-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଯୁବୋଦୟର  ଉଲ୍ଲେଖନୀୟ ସଫଳତା

06-Jun-2026



ବଲାଙ୍ଗୀର (ପ୍ରେରଣା ଖବର):  ଗତକାଲି ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳାଫଳ ପ୍ରକାଶ ପାଇଥିବାବେଳେ ବଲାଙ୍ଗୀର ଜିଲ୍ଲାର ସକମାସ୍ଥିତ  ଯୁବୋଦୟ କଲେଜ ଅଫ ଆଡଭାନ୍ସଡ୍ ଟେକ୍ନୋଲୋଜି  ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କଲେଜର ଛାତ୍ରୀ ଦେବଜାନୀ ଖମାରୀ, ଶ୍ରୀ ଅଶୋକ କୁମାର ଖମାରୀ ଓ ଶ୍ରୀମତୀ କାମଳିନୀ ଖମାରୀଙ୍କ କନ୍ୟା, ବଲାଙ୍ଗୀରର ଚଣ୍ଡନଭାଟିରୁ ଆସନ୍ତି, ସେ ୯.୪୬ ସି ହାସଲ କରି ସମଗ୍ର ବିଶ୍ୱବିଦ୍ୟାଳୟରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି।

ସେହିପରି ଏହି କଲେଜର ଅନ୍ୟ ଜଣେ ମେଧାବୀ ଛାତ୍ରୀ ଶିଖା ମଞ୍ଜରୀ କଠାର, ଶ୍ରୀ ସରୋଜ କଠାର ଓ ଶ୍ରୀମତୀ ଝରଣା କଠାରଙ୍କ କନ୍ୟା , କୁମ୍ଭାରୀ , ସଇଁତଳାରୁ ଆସନ୍ତି , ସେ ୯.୩୭ ସିଜିପିଏ ହାସଲ କରି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ଗତବର୍ଷ  ଯୁବୋଦୟର ଛାତ୍ରୀ ଅଞ୍ଜେଲିନା ପାଣିଗ୍ରାହୀ ୯.୩୬  ସିଜିପିଏ ସହ ବିଶ୍ୱବିଦ୍ୟାଳୟର ଶୀର୍ଷ ସ୍ଥାନ ହାସଲ କରିଥିଲେ। ଚଳିତ ବର୍ଷ ଦେବଜାନୀ ଓ ଶିଖା ମଞ୍ଜରୀ ଉଭୟେ ତାଙ୍କଠାରୁ ଅଧିକ ସିଜିପିଏ ହାସଲ କରି ନୂଆ କୀର୍ତ୍ତିମାନ ସ୍ଥାପନ କରିଛନ୍ତି।

ଦେବଜାନୀ ଖମାରୀ ଜୀବବିଜ୍ଞାନ ଶାଖାରେ ବିଶ୍ୱବିଦ୍ୟାଳୟ ସ୍ତରରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ବେଳେ, ଶିଖା ମଞ୍ଜରୀ କଠାର ଭୌତିକ ବିଜ୍ଞାନ ଶାଖାରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଦେବଜାନୀ ପ୍ରାଣୀବିଜ୍ଞାନ ବିଭାଗର ଛାତ୍ରୀ ହୋଇଥିବା ବେଳେ ଶିଖା ମଞ୍ଜରୀ ପଦାର୍ଥ ବିଜ୍ଞାନ  ବିଭାଗର ଛାତ୍ରୀ ଅଟନ୍ତି।

ଏହି ସଫଳତା ପରେ ଉଭୟ ଛାତ୍ରୀଙ୍କ ଗାଁରେ ଖୁସିର ଲହରୀ ଖେଳିଯାଇଛି। ପରିବାର ସଦସ୍ୟ, ସମ୍ପର୍କୀୟ, ବନ୍ଧୁବର୍ଗ ଏବଂ ଅଞ୍ଚଳବାସୀ ଏହି ସଫଳତାକୁ ନେଇ ଗର୍ବ ଅନୁଭବ କରୁଛନ୍ତି। କଲେଜ ପକ୍ଷରୁ ମଧ୍ୟ ଉଭୟ ଛାତ୍ରୀଙ୍କୁ ଶୁଭେଚ୍ଛା ଓ ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ଶୁଭକାମନା ଜଣାଯାଇଛି।

ଏହି ଅବସରରେ ଅନୁଷ୍ଠାନର ନିର୍ଦ୍ଦେଶକ  ଶ୍ରୀ ଆମ୍ବରୀଶ  ଦାଶ କହିଛନ୍ତି, “ ଯୁବୋଦୟର ଛାତ୍ରଛାତ୍ରୀଙ୍କୁ କେବଳ ଗୁଣାତ୍ମକ ଶିକ୍ଷା ନୁହେଁ, ବରଂ ବ୍ୟବହାରିକ ଜ୍ଞାନ, ବ୍ୟକ୍ତିତ୍ୱ ବିକାଶ ଓ ଦୃଷ୍ଟିଭଙ୍ଗୀର ଉନ୍ନତି ପାଇଁ ବିଭିନ୍ନ ସୁଯୋଗ ପ୍ରଦାନ କରାଯାଏ। ଏହା ସହିତ ନିଶୁଳ୍କ ଚାକିରିମୁଖୀ ପ୍ରଶିକ୍ଷଣ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ କର୍ମକ୍ଷେତ୍ର ପାଇଁ ପ୍ରସ୍ତୁତ କରାଯାଉଛି।”


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like