-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

05-Jun-2026



ବରପାଲି  (ସୁଦାମ ଦୀପ )
 ବିଶ୍ୱ ପରିବେଶ ଦିବସ ଅବସରରେ ବରଗଡ଼ ଜିଲ୍ଲାର ବିଜେପୁର ଏନଏସି ଅଞ୍ଚଳରେ ବିକାଶର ନୂଆ ଅଧ୍ୟାୟ ବର୍ତ୍ତମାନ ଯୋଡ଼ି ହୋଇଯାଇଛି ।  ବରଗଡ ଜ଼ିଲ୍ଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ରେ ୧୨ଟି ଜନହିତକର ଓ ପରିବେଶ ଅନୁକୂଳ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । ଏହି ସମସ୍ତ ପ୍ରକଳ୍ପର ଶୁଭାରମ୍ଭ ବିଜେପୁର ଜମିଦାର ତଥା ବିଧାୟକ ସନତ କୁମାର ଗଡ଼ତୀୟାଙ୍କ କରକମଳରେ ଉଦଘାଟନ ହୋଇଯାଇଛି । ଏହି ଅବସରରେ ବିଜେପୁର ତହସିଲଦାର ମୁକ୍ତେଶ୍ୱର ପାଣିଗ୍ରାହୀ, କାର୍ଯ୍ୟନିର୍ବାହୀ ଅଧିକାରୀ ବିଜ୍ଞ ବିଭୁଦତ୍ତ ସାହୁ, ଏନଏସି ଅଧ୍ୟକ୍ଷା ସୀତା ବାରିକ, ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରିୟଙ୍କା ବେହେରା, ଏଇ ଅଜୟ ପାତ୍ରଙ୍କ ସମେତ ବହୁ ଜନପ୍ରତିନିଧି, କର୍ମଚାରୀ ଏବଂ ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ।
ଉଦଘାଟିତ ଓ ଭିତ୍ତିପ୍ରସ୍ତର ସ୍ଥାପିତ ପ୍ରକଳ୍ପଗୁଡ଼ିକ ମଧ୍ୟରେ ୨୦ କିଲୋୱାଟ୍ ରୁଫଟପ୍ ହାଇବ୍ରିଡ୍ ସୋଲାର ପ୍ରକଳ୍ପ, ଇଭି ଚାର୍ଜିଂ ଷ୍ଟେସନ, ୫୦୦ ଆସନ ବିଶିଷ୍ଟ ସିଡେଟ୍ ହଲ୍, କଲ୍ୟାଣ ମଣ୍ଡପ, ଦାମୋଦର କଟାଠାରେ ବୋଟିଂ ସୁବିଧା, ପାର୍ବତୀ ଗିରୀ କମ୍ପ୍ଲେକ୍ସ, ସହରାଞ୍ଚଳ ବନୀକରଣ ପ୍ରକଳ୍ପ, ସ୍ୱାଟ୍ ପାର୍କ, ସହରାଞ୍ଚଳ ହାଟ, ଫୁଡ୍ କୋର୍ଟ, ବୈଦ୍ୟୁତିକ ଯାନ ପରିଚାଳନା ବ୍ୟବସ୍ଥା ଏବଂ ଆଧୁନିକ ଶୌଚାଳୟ ପରିଚାଳନା ବ୍ୟବସ୍ଥା ପ୍ରମୁଖ ରହିଛି। ଏହି ସମସ୍ତ ପ୍ରକଳ୍ପ ସହରର ଭିତ୍ତିଭୂମି ବିକାଶ, ପରିବେଶ ସୁରକ୍ଷା, ପର୍ଯ୍ୟଟନର ପ୍ରୋତ୍ସାହନ ଏବଂ ଜନସାଧାରଣଙ୍କ ସୁବିଧା ବୃଦ୍ଧିରେ ସହାୟକ ହେବ ବୋଲି ଆଶା କରାଯାଉଛି।କାର୍ଯ୍ୟକ୍ରମରେ ବକ୍ତବ୍ୟ ରଖି ବିଧାୟକ ସନତ କୁମାର ଗଡ଼ତୀୟା କହିଥିଲେ ଯେ, ବିଜେପୁର ଏନଏସିକୁ ଏକ ଆଧୁନିକ, ସ୍ୱଚ୍ଛ, ସୁନ୍ଦର ଓ ପରିବେଶବନ୍ଧବ ସହର ଭାବେ ଗଢ଼ି ତୋଳିବା ପାଇଁ ସରକାର ଏବଂ ପ୍ରଶାସନ ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ବିଶ୍ୱ ପରିବେଶ ଦିବସ ଭଳି ଏକ ମହତ୍ୱପୂର୍ଣ୍ଣ ଦିନରେ ସୋଲାର ଶକ୍ତି, ଇଭି ଚାର୍ଜିଂ ଷ୍ଟେସନ ଏବଂ ସହରାଞ୍ଚଳ ବନୀକରଣ ଭଳି ପରିବେଶ ଅନୁକୂଳ ପ୍ରକଳ୍ପର ଶୁଭାରମ୍ଭ କରାଯାଇଥିବାରୁ ଏହା ଆଗାମୀ ଦିନରେ ସହରର ବିକାଶକୁ ନୂଆ ଦିଗ ଦେବ।ସେ ଆହୁରି କହିଥିଲେ, “ବିକାଶ ଓ ପରିବେଶ ସୁରକ୍ଷା ପରସ୍ପରର ପରିପୂରକ। ସବୁଜ ଶକ୍ତିର ବ୍ୟବହାର, ବୃକ୍ଷରୋପଣ, ସ୍ୱଚ୍ଛତା ଏବଂ ଆଧୁନିକ ନଗର ସୁବିଧା ମାଧ୍ୟମରେ ବିଜେପୁରକୁ ଏକ ଆଦର୍ଶ ସହର ଭାବେ ଗଢ଼ି ତୋଳିବା ପାଇଁ ଆମେ ପ୍ରତିବଦ୍ଧ। ଆଗାମୀ ଦିନରେ ମଧ୍ୟ ଅଞ୍ଚଳର ସାମଗ୍ରିକ ବିକାଶ ପାଇଁ ଅଧିକ ଉନ୍ନୟନମୂଳକ ପ୍ରକଳ୍ପ ହାତକୁ ନିଆଯିବ।”ବିଶ୍ୱ ପରିବେଶ ଦିବସରେ ଏଭଳି ଜନହିତକର ଏବଂ ପରିବେଶବନ୍ଧବ ପ୍ରକଳ୍ପଗୁଡ଼ିକର ଶୁଭାରମ୍ଭକୁ ସ୍ଥାନୀୟ ଅଞ୍ଚଳବାସୀ ସ୍ୱାଗତ କରିଥିବା ବେଳେ, ବିଜେପୁରର ସାମଗ୍ରିକ ବିକାଶ ଦିଗରେ ଏହା ଏକ ମାଇଲଖୁଣ୍ଟ ବୋଲି ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like