-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||     

HOME   ଜିଲ୍ଲା

ସିନ୍ଧେକେଲା ଜେଏମଡି ସ୍କୁଲର ନୂତନ କମିଟି ଗଠନ

07-Jun-2026



ସିନ୍ଧେକେଲା(ଅନିଲ ତ୍ରିପାଠୀ): ବଙ୍ଗୋମୁଣ୍ଡା ବ୍ଲକ ସିନ୍ଧେକେଲା ସ୍ଥିତ ପୁଟୁପଡା ଯିବା ରାସ୍ତାରେ ଥିବା ଜୟ ମାଁ ଦ୍ୱାରସେହ୍ନି ଇଂଲିଶ ମିଡିୟମ ସ୍କୁଲର ପରିଚାଳନା କମିଟିର କାର୍ଯ୍ୟକାଳ ସମାପ୍ତ ହୋଇଥିବାରୁ ଆଜି ସ୍କୁଲ ସଭା ଗୃହରେ ନୂତନ ପରିଚାଳନା କମିଟି ଗଠନକୁ ନେଇ ଏକ ବିଶେଷ ବୈଠକ ଅନୁଷ୍ଠିତ ହୋଇଥିଲା । ନୂତନ ସଭାପତି ଭାବେ ସର୍ବସମ୍ମତି କ୍ରମେ ନାଗରିକ କମିଟି ସଭାପତି ସୁରିୟା ସାହୁଙ୍କୁ ପୁଣିଥରେ ଚୟନ କରାଯିବା ସହ ଉପ ସଭାପତି ଭାବରେ ସାଂସଦ ପ୍ରତିନିଧି ଅନିଲ ନାଏକ , ସମ୍ପାଦକ ଭାବରେ ଅବସର ପ୍ରାପ୍ତ ଶିକ୍ଷକ ମିନୀକେତନ ତ୍ରିପାଠୀ , ସହ ସମ୍ପାଦକ ଭାବରେ ବରିଷ୍ଠ ସାମ୍ବାଦିକ ଦିନେଶ ଜୈନ , କୋଷାଧ୍ୟକ୍ଷ ଭାବରେ ଗିତା ସାହୁ , କାର୍ଯ୍ୟକାରିଣୀରେ ପ୍ରତିଷ୍ଠାତା ସଦସ୍ୟ ଭାବରେ ସ୍କୁଲ ପ୍ରତିଷ୍ଠାତା ଅନିଲ ଜୈନ , ଅଭିଭାବକ ସଦସ୍ୟ ଭାବେ ଗୋପୀନାଥ ସାହୁ , ସ୍କୁଲ ଅଧ୍ୟକ୍ଷ ନିତେଶ୍ କୁମାର ସାହୁ ପ୍ରମୁଖଙ୍କୁ ମନୋନୀତ କରାଗଲା । କମିଟିର ଉପଦେଷ୍ଟା ଭାବରେ ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା , ଜମି ଦାତା ପ୍ରଫୁଲ୍ଲ ସାହୁ ଓ ଯୁବ ସାମ୍ବାଦିକ ଅନିଲ ତ୍ରିପାଠୀ ଙ୍କୁ ରଖାଗଲା । ଏହି । ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ଗଣପତି ସାହୁ , ନରେନ୍ଦ୍ର ସାହୁ,  ଜଗଦୀଶ ପଣ୍ଡା, ଧରୁଆ ପ୍ରମୁଖ ଉପସ୍ଥିତ ଥିଲେ । ବୈଠକରେ ବିଦ୍ୟାଳୟର ବିଭିନ୍ନ ବିକାଶ ଉପରେ ମଧ୍ୟ ଆଲୋଚନା କରାଗଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026

You Might Also Like