-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

*ପ୍ରତି ଗାଁ ପ୍ରତି ଘର କୁ ଯୋଗ ର ବାର୍ତା ପହଞ୍ଚାଇବା କୁ ପରାମର୍ଶ କଲେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ*- *ରଘୁନାଥ ଜଗଦଲା*-

09-Jun-2026



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାର ସଦର ମହକୁମା ର ସ୍ମାର୍ଟ ପାର୍କ ଠାରେ ପତଞ୍ଜଳି ଜିଲ୍ଲା ଯୋଗ ପରିବାର, ଆୟୁଷ ମନ୍ତ୍ରଣାଳୟ ଭାରତ ଓ ଦିବ୍ୟ ଉର୍ଜ୍ଜ୍ୟା ଯୋଗ ସେବା ସମିତି ର ମିଳିତ ଆନୁକୂଲ୍ୟରେ ଏକ ଦିବସୀୟ ଯୋଗ ପ୍ରଶିକ୍ଷଣ ଶିବିର ଆୟୋଜିତ ହୋଇ ଯାଇଛି l ଏବଂ ଆଗାମୀ ବିଶ୍ୱ ଦିବସ କୁ ସବୁ ବର୍ଗ ର ଲୋକ ଙ୍କୁ ରେକର୍ଡ ସଂଖ୍ୟା ରେ ଯୋଡ଼ି ମହା ସମାରୋହ ରେ ପାଳନ କରିବାକୁ ଓ ଏହା କୁ ବ୍ୟାପକ କରିବାକୁ ଆଜି ଏହି ଉତ୍ସବ ରେ ଯୋଜନା ପ୍ରସ୍ତୁତି କରାଯାଇଛି। ଆଜି ର ଏହି ପ୍ରଶିକ୍ଷଣ ଶିବିର ଓ ଜୁନ୍ ୨୧ ରେ ପାଳନ ହେବାକୁ ଥିବା ବିଶ୍ଵ ଯୋଗ ଦିବସ ପାଇଁ ଆଜିର ଏଇ ପ୍ରସ୍ତୁତି ବୈଠକ ରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ବୀର ମହାରାଜ ବିଧାୟକ ଶ୍ରୀ ରଘୁନାଥ ଜଗଦଲା ଉପସ୍ଥିତ ରହି ନିଜର ଜୀବନକୁ ସୁନ୍ଦର ଓ ସ୍ୱାସ୍ଥ୍ୟବାନ ହେବାକୁ ପ୍ରତି ବ୍ୟକ୍ତି ପ୍ରତି ଦିନ ଯୋଗ ପ୍ରାଣାୟମ ଆପଣେଇବାକୁ ପଡିବ ବୋଲି  କହିଥିଲେ l  ଜୁନ ୨୧ ଆଗାମୀ ବିଶ୍ୱ ଯୋଗ ଦିବସ କୁ ଭବ୍ୟ ଓ ଯୋଗମୟ ଜିଲ୍ଲା କରିବାକୁ  ସମସ୍ତ ଙ୍କୁ ଅନୁରୋଧ କରିଥିଲେ। ସମ୍ମାନିତ ଅତିଥି ଭାବରେ ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର ପ୍ରତି ଯୁବ ବର୍ଗ ଙ୍କୁ ଯୋଗ ରେ ଯୋଡିବାକୁ ପରାମର୍ଶ  କରିଥିଲେ। ସଭା ଶେଷରେ ଶ୍ରୀ ଗୋପାଳ ଜି ଯୋଗାଳୟ ର ବରିଷ୍ଠ ଯୋଗୀ ନିରଞ୍ଜନ ତ୍ରିପାଠୀ ଯୋଗ ର ପ୍ରଚାର ପ୍ରସାର ର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ। ଶେଷରେ ଦିବ୍ୟ ଉର୍ଜା ଯୋଗ ସମିତି ଓ ଦିବ୍ୟ ଶକ୍ତି ମହିଳା ଯୋଗ ସମିତି ତରଫରୁ  ଯୋଜନା ବୋର୍ଡ ଅଧକ୍ଷ୍ୟ ଶ୍ରୀ ଜଗଦଲା ଙ୍କୁ  ନୂତନ ଯୋଗ ମଣ୍ଡପ ପ୍ରତିଷ୍ଠା ପାଇଁ ଏକ ଦାବିପତ୍ର ପ୍ରଦାନ କରିଥିଲେ। ସୁବର୍ଣ୍ଣପୁର ଜିଲ୍ଲାର ମୁଖ୍ୟ ଯୋଗ ପ୍ରଶିକ୍ଷକ ତଥା ସମାଜ ସଂସ୍କାରକ ଶ୍ରୀ ମନୋଜ ପଣ୍ଡା ,  ଯୋଗ ସାଧିକା ଅର୍ଚନା ମିଶ୍ର ଓ ଦେବ ରଞ୍ଜନ ତ୍ରିପାଠୀ ସମସ୍ତ ଙ୍କୁ ଯୋଗ ପ୍ରୋଟୋକଲ ଉପରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଏହି କାର୍ଯ୍ୟକ୍ରମ କୁ ଦିବ୍ୟ ଉର୍ଯ୍ୟl ଯୋଗ ସମିତି ସଂପାଦକ ଶ୍ରିଁବନ୍ତ ମିଶ୍ର,  ଜ୍ଞାନ ରଞ୍ଜନ ମିଶ୍ର, ମନ ରଞ୍ଜନ ମିଶ୍ର, ପର୍ଶୁରାମ ବଡ଼ମାଳୀ, ଉମାକାନ୍ତ ମେହେର, ଆରତୀ ଖମାରୀ, ରୁକ୍ମିଣୀ ମେହେର ପ୍ରମୁଖ ସହଯୋଗ କରିଥିଲେ। ଯୋଗ ସମିତିର ସମସ୍ତ କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମ ରେ ଯୋଗ ପ୍ରଶିକ୍ଷଣ ନେଇଥିବା ବେଳେ ମହିଳା ଯୋଗ ସମିତି ର ଯୋଗ ସଂଯୋଜିକା ଅନିତା ମେହେର ଓ ଲଷ୍ମୀ ପ୍ରିୟା ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like