-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||     

HOME   ଜିଲ୍ଲା

ବିଧାୟକଙ୍କ ଉଦ୍ୟମ ଯୋଗୁଁ ଲୋକେ ପାଇଲେ ପାନୀୟ ଜଳ

07-Jun-2026



(ରଂଜିତ ମହାନ୍ତି )
 ବରୀ ବ୍ଲକ ଅନ୍ତର୍ଗତ ରତ୍ନଗିରି ପଞ୍ଚାୟତ ଏକ ପାହାଡ଼ିଆ ଅଞ୍ଚଳ ହୋଇଥିବାରୁ ଏହି ପଞ୍ଚାୟତର ବିଭିନ୍ନ ଗ୍ରାମରେ ପାନୀୟ ଜଳ ପାଇଁ ଲୋକମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଖରାଦିନ ହୋଇ ଥିବାରୁ ନଳ କୂପ ନିକଟରେ ପାନୀୟ ଜଳ ସଂଗ୍ରହ ପାଇଁ ଲୋକ ମାନଙ୍କୁ ଲମ୍ବା ଲାଇନରେ ଛିଡା ହୋଇ ପାନୀୟ ଜଳ ସଂଗ୍ରହ ପାଇଁ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରିବାକୁ ପଡ଼ୁଥିଲା। ଏହି ଘଟଣା ବିଧାୟକଙ୍କ ନଜରକୁ ଆସିବା ପରେ ବିଧାୟକ ବିଶ୍ଵ ରଞ୍ଜନ ମଲ୍ଲିକ, ବରୀ ମଣ୍ଡଳ ଉନ୍ନୟନ ଅଧିକାରୀ ମିନତି ଜଗଦେବ, ତହସିଲଦାର ଦିପ୍ତିମାୟୀ ବେହେରା, ବରୀ ଥାନା ଅଧିକାରିଣୀ ହେମଲତା ଦାସ ଓ ସହକାରୀ ଯନ୍ତ୍ରୀ ଜ୍ଞାନ ରଞ୍ଜନ ପ୍ରଧାନ ଘଟଣା ସ୍ଥଳ ପରିଦର୍ଶନ କରିଥିଲେ।
ଘଟଣା ଅନୁଧ୍ୟାନ ପରେ ବିଧାୟକ ଶ୍ରୀ ମଲ୍ଲିକ ଏକ ଘଣ୍ଟା ମଧ୍ୟରେ ଟ୍ୟାଙ୍କର ଯୋଗେ ପାନୀୟ ଜଳ ଯୋଗାଇବା ସହ ତୁରନ୍ତ ସ୍ଥାୟୀ ସମାଧାନ କରିବାକୁ ତାଗିଦ୍ କରିଥିଲେ। ଖବର ଲେଖା ହେବା ପର୍ଯ୍ୟନ୍ତ ବ୍ଲକ ପ୍ରଶାସନ ପକ୍ଷରୁ ଏହି ପଞ୍ଚାୟତର ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ଲୋକ ମାନଙ୍କ ପାଇଁ ଟ୍ୟାଙ୍କର ଯୋଗେ ପାଣି ଯୋଗାଇବା ଏବଂ ସ୍ଥାୟୀ ସମାଧାନ ପାଇଁ କାର୍ଯ୍ୟ ଆରମ୍ଭ ହୋଇଥିବାରୁ ବିଧାୟକଙ୍କର ଏତାଦୃଶ୍ୟ କାର୍ଯ୍ୟକୁ ଗ୍ରାମବାସୀ ମାନେ ପ୍ରଶଂସା କରିଛନ୍ତି। ବିଧାୟକ ଶ୍ରୀ ମଲ୍ଲିକ ଙ୍କ ସହିତ ବ୍ଲକ ବିଜେଡି ସଭାପତି କେଦାର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ ଓ ପ୍ରସନ୍ନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026

You Might Also Like