-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ମଲମୁଣ୍ଡା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ

06-Jun-2026



ବଲାଙ୍ଗୀର (ପ୍ରେରଣା ଖବର): ସରକାରୀ ପ୍ରାଥମିକ ବିଦ୍ୟାଳୟ, ମଲମୁଣ୍ଡା ପରିସରରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗ ପକ୍ଷରୁ ପ୍ରଦତ୍ତ ବିଦ୍ୟାଳୟ ପୋଷାକ ବଣ୍ଟନ କାର୍ଯ୍ୟକ୍ରମ ଓ ବିଶ୍ୱ ପରିବେଶ ଦିବସ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କୁ ନୂତନ ବିଦ୍ୟାଳୟ ପୋଷାକ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା ସମିତିର ସଦସ୍ୟ, ଅଭିଭାବକ, ଶିକ୍ଷକ ଓ ଗ୍ରାମବାସୀମାନେ ଉପସ୍ଥିତ ରହିଥିଲେ। ଅତିଥିମାନେ ଶିକ୍ଷାର ଉନ୍ନତି ସହିତ ଛାତ୍ରଛାତ୍ରୀଙ୍କ ନିୟମିତ ଉପସ୍ଥାନ ଓ ଶୃଙ୍ଖଳା ରକ୍ଷାରେ ବିଦ୍ୟାଳୟ ପୋଷାକର ଗୁରୁତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ପୋଷାକ ପାଇ ଛାତ୍ରଛାତ୍ରୀମାନେ ବେଶ ଆନନ୍ଦିତ ହୋଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ତଥା ଆଞ୍ଚଳିକ ସାଧନ ସଂଯୋଜକ ପ୍ରମୋଦ କୁମାର ପଟେଲ  ସରକାରଙ୍କ ଏହି ଜନହିତକର ପଦକ୍ଷେପ ପାଇଁ କୃତଜ୍ଞତା ଜଣାଇଥିଲେ ଏବଂ ସମସ୍ତ ଅଭିଭାବକଙ୍କୁ ଶିଶୁମାନଙ୍କର ନିୟମିତ ବିଦ୍ୟାଳୟ ଆଗମନ ନିଶ୍ଚିତ କରିବାକୁ ଅନୁରୋଧ କରିଥିଲେ। ଶେଷରେ ସମସ୍ତଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇ କାର୍ଯ୍ୟକ୍ରମର ସମାପନ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like