-+91-9937148622 |
prerana_bgr@rediffmail.com |
Saturday 13th June 2026 |
R.N.I. Regd No. ODIODI/2010/46693
Breaking News
08-Jun-2026
ବଲାଙ୍ଗୀର(ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ରେ ରାଜ୍ୟ ହୋଟେଲ ମ୍ୟାନେଜମେଣ୍ଟ ପ୍ରତିଷ୍ଠାନ ଠାରେ ୬ ମାସ ସାର୍ଟିଫିକେଟ କୋର୍ସ ପାଠ ପଢ଼ି ଶିଘ୍ର ନିଯୁକ୍ତି ମିଳିବା ପାଇଁ ପିତୃ ଓ ମାତୃହିନ ଛାତ୍ର ଛାତ୍ରୀ ମାନଙ୍କୁ ସରକାଙ୍କଦ୍ୱାରା ଯଶୋଦା ଯୋଜନା ମାଧ୍ୟମରେ ନାମ ଲେଖାଇବାକୁ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ବଲାଙ୍ଗୀର ତରଫରୁ ପଦକ୍ଷେପ ଗ୍ରହଣ କରାଯାଇଛି।ଏହି ଅବସରରେ ଆଜି ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟରେ ଅବସ୍ଥାପିତ ଥିବା ଅରୁଣା ର ଜିଲ୍ଲା ପରାମର୍ଶଦାତା ପ୍ରମୋଦ ବଗର୍ତ୍ତି ଙ୍କ ନେତୃତ୍ୱରେ ଲକ୍ଷ୍ମୀଧର ସାହୁ, ସ୍ନେହା ଜେନା ଓ ରୋହନ ସେଲମା ଙ୍କର ନାମ ଲେଖାଯାଇଛି।ଏହି ଛାତ୍ର ଛାତ୍ରୀ ମାନଙ୍କୁ ଏସ ଆଇ ଏଚ ଏମ୍ ର ଅଧ୍ୟକ୍ଷ ଡ. ଏକନାଥ ଛାତ୍ର ଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ ଓ ୬ ମାସ କୋର୍ସ ଶେଷ ହେବା ପୂର୍ବରୁ କ୍ୟାମ୍ପସ ନିଯୁକ୍ତି ନିଶ୍ଚିତ ବୋଲି କହିଛନ୍ତି ।