-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି

10-Jun-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସହରର ଗାନ୍ଧୀନଗର ପଡ଼ାରେ ଘଟିଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମା’ ଓ ଝିଅଙ୍କ ଅକାଳ ମୃତ୍ୟୁ ଘଟଣାକୁ ନେଇ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଗଭୀର ଶୋକ ପ୍ରକାଶ କରାଯାଇଛି। ଏହି ଘଟଣାରେ ଦୋଷୀଙ୍କ ବିରୋଧରେ କଠୋର ଆଇନଗତ ପଦକ୍ଷେପ ଏବଂ ମୃତକ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ ଦାବି କରି ଆଜି ବଲାଙ୍ଗିର ବିଜୁ ଜନତା ଦଳ ପକ୍ଷରୁ ନଗର ସଭାପତି ସମ୍ଭୁ ନାଗ ଏବଂ ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ କୁମାର ନନ୍ଦଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ବଲାଙ୍ଗିର ଆଦର୍ଶ ଟାଉନ ଥାନା ଅଧିକାରୀଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଥିଲେ।
ପ୍ରତିନିଧି ଦଳ ଦୁର୍ଘଟଣା ଘଟାଇଥିବା ଟ୍ରକର ସମସ୍ତ କାଗଜପତ୍ର, ଫିଟନେସ୍‌, ବୀମା, ପରମିଟ ଏବଂ ଚାଳକଙ୍କ

ଲାଇସେନ୍ସ ଯାଞ୍ଚ କରିବା ସହିତ ଟ୍ରକ ଚାଳକ ଏବଂ ଗାଡ଼ି ମାଲିକଙ୍କ ବିରୋଧରେ ନିରପେକ୍ଷ ଓ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଥିଲେ। ସେହିପରି ତାଲପାଳିପଡ଼ାର ମୃତକ ପରିବାରକୁ ତୁରନ୍ତ ଯଥୋଚିତ ଆର୍ଥିକ ସହାୟତା ପ୍ରଦାନ କରିବାକୁ ମଧ୍ୟ ନିବେଦନ କରାଯାଇଥିଲା।
ଏହାସହ ବିଜେଡି ପକ୍ଷରୁ ବଲାଙ୍ଗିର ସହରରେ ଚଳାଚଳ କରୁଥିବା ସମସ୍ତ ୬ ଚକିଆ ଓ ଭାରୀ ଯାନର ସ୍ୱତନ୍ତ୍ର ଯାଞ୍ଚ ଅଭିଯାନ ଚଳାଇ ସେମାନଙ୍କର କାଗଜପତ୍ର, ଫିଟନେସ୍‌ ଓ ବୈଧତା ଯାଞ୍ଚ କରିବାକୁ ଦାବି କରାଯାଇଥିଲା। ଯାଞ୍ଚ ସମୟରେ ତ୍ରୁଟିପୂର୍ଣ୍ଣ କିମ୍ବା ଅବୈଧ କାଗଜପତ୍ର ଥିବା ଯାନଗୁଡ଼ିକ ବିରୋଧରେ କଠୋର ପଦକ୍ଷେପ ଗ୍ରହଣ କରିବା ସହ ଭାରୀ ଯାନ ଚଳାଚଳ ପାଇଁ ଏକ ନିର୍ଦ୍ଧିଷ୍ଟ ସମୟସୀମା ନିର୍ଦ୍ଧାରଣ କରିବାକୁ ମଧ୍ୟ ଦାବି ଉଠାଯାଇଥିଲା।
ଏହି ଅବସରରେ ମୃତ ମା’ ଓ ଝିଅଙ୍କ ଅମର ଆତ୍ମାର ସଦଗତି କାମନା କରାଯାଇଥିବା ବେଳେ ଭବିଷ୍ୟତରେ ଏଭଳି ଦୁର୍ଘଟଣା

ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଆବଶ୍ୟକ ସତର୍କତାମୂଳକ ଓ ପ୍ରତିରୋଧମୂଳକ ପଦକ୍ଷେପ ଗ୍ରହଣ କରିବାକୁ ମଧ୍ୟ ଦାବି କରାଯାଇଥିଲା।
ଏହି କାର୍ଯ୍ୟକ୍ରମରେ ମୁନିସିପାଲିଟି ଉପାଧ୍ୟକ୍ଷା ଗାୟତ୍ରୀ ଭୋଇ, କାଉନସିଲର ଲଲାଟେନ୍ଦୁ ପଟ୍ଟନାୟକ, ସନ୍ତୋଷିନୀ କୁଁଅର, ଗଙ୍ଗାଧର ଚାନ୍ଦ, ନନ୍ଦିନୀ ପୋଢ଼, ପିଙ୍କି କବାଟ, କିଶୋର କୁମ୍ଭାର, ସତ୍ୟ ନାୟକ, ବିଜେଡିର ବରିଷ୍ଠ ନେତା ନରସିଂହ ବାଗ, ବିଧୁଭୂଷଣ ତ୍ରିପାଠୀ, ପ୍ରଭାସ ପାଣିଗ୍ରାହୀ, ଦିଲ୍ଲୀପ ବଗର୍ତ୍ତି, ବିଭୂତି ଭୂଷଣ ମିଶ୍ର, ଗୁଞ୍ଜ ଖାନ, ସତ୍ୟବ୍ରତ ନାଥ, ନିତେଶ ପୋଢ଼, ସୁବଳ ମହାକୁର,ଇରସାଦ ଖାନ,ମାନୁ ପଟ୍ଟନାୟକ, ପ୍ରଦୀପ ପରୁଆ, ବଣ୍ଟି ଚନ୍ଦ,ସନ୍ତୋଷ ସାହୁଙ୍କ ସମେତ ବହୁ ଦଳୀୟ କର୍ମକର୍ତ୍ତା, ଯୁବ ଓ ଛାତ୍ର ନେତା ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk