-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||      ବରଗଡ଼ ଜିଲ୍ଲା ଅଟୋ ରିକ୍ସା ମାଲିକ ସଂଘର ୨୭ତମ ବାର୍ଷିକ ଉତ୍ସବ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷଙ୍କୁ ସମ୍ମାନିତ କରାଯିବ    (16-Jun-2026)       ||     

HOME   ଜିଲ୍ଲା

ମୁଖ୍ୟମନ୍ତ୍ରୀ ଟ୍ରଫି- ୨.୦ କବାଡି ପ୍ରତିଯୋଗିତା ଉଦଯାପିତ

07-Jun-2026



କଟକ, (ତପନ ମହାନ୍ତି )ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବ ସେବା ବିଭାଗ ପକ୍ଷରୁ କଟକ ଜବାହରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମ ଠାରେ ଚାଲିଥିବା ଜୋନ ସ୍ତରୀୟ ମୁଖ୍ୟମନ୍ତ୍ରୀ ଟ୍ରଫି–୨.୦ କବାଡ଼ି ଚାମ୍ପିୟନସିପ୍ – ୨୦୨୬ ଉଦଯାପିତ ହୋଇଯାଇଛି । ୩ ଦିନ ଧରି ଚାଲିଥିବା ଏହି ମ୍ୟାଚ୍‌ ଗୁଡ଼ିକ ଅତ୍ୟନ୍ତ ରୋମାଞ୍ଚକର ଓ ପ୍ରତିଦ୍ୱନ୍ଦ୍ୱିତାପୂର୍ଣ୍ଣ ଥିଲା । ଆଜି ଖେଳା ଯାଇଥିବା ମ୍ୟାଚ୍ ରେ ବାଳକ ବର୍ଗ ରେ ବାଲେଶ୍ୱର ଦଳ ୫୫–୪୯ ପଏଣ୍ଟରେ ପୁରୀ କୁ ପରାସ୍ତ କରି ୦୬ ପଏଣ୍ଟ ବ୍ୟବଧାନରେ ବିଜୟ ହାସଲ କରିଥିଲା । ସେହିପରି ବାଳିକା ବର୍ଗ ମ୍ୟାଚ୍‌ରେ ପୁରୀ ବାଳିକା ଦଳ ୬୦–୫୩ ପଏଣ୍ଟରେ ବାଲେଶ୍ୱର ଦଳ କୁ ପରାସ୍ତ କରି ୦୭ ପଏଣ୍ଟ ବ୍ୟବଧାନରେ ବିଜୟୀ ହୋଇଥିଲା । ପ୍ରତିଯୋଗିତାର ପର୍ଯ୍ୟବେକ୍ଷକ ଭାବେ ଓଡ଼ିଶା କବାଡ଼ି ଆସୋସିଏସନ୍‌ର ଯୁଗ୍ମ ସମ୍ପାଦିକା ଶ୍ରୀମତୀ ଜୟଶ୍ରୀ ସ୍ୱାଇଁ ଏବଂ ଚୟନ ସମିତିର ଅଧ୍ୟକ୍ଷ ଶ୍ରୀ ଶୁଭ୍ରାଂଶୁ ଶେଖର ବେହେରା ପ୍ରତିଯୋଗିତାର ସୁପରିଚାଳନା ଓ ତଦାରଖ ଦାୟିତ୍ୱ ନିର୍ବାହ କରିଥିଲେ। ଉଦଯାପନୀ କାର୍ଯ୍ୟକ୍ରମରେ ଓଡ଼ିଶା କବାଡ଼ି ଆସୋସିଏସନ୍‌ର ଅଧ୍ୟକ୍ଷ ରବିଶଙ୍କର ପ୍ରତିହାରୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଉପସଭାପତି ପାର୍ଥବିର ଭୂୟାଁ ଓ ପୃଥ୍ୱୀରାଜ ପଟ୍ଟନାୟକଙ୍କ ସହ ଭାରତୀୟ କବାଡି ମହାସଙ୍ଘ ସହ ସମ୍ପାଦିକା ଜୟଶ୍ରୀ ସ୍ୱାଇଁ, ଅନ୍ତର୍ଜାତୀୟ ଫୁଟବଲ ପ୍ରଶିକ୍ଷକ ଏମଡି ଜ୍ଵବାର ଓ ଓଡିଶା କବାଡି ସଙ୍ଘ ସମ୍ପାଦକ ଅଜୟ କୁମାର ବେହେରା, ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇ ବିଜୟୀ ଦଳଙ୍କୁ ପୁରସ୍କୃତ କରିବା ସହ ଖେଳାଳି ମାନଙ୍କୁ ପ୍ରୋତ୍ସାହିତ କରିଥିଲେ । ଆସନ୍ତା କାଲି ଠାରୁ ଜୁନ ୧୦ ତାରିଖ ପର୍ଯ୍ୟନ୍ତ ବ୍ରହ୍ମପୁର ଠାରେ ହେବାକୁ ଥିବା ସେମି ଫାଇନାଲ୍ ଓ ଫାଇନାଲ ମ୍ୟାଚ୍‌ ରେ ସୁନ୍ଦରଗଡ଼, ଅନଗୁଳ, କଟକ ଓ ଗଞ୍ଜାମ ଜୋନ ରେ ଅନୁଷ୍ଠିତ ଜୋନ ସ୍ତରୀୟ ପ୍ରତିଯୋଗିତାରେ ଚାମ୍ପିୟନ ଟିମ ଗୁଡ଼ିକ ଅଂଶଗ୍ରହଣ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   17-Jun-2026
  ଜିଲ୍ଲା  
ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   17-Jun-2026
  ଜିଲ୍ଲା  
ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   17-Jun-2026
  ଜିଲ୍ଲା  
*ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   17-Jun-2026
  ଜିଲ୍ଲା  
*ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   17-Jun-2026
  ଜିଲ୍ଲା  
*କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   17-Jun-2026
  ରାଜ୍ୟ  
ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   17-Jun-2026
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026
  ଜିଲ୍ଲା  
ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   17-Jun-2026

You Might Also Like