-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଭେଡେନ ବ୍ଲକ ବରିଷ୍ଠ ନାଗରିକ ପୁନର୍ଗଠନ

09-Jun-2026



(ପ୍ରେରଣା ଖବର )
 ବରଗଡ଼ ଜିଲ୍ଲା ଭେଡେନ ବ୍ଲକ ଅନ୍ତର୍ଗତ ସହରାଟିକ୍ରା ସ୍ଥିତ ବିଜୁ କୃଷକ ଭବନ ସମ୍ମିଳନୀ କକ୍ଷରେ ଶ୍ରୀ ପର୍ଶୁରାମ ପାତ୍ରଙ୍କ ଆବାହକତ୍ୱରେ ତଥା ଶ୍ରୀ ଗୋବିନ୍ଦ ଶତପଥୀ ଙ୍କ ସଭାପତିତ୍ବରେ ନୂତନ ସଦସ୍ୟତା ଗ୍ରହଣ ଓ କର୍ମକର୍ତ୍ତା ପୁନର୍ଗଠନ କରା ଯାଇଥିଲା । ଏଥିରେ ବରଗଡ଼ ଜିଲ୍ଲା ସଭାପତି କେଦାର ମିଶ୍ର ସଭାପତିତ୍ବ କରିଥିଲେ ‌। ଉପସଭାପତି ନିର୍ମଳ କିଶୋର କର, ସଂପାଦକ ଗୋବିନ୍ଦ ଦାଶ, ସର୍ଦାର ପ୍ରିତମ ସିଂହ, ନାରାୟଣ ନାଏକ ଆଦି ମଞ୍ଚାସିନ ଅତିଥି ଭାବେ ଯୋଗଦେଇ ବରିଷ୍ଠ ନାଗରିକ ର କର୍ତ୍ତବ୍ୟ ଓ ବରିଷ୍ଠ ନାଗରିକ ସଦସ୍ୟତା ରେ କି କି ଉପକାର ମିଳିଥାଏ ସେ ସମ୍ପର୍କରେ ଉପସ୍ଥିତ ନୂତନ ବରିଷ୍ଠ ନାଗରିକ ମାନଙ୍କୁ ବୁଝେଇଥିଲେ । ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ବରଗଡ ରୁ ପ୍ରଶନ୍ନ ପ୍ରଧାନ, ପଞ୍ଚାନନ ପଣ୍ଡା, ଅଚ୍ୟୁତାନନ୍ଦ ବାରିକ,ଦେବୀ ପଟ୍ଟନାୟକ ଓ ତୁଳସୀ ଚରଣ ଦାଶ ଯୋଗ ଦେଇଥିବା ବେଳେ ଭେଡେନ ବ୍ଲକ ବରିଷ୍ଠ ନାଗରିକ ସଂଘରୁ ମାନଭଞ୍ଜନ ପଧାନ, ଗୋପିନାଥ ଚାନ୍ଦ, ବନ୍ଦକର ସାହୁ, ପ୍ରେମାନନ୍ଦ ଭୋଇ,ପ୍ରଶନ୍ନ କର୍ମି, ପ୍ରଶାନ୍ତ ପଣ୍ଡା, ନିରଞ୍ଜନ ପ୍ରଧାନ, ନରେନ୍ଦ୍ର ମହାକୁଡ଼, ଉମାକାନ୍ତ ଭୋଇ, ପ୍ରମୋଦ ଦାଶ, ପ୍ରଶାନ୍ତ କୁମାର ହୋତା, ଗୁରୁକୃଷ୍ଣ ଦାଶ, ଉତ୍ତମ ହୋତା, ଖଗେଶ୍ବର ପ୍ରଧାନ, ବଳରାମ ସାହୁ, ଗୁରୁଦେବ ତ୍ରିପାଠୀ,କେଶବ ପ୍ରଧାନ, କୈଳାସ ବଘାର, ରକ୍ଷପାଳ ପଧାନ, ତାରା ଚାନ୍ଦ ଭୋଇ, ଅମରକୋଷ ପଧାନ, ମହାଦେବ ଥପା, ଉପେନ୍ଦ୍ର ବଘାର ଆଦି ଯୋଗଦେଇଥିଲେ । ନୂତନ ଭାବେ ନିର୍ବାଚିତ ସଭାପତି ଗୋବିନ୍ଦ ଶତପଥୀ, ଉପସଭାପତି ଉମାକାନ୍ତ ଭୋଇ, ସଂପାଦକ ମାନଭଞ୍ଜନ ପଧାନ, କୋଷାଧ୍ୟକ୍ଷ ଖଗେଶ୍ବର ପ୍ରଧାନ ଙ୍କୁ  ଦାୟିତ୍ବ ଅର୍ପଣ କରାଗଲା ଶେଷରେ ଶ୍ରୀ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like