-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||     

HOME   ଜିଲ୍ଲା

ବିଜେଡି ଦଳ ପକ୍ଷରୁ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ

09-Jun-2026



ଲୋଇସିଂହା, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ବିଜେଡି ଦଳ ତରଫରୁ ଅଗ୍ରେସନ ଭଵନ ଠାରେ ନାରୀ ଅଧିକାର ଅଭିଯାନ କାର୍ଯ୍ୟକ୍ରମ ପୂର୍ବତନ ବ୍ଲକ ସଭାପତି ପ୍ରମୋଦ ମିଶ୍ର ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇ ଯାଇଅଛି। ଏହି ପରିପ୍ରେକ୍ଷୀରେ ଏକ ସଭାର ଆହୋଜନ କରା ଯାଇଥିଲା। ପ୍ରଥମେ ମା ସମଲେଶ୍ଵରୀ ଓ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଫଟୋ ଚିତ୍ରରେ ଦୀପ ପ୍ରଜ୍ଜ୍ୱଳନ ଓ ମାଲ୍ୟାର୍ପଣ କରିଥିଲେ। ତା ପରେ ସମସ୍ତ ଅତିଥି ମାନଙ୍କୁ ସମ୍ବର୍ଦ୍ଧିତ କରା ଯାଇଥିଲା। ମହିଳା ମାନଙ୍କୁ 33% ସଂରକ୍ଷଣ ଦେବାରେ ସରକାର ର ବିଫଳତା କୁ ନେଇ ଅତିଥି ମାନେ ନିଜ ନିଜ ମନ୍ତବ୍ୟ ରେ ପ୍ରକାଶ କରିଥିଲେ। ବିଯେପି ସରକାର ର ବିଫଳତା କୁ ନେଇ ବିଜେଡ଼ି କର୍ମୀ ମାନେ ରାଜ ରାସ୍ତାରେ ଗର୍ଜିଥିଲେ। ବିଶେଷ କରି ଭତ୍ତା, ରାସନ୍ କାର୍ଡ, ମାଗଣା ବିଜୁଳି, ସୁଭଦ୍ରା ଯୋଜନା, ଧାନ ମଣ୍ଡି ସମସ୍ୟା କୁ ନେଇ ନେତା ମାନେ ସରକାର ଙ୍କ ଉପରେ ବର୍ଷିଥିଲେ। ପରେ ଏକ ଶୋଭାଯାତ୍ରା ବାହାରିଥିଲା l ଏହି ଶୋଭାଯାତ୍ରା ଉଗ୍ରେସନ ଭବନ ରୁ ବାହାରି ବ୍ଲକ୍ କାର୍ଯ୍ୟାଳୟ ରେ ପହଂଚି ଥିଲା। ଶତାଧିକ ସଂଖ୍ୟାରେ ମହିଳା ଓ ପୁରୁଷ କର୍ମୀ ରାଲି ରେ ସାମିଲ ହୋଇ ସରକାର ବିରୋଧୀ ନାରାବାଜି କରି ବିଭିନ୍ନ ସ୍ଲୋଗାନ ଦେଇଥିଲେ।ବ୍ଲକ କାର୍ଯ୍ୟାଳୟ ରେ ପହଂଚି ରାଜ୍ୟପାଳ ଙ୍କ ଉଦ୍ଦେଶ୍ୟ ରେ ବିଡ଼ିଓ ଶ୍ରୀ ଅକ୍ଷୟପାଣି ଉଡ୍ଡୁ ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମ ରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଜେଡି ବିଧାୟକ ପ୍ରାର୍ଥୀ ନିହାରରଞ୍ଜନ ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଦେବକୀ ସାହୁ, ଲୋଇସିଂହା ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ପୁଇଁତଲା ବ୍ଲକ ଅଧ୍ୟକ୍ଷ ସରୋଜ ପଧାନ, ବ୍ଲକ ସଭାପତି ବିଷ୍ଣୁ ପଟେଲ, ବ୍ଲକ ସଭାପତି ଉତ୍ତମ ଭୋଇ, ଜିଲ୍ଲା ପରିଷଦ ସଭ୍ୟା ବୀଣାପାଣି ଦାସ, ସଂଯୁକ୍ତା ବରିହା, ଜିଲ୍ଲା ମହିଳା ବିଜେଡି ସଭାପତି ଗୀତା ବିଶି, ସାଧାରଣ ସମ୍ପାଦକ ଗୋବର୍ଧନ ସାହୁ, ବିଜୟ ଦାସ l

ମହିଳା ଙ୍କ ସ୍ୱାଭିମାନ ଓ ଅଭିମାନ ଉପରେ କୋଠାରଘାତ, ଓଡିଶା ରେ ମହିଳା ମାନଙ୍କ ପ୍ରତି 2025 ମସିହାରେ ଘଟିଥିବା ଧର୍ଷଣ ଓ ଅପହରଣ ର ଲମ୍ବା ତାଲିକା ଉପରେ ଅତିଥି ମାନେ ମତ ପ୍ରକାଶ କରିଥିଲେ l ବିଜେଡି ସରକାର ସମୟରେ ଗାଁ କୁ କାମ ମା କୁ ସମ୍ମାନ ଦେଉଥିବା ବେଳେ ବର୍ତମାନ ସରକାର ଙ୍କ ସମୟର ପେଟ୍ରୋଲ, ଗ୍ୟାସ ଓ ଡିଜେଲ ସହ ଖାଦ୍ୟ ସାମଗ୍ରୀ ବୃଦ୍ଧି କୁ ନେଇ ପ୍ରତିବାଦ କରିଥିଲେ। l ମହିଳା ସଂରକ୍ଷଣ, ମହିଳା ନିର୍ଯାତନା, ଛାତ୍ରଛାତ୍ରୀ ଓ ସାଧାରଣ ଲୋକେ ହଇରାଣ ତଥା ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ କୁ ନେଇ ମଧ୍ୟ ବିଶେଷ ଆଲୋଚନା ହୋଇଥିଲା l ଅନ୍ୟ ମାନଙ୍କ ମଧ୍ୟରେ ନାରାୟଣ ସାହୁ ଟିବୁଲୁ କଦମ, ପ୍ରକାଶ ମହାରଣା ସମେତ ଅନେକ ବିଜେଡି କର୍ମୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026

You Might Also Like