-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ବିଜ୍ଞାନ ପ୍ରଚାର ସମିତି ତରଫରୁ ସଞ୍ଜୟ ଆନନ୍ଦ ତ୍ରିପାଠୀ ସମ୍ବର୍ଦ୍ଧିତ

08-Feb-2021



ବଲାଙ୍ଗିର(ସନ୍ତୋଷ କୁମାର ଠାକୁର): ରେଭେନ୍ସା ବିଶ୍ୱ ବିଦ୍ୟାଳୟର ଉଦ୍ଭିଦ ବିଜ୍ଞାନ ସମ୍ମିଳନୀ କକ୍ଷରେ ବିଜ୍ଞାନ ପ୍ରଚାର ସମିତିର ବାର୍ଷିକ ଉତ୍ସବରେ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ବାନ୍ଧନଘୋର ଗ୍ରାମର ସଞ୍ଜୟ ଆନନ୍ଦ ତ୍ରିପାଠୀଙ୍କୁ  ସୁକୁମାର-ସୁନନ୍ଦା ‘ଜନପ୍ରିୟ ବିଜ୍ଞାନ’ ପୁରସ୍କାରରେ ସମ୍ମାନୀତ କରାଯାଇଛି । ସୂଚନାଯୋଗ୍ୟ ଯେ, ଶ୍ରୀ ତ୍ରିପାଠୀ ୧୯୯୬ ମସିହାରୁ ଜନପ୍ରିୟ ବିଜ୍ଞାନ ଲେଖା ଆରମ୍ଭ କରି ଏ ପର୍ଯ୍ୟନ୍ତ ୧୦ ଖଣ୍ଡ ବିଜ୍ଞାନ ପୁସ୍ତକ ରଚନା କରିଛନ୍ତି । ଏତଦ୍ ବ୍ୟତିତ ତାଙ୍କର ୧୦୦ ରୁ ଊର୍ଦ୍ଧ୍ୱ ପ୍ରବନ୍ଧ ଦୈନିକ ଧରିତ୍ରୀ, ପ୍ରଗତିବାଦୀ, ସମୟ ତଥା ବିଭିନ୍ନ ବିଜ୍ଞାନ ପତ୍ରିକାରେ ପ୍ରକାଶିତ ହୋଇଅଛି । ଜନପ୍ରିୟ ବିଜ୍ଞାନ ସହିତ ସେ ବ୍ୟଙ୍ଗ ଗଳ୍ପ, କବିତା ତଥା ହିନ୍ଦି କବିତା ଲେଖି ପାଠକୀୟ ସ୍ୱୀକୃତି ଲାଭ କରିଅଛନ୍ତି । ନିକଟରେ ସେ ମଧ୍ୟ ‘ପ୍ରତିଲିପି’ ଓଡିଆ ତରଫରୁ କବିତା ମାରାଥନର ପ୍ରଥମ ପର୍ଯ୍ୟାୟର ୧୦୦ ଦିନରେ ୧୦୦ଟି କବିତା (ଅନଲାଇନ୍‌) ରେ ଭାଗ ନେଇ ଶ୍ରେଷ୍ଠ ୧୦ ଜଣଙ୍କ ମଧ୍ୟରେ ତାଙ୍କ ଲିଖିତ ‘ଅକୁହା କଥା’ କବିତା ସଙ୍କଳନ ପାଇଁ ସମ୍ବର୍ଦ୍ଧିତ ହୋଇଛନ୍ତି । ଛାତ୍ରାବସ୍ଥାରୁ ଲେଖାରେ ରୁଚି ରଖୁଥିବା ଶ୍ରୀ ତ୍ରିପାଠୀଙ୍କର  ୧୬ ଖଣ୍ଡ ପୁସ୍ତକ ପ୍ରକାଶିତ ହୋଇସାରିଛି ।

ଏଥି ମଧ୍ୟରେ ତିନି ଖଣ୍ଡ ବ୍ୟଙ୍ଗ କବିତା, ଗୋଟିଏ ବ୍ୟଙ୍ଗ ଗଳ୍ପ, ୧୦ ଖଣ୍ଡ ଜନପ୍ରିୟ ବିଜ୍ଞାନ ପୁସ୍ତକ ଓ ଗୋଟିଏ ହିନ୍ଦି କବିତା ଓ ଓଡିଆ କବିତା ସଙ୍କଳନ ପ୍ରକାଶିତ ହୋଇ ପାଠକୀୟ ସ୍ୱୀକୃତି ଲାଭ କରିଛି । ତାଙ୍କର ରଚିତ ଓଡିଆ, ହିନ୍ଦି ଓ ସମ୍ବଲପୁରୀ ଭଜନ, ଗଜଲ, ଶ୍ରୀରାମ ମୁଭି ଓ ମ୍ୟୁଜିକ୍ ତଥା ୟୁଟ୍ୟୁବ୍ ରେ ପ୍ରସାରିତ ହୋଇ ସଙ୍ଗୀତ ପ୍ରେମୀଙ୍କ ଆଦୃତି ଲାଭ କରିଛି । ବର୍ତ୍ତମାନ ଶ୍ରୀ ତ୍ରିପାଠୀ ରାଜ୍ୟ ସଚିବାଳୟ, ଭୁବନେଶ୍ୱରରେ ଡେକ୍ସ ଅଫିସର ଭାବେ କାର୍ଯ୍ୟ କରୁଛନ୍ତି ।  ଏହି ଖୁସି ଖବର ପାଇବା ପରେ ବଲାଙ୍ଗିରରେ ଖୁସିର ଲହରୀ ଖେଳିଯାଇଛି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like