-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲ ପ୍ରକୃତି ମିତ୍ର ପୁରସ୍କାର ପାଇଲା : ପରିବେଶ ଭିତ୍ତିକ ଉପଲବ୍ଧି ଆଣିଲା ସାମାଜିକ ସ୍ବୀକୃତି ଓ ମର୍ଯ୍ୟାଦା, ଚ୍ଛାତ୍ରଛାତ୍ରୀ ଶିକ୍ଷକ ଅଭିଭାବକ ଖୁସି ବ୍ୟକ୍ତ କଲେ

06-Jun-2026



ଡୁଙ୍ଗୁରିପାଲି, ତା ୬/୬(ପ୍ରେରଣା ଖବର): ସୋନପୁର ବନଖଣ୍ଡ ସଭାଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ବିଶ୍ଵ ପରିବେଶ ଦିବସ ଅବସରରେ ପରିବେଶ ଭିତ୍ତିକ କାର୍ଯ୍ୟକ୍ରମର ସଫଳ ଉପଲବ୍ଧି ନିମନ୍ତେ ମୟାବର୍ହ। ହାଇସ୍କୁଲ କୁ ୨୦୨୫- ୨୬  ବର୍ଷରେ ମୁଖ୍ୟଅତିଥି ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ପ୍ରକୃତି ମିତ୍ର ପୁରସ୍କାର ପ୍ରଦାନ କରିଛନ୍ତି। ପ୍ରଧାନଶିକ୍ଷକ ଦୀନବନ୍ଧୁ ପ୍ରଧାନ ଓ ପ୍ରାକ୍ତନ ପ୍ରଧାନଶିକ୍ଷକ ଡ. ରବିଚନ୍ଦ୍ର ପଶାୟତ ଜିଲ୍ଲାପାଳଙ୍କ ଠାରୁ ଜିଲ୍ଲା ସ୍ତରୀୟ ଭବ୍ୟ ସଭାରେ ସାର୍ଟିଫିକେଟ ଓ ପୁରସ୍କାର ରାଶି ଗ୍ରହଣ କରିଛନ୍ତି । ପରିବେଶ ଦିବସର ସ୍କୁଲ ସ୍ତରୀୟ କାର୍ଯ୍ୟକ୍ରମରେ ପ୍ରଧାନ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ସଭାପତିତ୍ୱ କରିଥିବା ବେଳେ ବଲାଙ୍ଗିର ମଣ୍ଟେଶରି  ସ୍କୁଲର ଏକାଡେମିକ ହେଡ୍ ଡ. ରବିଚନ୍ଦ୍ର ପଶାୟତ  , ବିଦ୍ୟାଳୟର ପରିଚାଳନା କମିଟି ସଭ୍ୟ ଭକ୍ତ ଭୋଇ, ଶିକ୍ଷା ବିଦ୍ ସମ୍ପଦ ଖମାରୀ, କୋରାପୁଟ ଜିଲ୍ଲା ମହୁଲି ଉଚ୍ଚ ବିଦ୍ୟାଳୟ ର ବିଜ୍ଞାନ ଶିକ୍ଷକ ଉମାକାନ୍ତ ଯୁଆଡି ସମ୍ମାନିତ ଅତିଥିଭାବେ ଯୋଗଦାନ କରି ନିଜନିଜ ବକ୍ତବ୍ୟ ପ୍ରଦାନ କରିଥିଲେ। ଏହିଅବସରରେ ବିଦ୍ୟାଳୟ ପରିସରରେ ଜୁନିୟର ରେଡ୍ କ୍ରସ ସ୍ୱେଚ୍ଛାସେବୀ ,ସ୍କାଉଟ ପିଲା, ଇକୋ କ୍ଲବ ଛାତ୍ରଛାତ୍ରୀ ବୃନ୍ଦ ବିଭିନ୍ନ ପ୍ରକାରର  ଚାରା ରୋପଣ କରିଥିଲେ। । ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭା ସଂଯୋଜନା କରିଥିବା ବେଳେ ଛାତ୍ରୀ ଦିପ୍ତିଶିଖା ବାଗ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ।

ଶେଷରେ ଖେଳ ଶିକ୍ଷକ ଚିନ୍ମୟ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।ଅନ୍ୟମାନଙ୍କ ମଧ୍ୟରେ  ସଞ୍ଜୀବ କୁମାର ପୂଜାରୀ ବିଭୀଷଣ ଖମାରୀ, ସୂରଜ ଖମାରୀ, ସମୀର କାଠ।ର ସହଯୋଗ କରିଥିଲେ।  ପରିଚାଳନା କମିଟିର ସଦସ୍ୟ, ଶିକ୍ଷକ ବୃନ୍ଦ, ଛାତ୍ର ଛାତ୍ରୀ ଓ ଗ୍ରାମବାସୀ ମାୟାବର୍ହା ହାଇସ୍କୁଲ କୁ ପ୍ରକୃତି ମିତ୍ର ପୁରସ୍କାର ମିଳିଥିବାରୁ ଖୁସି ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026

You Might Also Like