-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ସ୍ୱର୍ଗତ ଅବନୀ ମୋହନ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ♦️ ବରିଷ୍ଠ ସାମ୍ବାଦିକ ସ୍ବର୍ଗତ ଅବନୀମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ବିଶିଷ୍ଟ ବ୍ୟକ୍ତିଙ୍କ ମତ

09-Jun-2026



ପଟ୍ଟାମୁଣ୍ଡାଇ(ପ୍ରେରଣା ଖବର): ବରିଷ୍ଠ ସାମ୍ବାଦିକ ଡା. ଅବନୀ ମୋହନ ଦାସ ଥିଲେ ତ୍ୟାଗ ଓ ଆଦର୍ଶର ପ୍ରତୀକ। ସାଲିସ ବିହୀନ ଜୀବନ ସଂଗ୍ରାମରେ ସେ କେବେ ପଛକୁ ହଟି ନ ଥିଲେ। ତାଙ୍କର ତ୍ୟାଗ ଓ ତିତିକ୍ଷl ତାଙ୍କୁ ସ୍ମରଣୀୟ କରି ରଖିବ ବୋଲି ବରିଷ୍ଠ ସାମ୍ବାଦିକ ସମାଜସେବୀ ସ୍ବର୍ଗତ ଡ଼ା ଅବନୀ ମୋହନ ଦାସଙ୍କ ଦ୍ୱାଦଶlହ ଅବସରରେ ପୋଖରୀୟlପଡ଼ା ଠାରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ବିଶିଷ୍ଟ ବକ୍ତାମାନେ ମତବ୍ୟକ୍ତ କରିଛନ୍ତି। ରାଜ୍ୟସ୍ତରୀୟ ବରିଷ୍ଠ ସାମ୍ବାଦିକ ମୁରଲୀ ମିଶ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ବିଶିଷ୍ଟ ବକ୍ତାମାନେ ସ୍ବର୍ଗତ ଡ଼ା ଅବନୀ ମୋହନ ଦାସଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ଯୋଗଦେଇ ସ୍ମୃତିଚlରଣ କରିବା ସହିତ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ପ୍ରାକ୍ତନ ବିଧାୟକ ରାଧାକାନ୍ତ ସେଠୀ, ବିଶିଷ୍ଟ ସାହିତ୍ୟିକ ଡ ବାସୁଦେବ ଦାସ, ବାମପନ୍ଥୀ ନେତା ଶୈଳେନ୍ଦ୍ର ମହାନ୍ତି, ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଆଇଆଇସି ଶ୍ରୀମତୀ ବନ୍ଦନା ପାତ୍ର, ବରିଷ୍ଟ ଆଡ୍ ଭୋକେଟ ରାମକୃଷ୍ଣ ଦାଶ, ପଟ୍ଟାମୁଣ୍ଡାଇ କୋର୍ଟ ଓକିଲସଂଘ ସମ୍ପାଦକ ରବୀନ୍ଦ୍ର ଦାଶ, ସଞ୍ଜୟ ସାହୁ, ପ୍ରମୋଦ ସାହୁ, ସତ୍ୟନାରାୟଣ ନାୟକ, ନିଗମାନନ୍ଦ ତ୍ରିପାଠୀ, ଜିତେନ୍ଦ୍ର ନନ୍ଦି, ବରିଷ୍ଟ ସାମ୍ବାଦିକ ଅନୀଲ ଚୌଧୁରୀ, ଉପେନ୍ଦ୍ର ନାୟକ, ସତ୍ୟରଞ୍ଜନ ବେହେରା,ଯୁବ ନେତା ମିଟୁ ମନୋଜ ନାୟକ, ପ୍ରାକ୍ତନ ସରପଞ୍ଚ ବାବାଜୀ ଧଳ, ବ୍ରଜେନ୍ଦ୍ର ବର୍ମା, ଦଳିତ ନେତା କଳ୍ପତରୁ ମଲିକ, କୃଷକ ନେତା ଦାଶରଥି ସାହୁ, ଶିକ୍ଷକ ନେତା ଗୋକୁଳ ଚନ୍ଦ୍ର ରାଉତ, ଶ୍ରୀକାନ୍ତ ଲେଙ୍କା, ପଟ୍ଟାମୁଣ୍ଡାଇ ବିକାଶ ପରିଷଦ ସମ୍ପାଦକ ଗୋପିନାଥ ତ୍ରିପାଠୀ, ସଞ୍ଜୀବ ରାଉତ, ସମାଜସେବୀ ପ୍ରମୋଦ ସାହୁ, କଥାକାର ପ୍ରଦୀପ ନାୟକ ପ୍ରମୁଖ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗଦେଇ ସ୍ବର୍ଗତ ଅବନୀ ମୋହନ ସ୍ମୃତି ଚlରଣ କରିବା ସହିତ ଶ୍ରଦ୍ଧା ସୁମନ ଅର୍ପଣ କରିଥିଲେ। ସରକାରୀ ଓକିଲ ଶ୍ରୀମତୀ ପ୍ରଣତୀ ଦାସ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ହିମାଦ୍ରୀ ଭୂଷଣ ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like