-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ଜିଲ୍ଲା

କନ୍ଧମାଳ:-ଟିମ୍‍ ହ୍ୟୁମାନିଟିର ଭିନ୍ନ ପ୍ରୟାସ, ମାନସିକ ଅସୁସ୍ଥଙ୍କୁ ସେବା ଯୋଗାଇବା କାର୍ଯ୍ୟ ଆରମ୍ଭ

08-Feb-2021



କନ୍ଧମାଳ: (ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲାର ଏକ ଜଣାଶୁଣା ସ୍ୱେଚ୍ଛାସେବୀ ସଂଗଠନ ଟିମ୍‍ ହ୍ୟୁମାନିଟି କନ୍ଧମାଳ ଜିଲ୍ଲା  ଫୁଲବାଣୀ ସଦର ମହକୁମା ସମେତ ବିିଭିନ୍ନ ଅଞ୍ଚଳରେ ଆରମ୍ଭ କରିଛି ଏକ ଭିନ୍ନ ପ୍ରୟାସ। ପୂର୍ବରୁ ବିିଭିନ୍ନ କାର୍ଯ୍ୟରେ ସଦସ୍ୟମାନେ ନିଜକୁ ନିୟୋଜିତ କରି ସାଧାରଣ ଜନତାଙ୍କ ସେବା ଯୋଗଉଥିବା ବେଳେ ବତ୍ତର୍ମାନ ପ୍ରତ୍ୟେକ ରବିବାର ଦିନ ସହରରେ ବିଭିନ୍ନ ସ୍ଥାନରେ ଘୁରିବୁଲୁଥିବା ମାନସିକ ଅସୁସ୍ତ ବ୍ୟକ୍ତିଙ୍କୁ ସେବା ଯୋଗାଇବା ଆରମ୍ଭ କରିଛି। ଇତି ମଧ୍ୟରେ ଗତ ୨ ସପ୍ତାହ ହେଲା ସହରର ବିଭିନ୍ନ ଗଳିକନ୍ଦିରେ ବୁଲୁଥିବା ଏଭଳି ମାନସିକ ଅସୁସ୍ଥ ବ୍ୟକ୍ତିଙ୍କୁ ସଂପୂର୍ଣ୍ଣଭାବେ ସଫା ସୁତୁରା କରିବା ସହିତ ଚୁଟି କରିବା, ନଖ କାଟିବା, ଗାଧୋଇବା ସହିତ ସେମାନଙ୍କ ଖାଦ୍ୟ ପ୍ରଦାନ କରିବା ସହିତ ପୋଷାକ ପିନ୍ଧାଇବା ଆରମ୍ଭ କରିଛି। ଟିମ୍‍ର ଏଭଳି କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଥିବା ବେଳେ ପୂର୍ବରୁ କରୋନା ସମୟରେ ହେଉ କିମ୍ବା ବାତ୍ୟା ସମୟରେ ମଧ୍ୟ ଟିମର ସଦସ୍ୟ ମାନେ ନିଜ ଜୀବନକୁ ବାଜି ଲଗାଇ ବହୁ ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରି ବିଭିନ୍ନ ସ୍ତରରେ ମଧ୍ୟ ବେଶ୍‍ ପ୍ରଶଂସିତ ହୋଇଛନ୍ତି। ସେହଭଳି କାହାରି ଘରେ ବିଷାକ୍ତ ସର୍ପ ବାହାରିଥିଲେ ମଧ୍ୟ ଟିମର ତାଲିମ୍‍ପ୍ରାପ୍ତ ସଦସ୍ୟମାନେ ପହଞ୍ଚି ସର୍ପକୁ ଉଦ୍ଧାର କରିବା ସହିତ ଜଙ୍ଗଲରେ ଛାଡ଼ିଥାନ୍ତି। ଟିମ୍‍ ହ୍ୟୁମାନିଟି କନ୍ଧମାଳର ଆବାହକ ଭି.ଲୋକନାଥ ରାଜୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଟିମ୍‍ର ବହୁ ସଦସ୍ୟ ଓ ସଦସ୍ୟମାନେ ଏହି ସବୁ କାର୍ଯ୍ୟରେ ସାମିଲ୍‍ ହୋଇଥାନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like