-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା

10-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ପଦୋନ୍ନତି ପାଇ କାହ୍ନୁ ଚରଣ ଧରୁଆ ସିନିଅର ଏସଇଏସ ପ୍ରଧାନ ଶିକ୍ଷକ ଭାବେ ପଞ୍ଚାୟତ ହାଇସ୍କୁଲ କୁସଙ୍ଗ ରେ ଯୋଗଦାନ କରିଛନ୍ତି।ପୂର୍ଵରୁ ସେ ବିଲେଇସର୍ଡା ହାଇସ୍କୁଲ ରେ ଟିଜିଟି(କଳା)ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ।ଶ୍ରୀ ଧରୁଆ ବିଦ୍ୟାଳୟ ରେ ପହଞ୍ଚିବା ପରେ ପୁଷ୍ପ ଗୁଚ୍ଛ ଦେଇ ସ୍ୱାଗତ କରିଥିଲେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀ,ଶିକ୍ଷକ ସଚ୍ଚିଦାନନ୍ଦ ସାହୁ,ବିଜୟ କୁମାର ପ୍ରଧାନ,ଲକ୍ଷ୍ମୀକାନ୍ତ ପଟେଲ,କରୁଣାକର ପଟେଲ,କୃଷ୍ଣକାନ୍ତ ମହାରଣା,ସୁଶାନ୍ତ ରଞ୍ଜନ ସାହୁ,ସରୋଜ କୁମାର ରାଉତ,ଶିକ୍ଷା କର୍ମଚାରୀ ମୁରାରୀ ଚନ୍ଦ୍ର ପୋଢ଼,ବିଷ୍ଣୁ ପ୍ରସାଦ ବେହେରା, କାଞ୍ଛାନିଧି ନାଏକ,ସୁଶାନ୍ତ ଧରୁଆ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଦୁର୍ବାଦଳ ଦିଶ୍ରୀ।ବିଦ୍ୟାଳୟର ଉନ୍ନତି ଦିଗରେ ତାଙ୍କ ନେତୃତ୍ୱରେ ସଫଳତା ହାସଲ ହେବ ବୋଲି ସମସ୍ତେ ଆଶା ପ୍ରକାଶ କରିଥିଲେ।ନିଜ ଅଭିଭାଷଣ ରେ ଶ୍ରୀ ଧରୁଆ ବିଦ୍ୟାଳୟ ର ଶିକ୍ଷାର ଗୁଣାତ୍ମକ ବିକାଶ,ଶୃଙ୍ଖଳା ବଜାୟ ରଖିବା ଏବଂ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀଣ ବିକାଶ ଦିଗରେ ସମସ୍ତଙ୍କ ସହଯୋଗରେ କାର୍ଯ୍ୟ କରିବେ ବୋଲି ମତ ପ୍ରକାଶ କରିଥିଲେ।ନୂତନ ପ୍ରଧାନ ଶିକ୍ଷକ ଶ୍ରୀ ଧରୁଆ ଙ୍କ ଯୋଗଦାନ ପର୍ଯ୍ୟନ୍ତ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀ ସଫଳତାର ସହ ବିଦ୍ୟାଳୟ ର ପ୍ରଶାସନିକ ଦାୟିତ୍ୱ ତୁଲାଇ ଆସୁଥିଲେ।ତାଙ୍କର ନିଷ୍ଠାପର ସେବା,ଦକ୍ଷ ନେତୃତ୍ୱ ଏବଂ ବିଦ୍ୟାଳୟ ର ଉନ୍ନତି ପ୍ରତି ଅବଦାନ କୁ ସ୍ୱୀକୃତି ଦେଇ ଶିକ୍ଷକ ଓ କର୍ମଚାରୀମାନେ ପୁଷ୍ପଗୁଚ୍ଛ ପ୍ରଦାନ କରି ତାଙ୍କୁ ସମ୍ବର୍ଦ୍ଧିତ କରିଥିଲେ।ଏହି ଅବସରରେ ଶ୍ରୀ ନେଗୀ ପଦୋନ୍ନତି ପାଇ ହରେକୃଷ୍ଣ ମହତାବ ହାଇସ୍କୁଲ,ଲୋଇସିଂହାର ପ୍ରଧାନ ଶିକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବାରୁ ତାଙ୍କୁ ବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା।ଶ୍ରୀ ନେଗୀ ନିଜ କାର୍ଯ୍ୟକାଳ ମଧ୍ୟରେ ମିଳିଥିବା ସହଯୋଗ ପାଇଁ ସମସ୍ତଙ୍କୁ କୃତଜ୍ଞତା ଜଣାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk