-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ 

05-Jun-2026



ତରଭା(ପ୍ରେରଣା ଖବର): -ବିଶ୍ଵ ପରିବେଶ ଦିବସ-୨୦୨୬ ତରଭା ବ୍ଲକ ସଭା କକ୍ଷରେ  ପାଳିତ ହୋଇ ଯାଇଛି।  ଶୁକ୍ରବାର ଦିନ ୮ରେ ତରଭା ବ୍ଲକ ପ୍ରଶାସନ ଓ ଗ୍ରାମୀଣ କ୍ଷେତ୍ରରେ କାର୍ଯ୍ୟରତ ଯୁବ ଅନୁଷ୍ଠାନ ପ୍ରୟାସ ମିଳିତ ଆନୁକୁଲ୍ୟରେ ବିଶ୍ଵ ପରିବେଶ ଦିବସ 2026  ପାଳିତ ହୋଇଯାଇଛି। ଏହାର ମୁଖ୍ୟ ବିଷୟ ,ଜଳବାୟୁ ପରିବର୍ତ୍ତନର କାରଣ ଓ ନିରାକରଣ । ଏଥିରେ ମୁଖ୍ୟ ଅତିଥି  ଭାବେ ସାଂସଦ ଙ୍କ ତରଭା ବ୍ଲକ ନମିନି ଶ୍ରୀ ବିମଳକୁମାର ମିଶ୍ର ଯୋଗଦେଇ   ପରିବେଶ ଓ ଜଙ୍ଗଲ, ଜମି ସୁରକ୍ଷା ଦେବା ପାଇଁ ଯୁବପିଢି ଙ୍କୁ ଆହ୍ବାନ ଦେଇ ଥିଲେ ।ସମ୍ମାନିତ ଅତିଥି ଭାବେ ବ୍ଲକ୍ ଉନ୍ନୟନ ଅଧିକାରୀ ଶ୍ରୀ ଶିବାନନ୍ଦ କର୍ମୀ  ଆଗାମୀ ପିଢ଼ି ପାଇଁ ନଜିର ପରିବେଶକୁ ସୁରକ୍ଷିତ କରିବା ପାଇଁ ଵୄକ୍ଷରୋପଣ ଜରୁରୀ ବୋଲି  ମତ ପ୍ରକାଶ କରିଥିଲେ ।ସ୍ଵେଚ୍ଛାସେବୀ ଅନୁଷ୍ଠାନ ସୁବର୍ଣ୍ଣପୁର  ଶ୍ରୀ କ୍ଷୀର ସାଗର ବିଭାର ,ପରିବେଶ ରେ ଦୈନ ଦିନ ବ୍ୟବହାର କରୁଥିବା ପ୍ଲାଷ୍ଟିକ ସଂଗ୍ରହ କରି  ପରିବେଶକୁ  ସୁରକ୍ଷା ଦେବା ସହ ଜୈବିକ ଖତ ବ୍ୟବହାର  କରିବାପାଇଁ ମତ ପ୍ରକାଶ କରିଥିଲେ । ସଭା ପରିଚାଳନା ପ୍ରୟାସ ର ସମ୍ପାଦକ ଶ୍ରୀ ଭବାନୀ ଶଙ୍କର ପଣ୍ଡା କରିଥିଲେ । କେନ୍ଦ୍ର ସରକାରଙ୍କ ଦ୍ଵାରା ସମଗ୍ର ଦେଶରେ ନୂତନ ନିୟମ ଅନୁଯାୟୀ କଠିନ ଵଜ୍ୟବସ୍ତୁ  ପରିଚାଳନା ନିୟମ  ଲାଗୁ 

ହୋଇ ବିଷୟରେ ତଥା ଗ୍ରାମ ପଞ୍ଚୟତ/ ବ୍ଲକ୍  ବ୍ୟଵସାୟା ଅନୁଷ୍ଠାନ, ଅନ୍ୟାନ୍ୟ ସଂସ୍ଥା ଙ୍କୁ ସ୍ୱଚ୍ଛ ରଖିବା ପାଇଁ  ଏହି ନିୟମ ମାନିବାକୁ ବିଭାଗୀୟ ଅଧିକାରୀ ଶ୍ରୀ ବାବୁଲୁ ମିଶ୍ର  ସମସ୍ତଙ୍କୁ ସୂଚନା ଦେଇ ଥିଲେ । ଜଙ୍ଗଲକୁ ସୁରକ୍ଷା ଦେବା ସହ କିପରି ଦାୟିତ୍ୱ ନେଲେ ରକ୍ଷା କରିପାରିବ ,ଶ୍ରୀ ରାଜକିଶୋର ମେଣ୍ଡଲି  ତାଙ୍କର ମତ ପ୍ରକାଶ କରିଥିଲେ ।   ଜୈବକ ଖତ ଓ କୃଷି ଉପରେ ବଲାଙ୍ଗୀର ଜିଲ୍ଲାର  ଶ୍ରୀ ଚକ୍ରପାଣି ମିଶ୍ର  ସମସ୍ତ  ଚାଷୀ ଭାଇ ଭଉଣୀ ମାନଙ୍କୁ ଅଧିକ ଅମଳ କରିବେ ତାହା ସେ ମତ ଦେଇଥିଲେ ।ଏହି କାର୍ଯ୍ୟକ୍ରମରେ ଉଷତ କୃଷକ ଉପ୍ତାଦକ୍ ସଂଗଠନ ମେମ୍ବର,ସମସ୍ତ ଚାଷୀ ଭାଇ ଭଉଣୀ, ସ୍ୱେଚ୍ଛା ସେବୀ, ଏମବିକେ ସି ଆରପି, ଆଇ ସି ଡ଼ି ସ୍ , ମେମ୍ବର   କ୍ଲବ ମେମ୍ବର  ସଭ୍ୟ , ସଭ୍ୟା ଯୋଗ ଦାନ କରି ଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like