-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ବାଲିଗୁଡା: ଗ୍ରାମର ବିକାଶ ପାଇଁ ଉଦ୍ୟମ, ଛାତ୍ରବୃତ୍ତି ଟଙ୍କାରେ ଗାଁ ପିଲାଙ୍କୁ ବହି ଓ କଲମ ବାଣ୍ଟିଲେ ଶିକ୍ଷିତ ଯୁବକ

08-Feb-2021



ବାଲିଗୁଡା,(ସୁଶିଲ  କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ  ଜି.ଉଦୟଗିିରି ବ୍ଳକର ତଲାରିମାହା ପଞ୍ଚାୟତର ଶିକ୍ଷିତ ଯୁବକ ରାଜେଶ୍‍ କୁମାର ବଗର୍ତ୍ତିି। ତାଙ୍କର କାର୍ଯ୍ୟକୁ ନେଇ ଏବେ ସମଗ୍ର ଅଞ୍ଚଳରେ ବେଶ୍‍ ଆଲୋଚ୍ୟର ବିଷୟ ହୋଇଛି। କଟକ ସ୍ଥିତ ରେଭେନ୍ସା ମହାବିଦ୍ୟାଳୟର ଇତିହାସ ବିଭାଗର ଜଣେ ଛାତ୍ର। ସ୍ନାତନକତ୍ତୋର ପଢିବା ସମୟରେ ୟୁଜିସି ତଥା ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ଠାରୁ ରେଙ୍କ୍‍ ହୋଲଡ଼ର ବୃତ୍ତି ବାବଦକୁ ୬୨ ହଜାର ଟଙ୍କା ପାଇଥିଲେ। ବତ୍ତର୍ମାନ ଗ୍ରାମକୁ ଫେରି ସେହି ଟଙ୍କାରେ ଖାତା ଓ ବହି କିଣି ନିଜ ଗ୍ରାମର ଛାତ୍ରଛାତ୍ରୀ ମାନଙ୍କୁ ବଣ୍ଟନ କରିଛନ୍ତି। ନିଜେ ଯେମିତି ଶିକ୍ଷା କ୍ଷେତ୍ରରେ ଆଗକୁ ଯିବା ପାଇଁ ଉଦ୍ୟମ କରିଛନ୍ତି, ନିଜ ଜନ୍ମମାଟିର ପିଲାମାନେ ମଧ୍ୟ କିଭଳି ଭାବେ ଆଗକୁ ବଢି ପାରିବେ ସେ ନେଇ ତାଙ୍କର ଉଦ୍ୟମ ଜାରି ରଖିଥିବାର ପ୍ରକାଶ କରିଛନ୍ତି ରାକେଶ୍‍। ନିଜ ଜନ୍ମମାଟି ପ୍ରତି କର୍ତ୍ତବ୍ୟ ରହିଛି। ଗ୍ରାମର ଉନ୍ନତି  ସହିତ ମୋ ଗ୍ରାମର ପିଲାମାନେ ଯେଭଳି ଭାବେ ଶିକ୍ଷାକ୍ଷେତ୍ରରେ ବିକଶିତ କରିପାରିବି ତାହା ମୋର  ମୂଳ ଲକ୍ଷ୍ୟ ବୋଲି ପ୍ରକାଶ କରିଛନ୍ତି ରାଜେଶ୍‍। ପ୍ରକାଶ ଯେ, ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲା ଜି.ଉଦଗୟିରି ବ୍ଳକ ତଲାରିମାହା ଗ୍ରାମ ପଞ୍ଚାୟତ  ଅନ୍ତର୍ଗତ ଗଟାମାହା ଗ୍ରାମର ରାଜେଶ କୁମାର ବଗର୍ତ୍ତିୀ ଗତ ୨୦୧୯ ମସିହାର ରେଭେନ୍ସା ବିଶ୍ୱ ବିଦ୍ୟାଳୟରେ ଇତିହାସ ବିଭାଗରେ ପ୍ରାଚୀନ ଭାରତୀୟ ଇତିହାସ ସଂସ୍କୃତି ଓ ପତ୍ନତତ୍ତ୍ୱ ନାମକ ବିଷୟବସ୍ତୁ ଉପରେ ଏମ୍‍.ଏ ଡ଼ିଗ୍ରି ହାସଲ କରିବା  ପରେ ଗତ ବର୍ଷ ଶେଷ ସମୟରେ କରୋନା ମହାମାରୀ ଯୋଗୁଁ ସବୁଆଡ଼େ ହୋଇଥିବା ଲକନାଉନ୍‍ ଯୋଗୁଁ ନିଜ ଗ୍ରାମକୁ ଫେରିଥିଲେ।ଗ୍ରାମକୁ ଫେରିବା ପରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଥିବା ଯୋଗୁଁ ସେ ନିଜ ଗ୍ରାମର ସବୁ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କୁ କୋଭିଡ଼୍‍ ନିୟମ ପ୍ରକାରେ ନିଜ ଘର ବାରଣ୍ଡାରେ ପ୍ରତିଦିନ ସକାଳ ୮ଟାରୁ ୧୧ଟା ଓ ସଂନ୍ଧ୍ୟା ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ମଧ୍ୟ ମାଗଣାରେ ଶିକ୍ଷାଦାନ କରୁଆସୁଛନ୍ତି। ବର୍ତ୍ତମାନ ମହାବିଦ୍ୟାଳୟରେ ସେ ଇତିହାସ ବିଭାଗରେ ଆଧୁନିକ ଭାରତୀୟ ଇତିହାସରେ ଏମ୍‍.ଫିଲ୍‍ ଡ଼ିଗ୍ରିରେ ଅଧ୍ୟୟନ ତଥା ଗବେଷଣା କରୁଥିଲେ ମଧ୍ୟ ପ୍ରତ୍ୟେକ ମାସରେ କିଛିଦିନ ବାହାରି କରି ସେ ନିଜ ଗ୍ରାମକୁ ଫେରି ପୂର୍ବପରି ମଧ୍ୟ ପିଲାମାନଙ୍କୁ ଶିକ୍ଷାଦାନ କରିବାକୁ ପଛାଉ ନଥିବା ଦେଖିବାକୁ ମିଳୁଛି । ଆଗାମି ଦିନରେ ଏକ ଲାଇବ୍ରେରୀ ପ୍ରତିଷ୍ଠା କରିବା ପାଇଁ ଉଦ୍ୟମ ଜାରି ରଖିବେ ବୋଲି ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଥିବା ବେଳେ ବିଭିନ୍ନ ସମୟରେ ବିଭିନ୍ନ ଖବର କାଗଜରେ ପ୍ରକାଶ ପାଉଥିବା ସମସ୍ୟା ଭିତ୍ତିକ ଖବର ହେଉ କିମ୍ବା ଅନ୍ୟ ଯେଉଁ କୌଣସି ଖବର ପ୍ରକାଶ ପରେ ତାହାକୁ ସେ ରାଜ୍ୟ ସରକାରଙ୍କ ପାଖରେ ଟୁଇଟ୍‍ କରି ସମସ୍ୟା ସମାଧାନ କରିବା ଦିଗରେ ମଧ୍ୟ ପ୍ରତ୍ୟେକ ଦିନ ପଦକ୍ଷେପ ନେଉଥିବା ପ୍ରକାଶ। ରାଜେଶଙ୍କ ଉଦ୍ୟମ ଯୋଗୁଁ କନ୍ଧମାଳ ଜିଲାର ମଧ୍ୟ ଅନେକ ସମସ୍ୟାର ସମାଧାନ ହୋଇପାରିଥିବାର ବହୁ ନଜିର ରହିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like