-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ନୂତନ ପ୍ରଧାନ ଶିକ୍ଷକଙ୍କ ଯୋଗଦାନ

07-Jun-2026



ଡୁଙ୍ଗୁରିପାଲି(ଆରବିନ୍ଦ ମିଶ୍ର):  ଡୁଙ୍ଗୁରିପାଲି ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଭାବେ ସତ୍ୟବାନ କୁଅଁର ଯୋଗଦାନ କରିଛନ୍ତି ।ସେ ଲିଙ୍ଗମାର୍ଣ୍ଣି ବିଦ୍ୟାଳୟର ଥିଲେ । ଡୁଙ୍ଗୁରି ପାଇଁ ବିଦ୍ୟାଳୟର ଚନ୍ଦଂ ମେହେରଙ୍କ  ବଦଳରେ  ସେ ଏଠାରେ ଯୋଗଦାନ କରିଛନ୍ତି l ଏହି ଅବସରରେ ଆଜି ବିଦ୍ୟାଳୟର କମିଟିର କିଷାନ ଅଗ୍ରୱାଲ, ଅଶୋକ ଶତପଥି, ବିରେନ୍ଦ୍ର ସାହୁ, ମନୋରଞ୍ଜନ ଚାନ୍ଦ, ପୂର୍ବ ପ୍ରଧାନ ଶିକ୍ଷକ  ବୈଶାଖୁ ପଧାନ,ଶିକ୍ଷକ କୁମୁଦ ମଟାରୀ, ମୁକେଶ ରାଉତ, ସୌଦାମିନୀ ବିଶ୍ଵାଳ, ସନାତନ ବେହେରl,ସୁମନ ଭୋଇ, ଗୀଚିକା ବିଶ୍ଵାଳ, ଗରୁଡ଼ ଧ୍ବକ ପଧାନ, ସବିତା ସେଠୀ, ପୂର୍ବ ଖେଳ ଶିକ୍ଷକ ଦେବରାଜ ସେଠ ପ୍ରମୁଖ ଉପସ୍ଥିତ ରହି ସ୍ବାଗତ କରିଥିଲେ । ନବନିଯୁକ୍ତ ପ୍ରଧାନ ଶିକ୍ଷକ ସେ ସେ ଉକ୍ତ ବିଦ୍ୟାଳୟର ଛାତ୍ର ଥିଲେ ।  ତେଣୁ ବିଦ୍ୟାଳୟକୁ ନିଜର ମନେ କରି ଶିକ୍ଷାଦାନ କ୍ଷେତ୍ରରେ ସମୟ ଦେବା ସହ ପ୍ରମୁଖ ଶିକ୍ଷନୁଷ୍ଠାନ ଗଢିବା ଦିଗରେ ଧ୍ୟାନ ଦେବେ ବୋଲି ପ୍ରକାଶ କରିଥଲେ । 


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like