-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*

05-Jun-2026



(ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ପତଞ୍ଜଳି ପରିବାର ଓ ଜିଲ୍ଲା ଯୋଗ ଆୟୋଗ  ପକ୍ଷରୁ ଆଜି ସୁବର୍ଣ୍ଣପୁର ଜିଲ୍ଲାର ବିଭିନ୍ନ ଯୋଗ ଅନୁଷ୍ଠାନ କୁ ନେଇ ଜିଲ୍ଲା ସଂସ୍କୃତି ଭବନ ଠାରେ ଏକ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇ ଯାଇଛି। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲା ଭାରତ ସ୍ୱାଭିମାନ ପ୍ରଭାରୀ ମନୋଜ ପଣ୍ଡା ଙ୍କ ତତ୍ୱାବଧାନ ସୁବର୍ଣ୍ଣପୁର ଜିଲ୍ଲାର ଜିଲ୍ଲାପାଳ ଡ. ନୃପ ରାଜ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମସ୍ତ ଯୋଗ ସାଧକ ସାଧିକା ଙ୍କ ମହତ ପ୍ରୟାସ କୁ ପ୍ରଶଂସା କରି "ଯୋଗ ହେଉଛି ସକାରାତ୍ମକ ଅନୁଭବ ତାକୁ ନିଜ ସହିତ ଯୋଡିବାକୁ ପରାମର୍ଶ କରିଥିଲେ l ଆତ୍ମା ସହିତ ପରମାତ୍ମା ଯୋଡିବା ମୁଁ ଦେଖିନି କିନ୍ତୁ ଆତ୍ମା, ମନ, ଓ ହୃଦୟ କୁ ଯୋଡିବା ହିଁ ଯୋଗ ବୋଲି କହିଥିଲେ l ଆତ୍ମା ର ଆଶ୍ରୟ ସ୍ଥଳୀ ହେଉଛି ଦେହ, ସେଥିପାଇଁ ଦେହ କୁ ଛାଡି କୌଣସି କାର୍ଯ୍ଯ ରେ ଆମେ ସଫଳ ହୋଇ ପାରିବା ନାହିଁ l ଆଉ ସବୁ ରୋଗ ର ମୂଳ ହେଉଛି ଆମ ମସ୍ତିଷ୍କ ଯଦି ମାନସିକ ସ୍ତରରେ ଆମେ ଷ୍ଟ୍ରଙ୍ଗ ଅଛୁ ତାହେଲେ ଆମେ ସବୁ ରୋଗ ରୁ ମୁକ୍ତି ପାଇବା ବୋଲି ଜିଲ୍ଲାପାଳ ଡ଼. ସାହୁ ଯୋଗୀ ଓ ପ୍ରଶିକ୍ଷକ ମାନଙ୍କୁ ଆଜି ପରାମର୍ଶ କରିଥିଲେ l   ଚଳିତ ବର୍ଷ ଦ୍ୱାଦଶ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଛି,l ଯାହା ୨୧  ଜୁନ୍ ୨୦୨୬  ରେ" ଯୋଗ, ସୁସ୍ଥତା, ଜ୍ଞାନ ଏବଂ ବିଶ୍ୱ ଶାନ୍ତି "ବିଷୟବସ୍ତୁ ଅଧୀନରେ ପାଳନ କରାଯାଇଥଏ l 
ଥିମ୍ " ସୁସ୍ଥ ବାର୍ଦ୍ଧକ୍ୟ ପାଇଁ ଯୋଗ " ପ୍ରତିଫଳିତ କରେ ଯେ ଯୋଗ କେବଳ ଏକ ଶାରୀରିକ ଅଭ୍ୟାସ ନୁହେଁ, ବରଂ ସାମଗ୍ରିକ କଲ୍ୟାଣର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ଅଟେ ବୋଲି ଯୋଗୀ ମାନେ ନିଜର ମତାମତ ପ୍ରଦାନ କରିଥିଲେ। ସେହିପରି ସୁବର୍ଣ୍ଣପୁର ଜିଲ୍ଲାର ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ଡ ଦୁର୍ଗା ଦତ୍ତ ଦାଶ ଯୋଗ ର ଉଦେଶ୍ୟ ବିଷୟରେ ଆଲୋକ ପାତ କରିଥିଲେ। ଜିଲ୍ଲାର ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ର ଯୋଗ କୁ ଲୋକାଭିମୁଖୀ କରିବାକୁ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସବୁବେଳେ କାର୍ଯ୍ୟରତ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମ ରେ ଜିଲ୍ଲାର ୩ ଜଣ ଉଦୟମାନ ପ୍ରତିଭା ସୋନପୁର କଲେଜ୍ ଏନ୍ ସି ସି କ୍ୟାପଟେନ ଆଶିଷ ଅଗ୍ରୱାଲ,  ଓଡିଶା ପ୍ରଶାସନିକ ସେବା ର ଅଷ୍ଟମ ସ୍ଥାନ ରେ କୃତିତ୍ବ ଅର୍ଜନ କରିଥିବା ଯୋଗ ସମିତି ର ସାନନ୍ଦ ବାରିକ ଙ୍କ ପୁଅ ନୀତେଶ ବାରିକ ଓ ସୋନପୁର ଝଡ଼ ବାତ୍ୟା ରେ ଉତ୍ସର୍ଗୀକୃତ ସେବା ପ୍ରଦାନ କରିଥିବା କର୍ମ ଯୋଗୀ ଗୋବିନ୍ଦ ମହାରଣା ଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜ୍ଞାପନ କରା ଯାଇଥିଲା l ରାଜ୍ୟ ମହିଳା ପ୍ରଭାରୀ ଜେ ଗିରିଜା ଦେବୀ ଯୋଗ ସାଧକ ସାଧିକା ଙ୍କୁ ଯୋଗ ପ୍ରାଣାୟାମ ଓ ଧ୍ୟାନ ବିଷୟରେ ପ୍ରଶିକ୍ଷଣ ଦେଇଥିଲେ। ଜିଲ୍ଲାର ଯୋଗର ବିକାଶ ସକାଶେ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଓ ଜିଲ୍ଲାର ଅନ୍ୟ ଯୋଗ ସାଧକ ଙ୍କ ଦସ୍ତଖତ ରେ ଏକ ଦାବି ପତ୍ର ଜିଲ୍ଲାପାଳ ଙ୍କୁ ପ୍ରଦାନ କରିଥିଲେ। ଜିଲ୍ଲାର ଓଁ ଯୋଗ ସମିତି ବାଇଗଣଜୁରି ର ଡ଼ଃ ପ୍ରତିମା ରଥ, ଦିବ୍ୟ ଶକ୍ତି ଯୋଗ ସମିତି ସଂଯୋଜିକା ଅନିତା ମେହେର, ଦିବ୍ୟ ଉର୍ଜା ଯୋଗ ସମିତି ର ସଭାପତି ଗୋପାଳ ନେଗୀ, ସମ୍ପାଦକ ଶ୍ରୀବନ୍ତ ମିଶ୍ର, ଦେବ ରଞ୍ଜନ ତ୍ରିପାଠୀ, ଅର୍ଚନା ମିଶ୍ର, ରୁକ୍ମିଣୀ ମେହେର ଓ ଉମାକାନ୍ତ ମେହେର, ପର୍ଶୁରାମ ବଡ଼ମାଳୀ, ଯୋଗ ଶିକ୍ଷକ ବିଶ୍ୱଜିତ ଚାନ୍ଦ, ଡାକ୍ତର ଖେତୀ,ଅଚୁତାନନ୍ଦ ପୁରୋହିତ, ନିହାରିକା ସାହୁ, ଭଗବତୀ ପାଣିଗ୍ରାହୀ ପ୍ରମୁଖ ଯୋଗ ଶିବିର କୁ ସହଯୋଗ କରିଥିଲେ। ଆଜିର ଏହି ପ୍ରଶିକ୍ଷଣ ଶିବିର ରେ ଅନେକ ବୁଦ୍ଧିଜୀବୀ ସାମ୍ୱାଦିକ ଯୋଗ ଦେଇ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026

You Might Also Like