-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||     

HOME   ଜିଲ୍ଲା

ଲାୟନ୍ସ କ୍ଲବ୍ ଅଫ୍ ପଦ୍ମପୁରର ୩୫ତମ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ

08-Jun-2026



ବରଗଡ଼(ପ୍ରେରଣା ଖବର):  ଲାୟନ୍ସ କ୍ଲବ୍ ଅଫ୍ ପଦ୍ମପୁରର ୩୫ତମ ଶପଥ ଗ୍ରହଣ ସମାରୋହ ସ୍ଥାନୀୟ ଲାୟନ୍ସ ଭବନଠାରେ ଆଡ଼ମ୍ବରପୂର୍ଣ୍ଣ ଭାବେ ଅନୁଷ୍ଠିତ ହୋଇଯାଇଛି। ସମାରୋହରେ ସମ୍ମାନିତ ମୁଖ୍ୟ ଅତିଥି ଭାବେ ବରଗଡ଼ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଯୋଗଦେଇ ସେବା, ନେତୃତ୍ୱ ଓ ସାମାଜିକ ଦାୟିତ୍ୱବୋଧ ଉପରେ ଆଲୋକପାତ କରିଥିଲେ। ଜିଲ୍ଲା ଗଭର୍ନର-ଇଲେକ୍ଟ ଲାୟନ୍ ଚରଣଜିତ କୌର ହୁରା ଇନଷ୍ଟଲେସନ୍ ଅଫିସର ଭାବେ ନବନିର୍ବାଚିତ କର୍ମକର୍ତ୍ତାମାନଙ୍କୁ ଶପଥ ପାଠ କରାଇଥିଲେ। ଏହି ଅବସରରେ ଅତିଥି ସମ୍ମାନନୀୟ ଭାବେ ଲାୟନ୍ ପ୍ରଦୀପ ଅଗ୍ରୱାଲ ଉପସ୍ଥିତ ରହି ନୂତନ ଟିମ୍‌କୁ ଶୁଭେଚ୍ଛା ଜଣାଇଥିଲେ। କ୍ଲବ୍‌ର ସଭାପତି ଲାୟନ୍ ପ୍ରୀତମ ମେହେର ସ୍ୱାଗତ ଭାଷଣ ପ୍ରଦାନ କରି ଅତିଥି ଓ ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ କରିଥିଲେ। ଅତିଥି ମାନଙ୍କୁ ଉପଢୌକନ ଓ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ନୂତନ ସଭାପତି ଭାବେ ଲାୟନ୍ ସୌମ୍ୟଜିତ ପାଢ଼ୀ, ସମ୍ପାଦକ ଭାବେ ଲାୟନ୍ ଶାଶ୍ୱତ ଦାଶ ଏବଂ କୋଷାଧ୍ୟକ୍ଷ ଭାବେ ଲାୟନ୍ ରାଜେନ୍ଦ୍ର ମେହେର ଦାୟିତ୍ୱ ଗ୍ରହଣ କରିଥିଲେ। ସଭାପତି ଲାୟନ୍ ସୌମ୍ୟଜିତ୍ ପାଢ଼ୀ ଆଗାମୀ ବର୍ଷ ପାଇଁ ହେବାକୁ ଥିବା ସେବା କାର୍ଯ୍ୟକ୍ରମ ମାନଙ୍କର ବିବରଣୀ ପ୍ରଦାନ କରିଥିଲେ। ସମାରୋହରେ ଦୁଇଜଣ ନୂତନ ସଦସ୍ୟଙ୍କୁ ଲାୟନ୍ସ ପରିବାରରେ ସାମିଲ କରାଯାଇଥିଲା। ପୂର୍ବତନ ଜିଲ୍ଲା ଗଭର୍ନର (PDG) ଲାୟନ୍ ବେଣୁମାଧବ ଡୋରା ଓ ଦ୍ୱିତୀୟ ଉପ ଜିଲ୍ଲା ଗଭର୍ନର-ଇଲେକ୍ଟ ମେଜର ଚିତ୍ତରଞ୍ଜନ ଦାଶ ନୂତନ ଟିମ୍‌କୁ ଆଶୀର୍ବାଦ ଓ ଶୁଭେଚ୍ଛା ପ୍ରଦାନ

କରିଥିଲେ। କ୍ଲବ୍‌ର ବିକାଶ ଓ ସେବା କାର୍ଯ୍ୟକ୍ରମରେ ଅବଦାନ ପାଇଁ ଲାୟନ୍ସ କ୍ଲବ୍ ଅଫ୍ ପଦ୍ମପୁରର ସମସ୍ତ ପୂର୍ବତନ ସଭାପତିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଉତ୍ସବରେ ଲାୟନ୍ସ କ୍ଲବ୍ ଅଫ୍ ପାଟଣାଗଡ଼, ପାଟଣାଗଡ଼ ଆଚିଭର୍ସ, ପାଇକମାଲ ନୃସିଂହନାଥ, ଗୋଦଭଗା ରୟାଲ ଏବଂ ଟିଟିଲାଗଡ଼ର ସଦସ୍ୟମାନେ ଯୋଗଦେଇ କାର୍ଯ୍ୟକ୍ରମକୁ ଗରିମାମୟ କରିଥିଲେ।ଶେଷରେ ନବନିର୍ବାଚିତ ସମ୍ପାଦକ ଲାୟନ୍ ଶାଶ୍ୱତ ଦାଶ ଧନ୍ୟବାଦ ଅର୍ପଣ କରି ସମାରୋହର ସଫଳ ଆୟୋଜନରେ ସହଯୋଗ କରିଥିବା ସମସ୍ତଙ୍କ ପ୍ରତି କୃତଜ୍ଞତା ଜଣାଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   13-Sep-2026
  ରାଜ୍ୟ  
ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   13-Sep-2026
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   13-Sep-2026
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026

You Might Also Like