-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀରରେ ଅଧ୍ୟାପକ ମଞ୍ଚ ଗଠିତ

06-Jun-2026



ବଲାଙ୍ଗୀର(ପ୍ରେରଣା ଖବର):  ସ୍ଥାନୀୟ ଯାଦବ ଭବନଠାରେ ଆଜି ସନ୍ଧ୍ୟାରେ ପ୍ରାକ୍ତନ ପ୍ରାଧ୍ୟାପକ ରାମ ଶରଣ ହୋତାଙ୍କ ସଭାପତିତ୍ୱରେ ଜିଲ୍ଲାସ୍ତରୀୟ ଅଧ୍ୟାପକ ମଞ୍ଚ ଗଠନ ନେଇ ଏକ ସଭା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ସଭାରେ ଜିଲ୍ଲାର ସରକାରୀ ମହାବିଦ୍ୟାଳୟ, ଯୁକ୍ତ ଦୁଇ, ଯୁକ୍ତ ତିନି, ଅନୁଦାନ ପ୍ରାପ୍ତ ୪୪୮ବର୍ଗ, ୬୬୨ବର୍ଗ ତଥା ଅଣ-ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ ସହ ଅବସର ଗ୍ରହଣ କରି ସାରିଥିବା ଅଧ୍ୟାପକ, ଅଧ୍ୟାପିକା ଯୋଗ ଦେଇଥିଲେ। 

ସାମୂହିକ ଦୃଷ୍ଟିରୁ ଜିଲାରେ ଅବସ୍ଥାପିତ ଅଧ୍ୟାପକ, ଅଧ୍ୟାପିକାଙ୍କ ସମସ୍ୟା ବିଷୟକ ଚର୍ଚ୍ଚା ଆଲୋଚନା ପାଇଁ ପୂର୍ବରୁ ଏଭଳି କୌଣସି ସଂଘ ଗଠିତ ହୋଇ ନ ଥିବାରୁ ଉକ୍ତ ସଭାରେ ଏକ ନୂତନ ଅଧ୍ୟାପକ ମଞ୍ଚ ଗଠନର ରୂପରେଖ ସ୍ଥିରୀକୃତ କରାଯାଇଥିଲା। ଅଧ୍ୟାପକ କବିରାଜ ଭୋଇଙ୍କ ପ୍ରସ୍ତାବ କ୍ରମେ ଡ଼. ସୁରେଶ ଚନ୍ଦ୍ର ଷଡ଼ଙ୍ଗୀଙ୍କୁ ସଭାପତି, ଅଧ୍ୟାପକ ନାରାୟଣ ମିଶ୍ର ଉପ-ସଭାପତି, ଅଧ୍ୟାପକ ରତିକାନ୍ତ ନାଏକ ସମ୍ପାଦକ, ପ୍ରମୋଦ କୁମାର ବଡ଼ପଣ୍ଡା ସହ-ସମ୍ପାଦକ, ଡ଼. ଜଗନ୍ନାଥ ସାହୁ କୋଷାଧ୍ୟକ୍ଷ ଓ ଛବିଳ ବଗର୍ତ୍ତୀ, କବିରାଜ ଭୋଇ, ରମେଶ ଚନ୍ଦ୍ର ପ୍ରଧାନୀ, ଶିବ ଶଙ୍କର ଉଦ୍ଗାତା, ପୁରୁଷୋତ୍ତମ ଭଞ୍ଜ, ଦିବାକର ପୋଢ଼ ସଭ୍ୟ ଭାବରେ

ମନୋନୀତ ହୋଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଅଧ୍ୟାପକ ଡ଼. କୌତୁକ ପନ୍ଦର, ରାଧେଶ୍ୟାମ ସିଂ ସେନାପତି, ପ୍ରମୋଦ କୁମାର ବରାଡ଼, ଲକ୍ଷ୍ମୀକାନ୍ତ ତ୍ରିପାଠୀ, ରମେଶ ଚନ୍ଦ୍ର ସିଂଦେଓ, ଦଧିବାମନ ପଧାନ, ସତ୍ୟ ନାରାୟଣ ବଗର୍ତ୍ତୀ, ହେମନ୍ତ ସାହୁ, ରବୀନ୍ଦ୍ର ସେଠ ପ୍ରମୁଖ ଯୋଗ ଦେଇଥିଲେ। ବଲାଙ୍ଗୀର ଜିଲ୍ଲାର ସମସ୍ତ ଅଧ୍ୟାପକ, ଅଧ୍ୟାପିକାଙ୍କୁ ଏହି ମଞ୍ଚରେ ସାମିଲ ହେବା ପାଇଁ ଆହ୍ୱାନ କରାଯାଇଥିବା ବେଳେ ଶେଷରେ ଅଧ୍ୟାପକ ପ୍ରଶାନ୍ତ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like