରେ ଆଜି ଡିଆରଡିଏ (DRDA) ସମ୍ମିଳନୀ କକ୍ଷରେ ପିଡି, ଡୁଡା , ତରଣୀ ସୁନାଙ୍କ ଅଧ୍ୟକ୍ଷତାରେ ଏକ ଜରୁରୀକାଳୀନ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ବଲାଙ୍ଗୀର ପୌରପାଳିକାର ନିର୍ବାହୀ ଅଧିକାରୀ ବୈଠକର କନଭେନର ଭାବେ କାର୍ଯ୍ୟ ସମ୍ପାଦନ କରିଥିଲେ।
ବୈଠକରେ ଆଗାମୀ ବର୍ଷା ଋତୁ ସମୟରେ ସମ୍ଭାବ୍ୟ ସମସ୍ୟା ଓ ସେଗୁଡ଼ିକର ମୁକାବିଲା ପାଇଁ ଆବଶ୍ୟକ ପୂର୍ବ ପ୍ରସ୍ତୁତି

ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ଏଥିରେ ପୌରାଧ୍ୟକ୍ଷା ଲୀକା ସାହୁ, ଆର୍ ଆଣ୍ଡ ବି, ବିଦ୍ୟୁତ, ପିଏଚଡି, ମାଇନର ଇରିଗେସନ, ଏନଏଚ, ରେଳବାଇ, ଓଡ୍ରାଫ, ଅଗ୍ନିଶମ, ବନ ବିଭାଗ, ପୋଲିସ, ତହସିଲ ପ୍ରଶାସନ ଏବଂ ସିଡିଏମଓଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।
ପୌରାଧ୍ୟକ୍ଷା ଲୀକା ସାହୁ ସହରର ବିଭିନ୍ନ ସ୍ଥାନରେ ଜଳ ନିଷ୍କାସନ ବାଧାପ୍ରାପ୍ତ ହେଉଥିବା ସ୍ଥାନଗୁଡ଼ିକୁ ତୁରନ୍ତ ଚିହ୍ନଟ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଏନଏଚ, ପିଡବ୍ଲୁଡି, ମାଇନର ଇରିଗେସନ ଓ ରେଳବାଇ ବିଭାଗର ଅଧିକାରୀ ମାନଙ୍କୁ ଅବଗତ ସହିତ ତୁରଂତ ତା ସମାଧାନ କାଟିବା ପାଇଁ ଜଣାଇଥିଲେ। 
ତରଣୀ ସୁନା ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ମିଳିତ ଉଦ୍ୟମରେ କାର୍ଯ୍ୟ କରିବା ଏବଂ ଚାଲିଥିବା ଅଧପନ୍ତରିଆ କାର୍ଯ୍ୟଗୁଡ଼ିକୁ ଶୀଘ୍ର ସମାପ୍ତ କରିବା ପାଇଁ ଅନୁରୋଧ କରିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ, ବର୍ଷା ଋତୁ ସମୟରେ ନିୟମିତ ଭାବରେ ଏଭଳି ସମୀକ୍ଷା ବୈଠକ ଆୟୋଜନ କରାଯିବ।
ବୈଠକରେ ଉପସ୍ଥିତ ସମସ୍ତ ବିଭାଗ ନିଜ ନିଜ କ୍ଷେତ୍ରରେ ଆବଶ୍ୟକ ପୂର୍ବ ପ୍ରସ୍ତୁତି ଆରମ୍ଭ କରିଥିବା ଏବଂ ବର୍ଷାଜନିତ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ଥିବା ଜଣାଇଥିଲେ।ଶେଷରେ ନିର୍ବାହୀ ଅଧିକାରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇବା ପରେ ବୈଠକ ସମାପ୍ତ  ହେଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like