-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||     

HOME   ଜିଲ୍ଲା

*ଜବର ଦଖଲ ସରକାରୀ କ୍ୱାଟର ଚିହ୍ନଟ କଲେ ଜିଲ୍ଲାପାଳ* *ବିହିତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ; ଜବରଦଖଲ କାରୀ ଙ୍କ ମଧ୍ୟରେ କୋକୁଆ ଭୟ*

07-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁଙ୍କ ସହ ଏକ ୧୨ ଜଣିଆ ଉଚ୍ଚ ସ୍ତରୀୟ ପ୍ରାଶାସନିକ ଅଧିକାରୀ ଦଳ ସହରର ବିଭିନ୍ନ ସ୍ଥାନରେ ଥିବା ଜବର ଦଖଲ ସରକାରୀ କ୍ୱାଟର ଗୁଡ଼ିକୁ ହଠାତ୍ ପରିଦର୍ଶନ କରି ଚିହ୍ନଟ କରିଛନ୍ତି । ବିନା ଏଲଟ ମେଣ୍ଟ ରେ ରହୁଥିବା ତଥା ଦୀର୍ଘ ବର୍ଷରୁ ଅନ୍ୟତ୍ର ବଦଳି ହୋଇଥିବା ସତ୍ତ୍ୱେ ଘର ଛାଡ଼ି ନ ଥିବା ଓ ଘର ଭଡ଼ା ଦେଉ ନଥିବା ଏଭଳି ଅନେକ ଗୁଡିଏ ଜବର ଦଖଲ ସରକାରୀ ଘର ଗୁଡିକୁ ତୁରନ୍ତ ଖାଲି କରିବାକୁ ଓ ଏହାର ବିଧିବଦ୍ଧ କାର୍ଯ୍ୟାନୁଷ୍ଠାନ ନିମନ୍ତେ ପ୍ରଶାସନିକ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଜିଲ୍ଲାପାଳ । ଜିଲ୍ଲାପାଳ ଡ଼ ନୃପରାଜ ସାହୁଙ୍କ ସମେତ ଆଜି ଏଡିଏମ ରାଜେନ୍ଦ୍ର ମାଝୀ, ଏଡିଏମ ଅଞ୍ଜଳିନା ପଧାନ, ଉପ ଜିଲ୍ଲାପାଳ ଡ଼ ସୌମ୍ୟରୂପା ରଥ, ସୋନପୁର ବିଡିଓ ପ୍ରତୀକ କର, ଦୁଇ ଜଣ ଡେପୁଟି କଲେକ୍ଟର, ଦୁଇ ଜଣ ଆସିଷ୍ଟାଣ୍ଟ କଲେକ୍ଟର, ଏମର୍ଜେନ୍ସି ଅଫିସର୍, ସ୍ଥାନୀୟ ତହସିଲଦାର, ଆରଆଇ ପ୍ରମୁଖ ୧୨ ଜଣିଆ ପ୍ରଶାସନିକ ଅଧିକାରୀ ଟିମ ସକାଳ ୭ ଟା ରୁ ୯.୩୦ ଯାଏ ସହରର ମହାବୀର କଲୋନୀ କ୍ଲଷ୍ଟର କ୍ୱାର୍ଟରସ୍, ବ୍ଲକ୍ କଲୋନୀ କ୍ଲଷ୍ଟର କ୍ୱାଟର ଓ ବିଭିନ୍ନ କଲୋନୀ ପରିଦର୍ଶନ କରି ଜବର ଦଖଲ କାରୀ କର୍ମଚାରୀ ଓ ଅଫିସରଙ୍କୁ ତାଗିଦ କରିଥିଲେ । ଜିଲ୍ଲାପାଳ ଙ୍କ ସହିତ ଆଜିର ଏଇ ଉଚ୍ଚ ସ୍ତରୀୟ ଅଧିକାରୀଙ୍କ ଆକ୍ସନ ମୁଡ୍ କୁ ଦେଖି ଜବର ଦଖଲ କାରୀ ସରକାରୀ କର୍ମଚାରୀ ଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଥିବା ଦେଖାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026
  ଜିଲ୍ଲା  
ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି   13-Sep-2026
  ଜିଲ୍ଲା  
ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   13-Sep-2026
  ଜିଲ୍ଲା  
ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   13-Sep-2026
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026

You Might Also Like