-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ଆନ୍ତଃ ଜିଲ୍ଲା ସିଏମ୍ ଟ୍ରଫି-୨୦୨୬ ଫୁଟବଲ ଚାମ୍ପିୟନସିପ୍ ଷଷ୍ଠ ଦିବସ: ବାଳକ ବର୍ଗରେ ବରଗଡ଼ ଓ ବାଳିକା ବର୍ଗରେ ସମ୍ବଲପୁର ଏବଂ ବରଗଡ଼ ବିଜୟୀ

06-Jun-2026



ବଲାଙ୍ଗିର(ପ୍ରେରଣା ଖବର): ଆନ୍ତଃ ଜିଲ୍ଲା ୧୪ ବର୍ଷ ବାଳକ ଓ ବାଳିକା ସିଏମ୍ ଟ୍ରଫି–୨୦୨୬ ଫୁଟବଲ୍ ଚାମ୍ପିୟନସିପ୍‌ର ଷଷ୍ଠ ଦିନର ବାଳକ ବିଭାଗର ଖେଳଗୁଡ଼ିକ ଗାନ୍ଧୀ ଷ୍ଟାଡ଼ିୟମ, ବଲାଙ୍ଗିରରେ ଆୟୋଜିତ ହୋଇଥିଲା । ପ୍ରଥମ ବାଳକ ବର୍ଗ ମ୍ୟାଚରେ ସମ୍ବଲପୁର ବନାମ ସୁବର୍ଣ୍ଣପୁର ଖେଳ ୨–୨ ଗୋଲରେ ଡ୍ର ହୋଇଥିଲା। ଏହି ଅବସରରେ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରତାପ ଚନ୍ଦ୍ର ମହାନ୍ତି ଯୋଗଦେଇ ଥିଲେ। ଖେଳ ପରିଚାଳନା ଜିତେନ୍ଦ୍ର ପାତ୍ର, ସୌରଭଜିତ ନାଏକ, ଯଶୋବନ୍ତ ମାଝୀ ଓ ଯୋଗେନ୍ଦ୍ର ପଣ୍ଡା କରିଥିଲେ।
ଦ୍ୱିତୀୟ ବାଳକ ବର୍ଗ ମ୍ୟାଚରେ ବରଗଡ଼ ୧୫–୧ ଗୋଲରେ ନୂଆପଡ଼ାକୁ ପରାଜିତ କରି ବିଜୟୀ ହୋଇଥିଲା। ଏହି ଖେଳରେ ଅତିଥି ଭାବେ କ୍ରୀଡ଼ା ସଂସଦର ଯୁଗ୍ମ ସଂପାଦକ ଶତୃଘ୍ନ ସିଂ ଓ ଜିଲ୍ଲା କ୍ରୀଡ଼ା ଅଧିକାରୀ ପରାସର ବାଗ

ଯୋଗଦେଇଥିଲେ। ସଂସଦର କୋଷାଧ୍ୟକ୍ଷ ହେମନ୍ତ କୁମାର ବେହେରା, ଫୁଟବଲ୍ ସଂପାଦକ ଶରତ କୁମାର ନନ୍ଦ ଓ ବରିଷ୍ଠ ସଦସ୍ୟ ଡ଼ା. ସିଦ୍ଧେଶ୍ଵର ମିଶ୍ର ମଂଚାସୀନ ଥିଲେ। ଏହି ମ୍ୟାଚ୍‌ଗୁଡ଼ିକୁ ମଳୟ ଘିଭେଲା, ସୌରଭ ନାଏକ, ପପୁନ ବେହେରା ଓ ସଦାନନ୍ଦ ସାହୁ ପରିଚାଳନା କରିଥିଲେ। ବାଳକ ବର୍ଗରେ ନବୀନ ନାଏକ ମ୍ୟାଚ୍ କମିଶନର ଭାବେ କାର୍ଯ୍ୟରତ ଥିଲେ।
ପଲ୍ଲିଶ୍ରୀ ଷ୍ଟାଡ଼ିୟମ, ସଦାଇପାଲିରେ ଆନ୍ତଃ ଜିଲ୍ଲା ୧୪ ବର୍ଷ ବାଳିକା ବିଭାଗର ଖେଳଗୁଡ଼ିକ ଆୟୋଜିତ ହୋଇଥିଲା। ପ୍ରଥମ ମ୍ୟାଚରେ ସମ୍ବଲପୁର ୧୦–୦ ଗୋଲରେ ସୁବର୍ଣ୍ଣପୁରକୁ ପରାଜିତ କରି ବିଜୟୀ ହୋଇଥିଲା। ଏହି ଖେଳକୁ ସଞ୍ଜନ କୁଦେଇ, ମାମା ସିଂ, ଅନିତା ମହାନନ୍ଦ ଓ ସୀତା ମାରାଣ୍ଡି ପରିଚାଳନା କରିଥିଲେ। ଦ୍ୱିତୀୟ ଅପରାହ୍ନରେ ବରଗଡ଼ ୧୪–୦ ଗୋଲରେ ନୂଆପଡ଼ାକୁ ପରାଜିତ କରି ବିଜୟୀ ହୋଇଥିଲା। ଏହି ଅବସରରେ ଓଡ଼ିଶା ଫୁଟବଲ୍ ଏସୋସିଏସନ୍ ଓ ଜିଲ୍ଲା କ୍ରୀଡ଼ା ସଂସଦର କାର୍ଯ୍ୟକାରୀ ସଭାପତି ଡ଼. ଶ୍ରୀକର ମିଶ୍ରଙ୍କ ତତ୍ତ୍ୱାବଧାନରେ କ୍ରୀଡ଼ାବିତ ସୁନିଲ ଚନ୍ଦ୍ର ବିଶ୍ଵାଲ, ଡ଼ା. ସୁରେଶ

ପଧାନ ଓ ଡ଼ା. ପ୍ରକାଶ ଦାଶ ଅତିଥି ଭାବେ ଯୋଗଦେଇଥିଲେ। ଖେଳ ପରିଚାଳନା ସୀତା ମାରାଣ୍ଡି, ମାମା ସିଂ, ଅନିତା ମହାନନ୍ଦ ଓ ପ୍ରିୟଙ୍କା ବିଶି କରିଥିଲେ। ବାଳିକା ବିଭାଗରେ ସୁରେଶ କୁମାର ଦାଶ ମ୍ୟାଚ୍ କମିଶନର ଭାବେ କାର୍ଯ୍ୟରତ ଥିଲେ।
ଆସନ୍ତାକାଲି ୦୭.୦୬.୨୦୨୬ (ରବିବାର) ସକାଳ ୬.୩୦ରେ ବାଳିକା ବର୍ଗର ଜୋନ୍‌ ଫାଇନାଲ୍‌ ଖେଳ ଦେବଗଡ଼ ବନାମ ବରଗଡ଼ ମଧ୍ୟରେ ଓ ଅପରାହ୍ନ ୫.୦୦ରେ ବାଳକ ବର୍ଗର ଜୋନ୍‌ ଫାଇନାଲ୍‌ ଖେଳ ବରଗଡ଼ ବନାମ ନୟାଗଡ଼ ମଧ୍ୟରେ ଗାନ୍ଧୀ ଷ୍ଟାଡ଼ିୟମ, ବଲାଙ୍ଗିରରେ ଅନୁଷ୍ଠିତ ହେବ। ଏହି ଅବସରରେ ବହୁ ସଂଖ୍ୟକ କ୍ରୀଡାପ୍ରେମୀ ଦର୍ଶକମାନେ ଉପସ୍ଥିତ ହୋଇ କ୍ରୀଡାବିତ ମାନଙ୍କୁ ଉତ୍ସାହିତ କରିବା ପାଇଁ ଜିଲ୍ଲା କ୍ରୀଡା ସଂସଦ, ଜିଲ୍ଲା ପ୍ରଶାସନ ଓ ରାଜ୍ୟ କ୍ରୀଡା ବିଭାଗ ଦ୍ୱାରା ଅନୁରୋଧ କରାଯାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like