-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||     

HOME   ରାଜ୍ୟ

ବରଗଡ଼ ରେ ଅଭାବନୀୟ ଘଟଣା ଚିକିତ୍ସା ଅବହେଳାରେ ମହିଳାଙ୍କ ମୃତ୍ୟୁ ଅଭିଯୋଗ♦️ ବରଗଡ଼ ପୁରୋହିତ ହସ୍ପିଟାଲ ସାମନାରେ ଶବ ରଖି ରାସ୍ତାରୋକ

09-Jun-2026



ବରଗଡ଼(ତୁଳସୀଚରଣ ଦାଶ):  ବରଗଡ଼ରେ ଚିକିତ୍ସା ଅବହେଳା ଅଭିଯୋଗକୁ ନେଇ ତୀବ୍ର ଉତ୍ତେଜନା ସୃଷ୍ଟି ହୋଇ ଘରୋଇ ହସ୍ପିଟାଲ ମାନଙ୍କୁ ନେଇ ରୋଗୀ ଉତ୍ତମ ସେବା ପାଇବା ସନ୍ଦେହ ହେଲାଣି । 
ବରଗଡ଼ ପୁରୋହିତ ଜେନେରାଲ ହସ୍ପିଟାଲ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି ମୃତ ମହିଳାଙ୍କ ପରିବାର। ଭୁଲ ଚିକିତ୍ସା ଓ ଅସ୍ତ୍ରୋପଚାର ସମୟରେ ତ୍ରୁଟି ଯୋଗୁଁ ମହିଳାଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଏହାର ପ୍ରତିବାଦରେ ହସ୍ପିଟାଲ ସମ୍ମୁଖରେ ମୃତଦେହ ରଖି ଧାରଣା ଦେଇଛନ୍ତି ସମ୍ପର୍କୀୟ।
ବରଗଡ଼ ଜିଲ୍ଲା ଭଟଲି ବ୍ଲକ ହାତିସର ଗ୍ରାମର ପୂର୍ଣ୍ଣଚନ୍ଦ୍ର ସାହୁଙ୍କ ପତ୍ନୀ ସୃଷ୍ଟିପ୍ରଭା ପଧାନଙ୍କୁ ଗତ ମେ ୧୩ ତାରିଖରେ ଚିକିତ୍ସା ପାଇଁ ବରଗଡ଼ର ପୁରୋହିତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ହେଲେ ଅସ୍ତ୍ରୋପଚାର ସମୟରେ ତାଙ୍କର ବ୍ଲାଡର କଟିଯାଇଥିବା ଏବଂ ଏହା ଯୋଗୁଁ ପରବର୍ତ୍ତୀ ସମୟରେ ତାଙ୍କ ସ୍ୱାସ୍ଥ୍ୟ ଗୁରୁତର ହୋଇପଡ଼ିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
ପରେ ଚିକିତ୍ସାଧୀନ ଅବସ୍ଥାରେ ସୃଷ୍ଟିପ୍ରଭାଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି । ମହିଳାଙ୍କ ମୃତ୍ୟୁ ପାଇଁ ହସ୍ପିଟାଲ କର୍ତ୍ତୃପକ୍ଷଙ୍କ ସମ୍ପୁର୍ଣ୍ଣ ଭାବେ ଦାୟୀ ବୋଲି ଅଭିଯୋଗ କରି ପରିବାର ଲୋକେ ହସ୍ପିଟାଲ ସମ୍ମୁଖରେ ମୃତଦେହ ରଖି ପ୍ରତିବାଦ କରିଥିଲେ।
ମୃତକଙ୍କ ପରିବାର ପକ୍ଷରୁ ଉଚିତ କ୍ଷତିପୂରଣ ପ୍ରଦାନ ସହ ଘଟଣାର ନିରପେକ୍ଷ ତଦନ୍ତ ଏବଂ ଦୋଷୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଅନ୍ୟପକ୍ଷରେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଜୋର ଧରିଛି। 
ଚିକିତ୍ସା ଅବହେଳା ନା ଅନ୍ୟ କିଛି କାରଣ, ତାହା ତଦନ୍ତ ପରେ ସ୍ପଷ୍ଟ ହେବ। ହେଲେ ଏହି ଘଟଣାକୁ ନେଇ ପୁଣିଥରେ ବେସରକାରୀ ହସ୍ପିଟାଲଗୁଡ଼ିକର ଚିକିତ୍ସା ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିଛି। 
        ---------×××---------


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026

You Might Also Like