-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଘରେ ପଶି ଚୋରି କରି ବନ୍ଧା ହେଲେ ୩ ଅଭିଯୁକ୍ତ

06-Jun-2026



କଟକ(ତପନ ମହାନ୍ତି ) ଅଭିଯୋଗକାରୀ ନିଜ ଘରେ ନଥିବା ସମୟରେ ଅଜଣା ଦୁର୍ବୃତ୍ତମାନେ ତାଙ୍କ ଘରେ ପଶି ଚୋରି କରିଥିଲେ। ଚୋରି ହୋଇଥିବା ସାମଗ୍ରୀ ମଧ୍ୟରେ ଦୁଇଟି ନିକନ କ୍ୟାମେରା, ୧୨ଟି କ୍ୟାମେରା ଲେନ୍ସ, ଦୁଇଟି ଟମି ହିଲଫିଗର ହାତଘଡ଼ି, ଏକ ସୋନି ସାଇବରସଟ୍ କ୍ୟାମେରା, ଗାଡ଼ି ଚାବି, ୧୨,୦୦୦/- ଟଙ୍କା ନଗଦ ଏବଂ ଅନ୍ୟାନ୍ୟ ମୂଲ୍ୟବାନ ସାମଗ୍ରୀ ରହିଥିଲା। ତଦନ୍ତ ସମୟରେ ତା. ୦୬.୦୬.୨୦୨୬ ରେ ସୂଚନା ମିଳିଥିଲା ଯେ, ତିନିଜଣ ବ୍ୟକ୍ତି ଶିଖରଚଣ୍ଡୀ ନଗର ଅଞ୍ଚଳରେ ସନ୍ଦେହଜନକ ଭାବେ ବୁଲୁଥିବା ସହ ଅତି କମ୍ ଦରରେ ଏକ ଲାପଟପ୍ ବିକ୍ରି କରିବାକୁ ଉଦ୍ୟମ କରୁଛନ୍ତି। ଏହି ସୂଚନା ଆଧାରରେ ପୋଲିସ ଚଢ଼ାଉ କରି ଅଭିଯୁକ୍ତ ବିକି ସ୍ୱାଇଁ, ଶିବ ସାହୁ ଏବଂ ଏସ୍‌.କେ. ସଲିମଙ୍କୁ କାବୁ କରିଥିଲା। ସେମାନଙ୍କ ନିକଟରୁ ଏକ କଳା ରଙ୍ଗର ମାଇକ୍ରୋମାକ୍ସ ଲାପଟପ୍ ଏବଂ ଭଙ୍ଗା ପାଣି ଟ୍ୟାପ୍ ଭର୍ତ୍ତି ଏକ ବ୍ୟାଗ ଜବତ କରାଯାଇଥିଲା।ପଚରାଉଚରା ସମୟରେ ଅଭିଯୁକ୍ତମାନେ ବର୍ତ୍ତମାନ ମାମଲାରେ ସେମାନଙ୍କର ସମ୍ପୃକ୍ତି ସ୍ୱୀକାର କରିଥିଲେ ଏବଂ ତା. ୦୨.୦୬.୨୦୨୬ ରାତିରେ ଅଭିଯୋଗକାରୀଙ୍କ ଘରେ ଚୋରି କରିଥିବା ସ୍ଵୀକାର କରିଥିଲେ। ସେମାନେ ଚୋରି ହୋଇଥିବା କ୍ୟାମେରାଗୁଡ଼ିକୁ ବାପୁଜୀ ନଗର ଅଞ୍ଚଳର ଜଣେ ଅଜଣା ଦୋକାନୀଙ୍କୁ ବିକ୍ରି କରିଦେଇଥିବା କଥା ମଧ୍ୟ ସ୍ୱୀକାର କରିଥିଲେ। ତେବେ ଚୋରି ସାମଗ୍ରୀ ଗ୍ରହଣକାରୀ ସମ୍ପର୍କରେ ସେମାନେ ଅଧିକ ସୂଚନା ଦେଇପାରିନଥିଲେ।ତଦନ୍ତରୁ ଆହୁରି ଜଣାପଡ଼ିଥିଲା ଯେ, ଅଭିଯୁକ୍ତମାନେ ତା. ୧୯.୦୫.୨୦୨୬ ରେ ନନ୍ଦନ ବିହାର ଅଞ୍ଚଳରେ ଘଟିଥିବା ଅନ୍ୟ ଏକ ସିନ୍ଧିଚୋରି ଘଟଣାରେ ମଧ୍ୟ ସମ୍ପୃକ୍ତ ଥିଲେ, ଯେଉଁଥିରେ ଘରୁ ପାଣି ଟ୍ୟାପ୍ ଏବଂ ବିଦ୍ୟୁତ ତାର ଚୋରି ହୋଇଥିଲା। ଏହି ଘଟଣା ଇନଫୋସିଟି ଥାନା କେସ୍ ନଂ-୪୩୨, ତା. ୨୪.୦୫.୨୦୨୬ ସହ ସମ୍ପୃକ୍ତ ବୋଲି ଜଣାପଡ଼ିଥିଲା। ଚୋରି ହୋଇଥିବା କେତେକ ଟ୍ୟାପ୍ ଅଭିଯୁକ୍ତମାନେ ନିଜ ପାଖରେ ରଖିଥିବା ବେଳେ ଅନ୍ୟଗୁଡ଼ିକୁ କବାଡ଼ିଆଙ୍କ ନିକଟରେ ବିକ୍ରି କରିଦେଇଥିବା ଜଣାପଡ଼ିଥିଲା। ଜବତ ଲାପଟପ୍ ଏବଂ ଭଙ୍ଗା ଟ୍ୟାପ୍ ଗୁଡ଼ିକୁ ମାମଲାର ପ୍ରମାଣ ସ୍ୱରୂପ ଜବତ କରାଯାଇଥିଲା।ଅଭିଯୁକ୍ତ ବିକି ସ୍ୱାଇଁ, ଶିବ ସାହୁ ଏବଂ ଏସ୍‌.କେ. ସଲିମଙ୍କ ବିରୋଧରେ ଅପରାଧ ସ୍ପଷ୍ଟ ହେବାରୁ ସେମାନଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରା ଜାଇଥିବା ଥାନା ସୁତରୁ ପ୍ରକାଶ।,


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like