-+91-9937148622 |

prerana_bgr@rediffmail.com |

  Wednesday 10th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   (10-Jun-2026)       ||      ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ    (10-Jun-2026)       ||      *ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      *କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   (10-Jun-2026)       ||      ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   (10-Jun-2026)       ||      ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   (10-Jun-2026)       ||      କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା    (10-Jun-2026)       ||      ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି    (10-Jun-2026)       ||      *ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   (10-Jun-2026)       ||      ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   (10-Jun-2026)       ||      ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   (10-Jun-2026)       ||      ସମାଜସେବୀ ଶ୍ରୀଧର ସାହୁ ଙ୍କୁ ନର୍ଲା ପ୍ରେସ ଆଶ୍ସୋସିଏସନ ଦ୍ୱାରା ସମ୍ମାନିତ   (10-Jun-2026)       ||      ବଲାଙ୍ଗୀର ସହରରେ କ୍ରମବର୍ଦ୍ଧିଷ୍ଣୁ ରାସ୍ତା ଦୁର୍ଘଟଣା ଜନିତ ସମସ୍ୟାକୁ ନେଇ,   ଏନ୍‌ଏଚ୍ ଅଧୀକ୍ଷଣ ଯନ୍ତ୍ରୀଙ୍କୁ ସାକ୍ଷାତ କଲା ବଲାଙ୍ଗୀର ଜିଲା ସିଭିଲ ସୋସାଇଟି   (10-Jun-2026)       ||      *ନୂଆପଡ଼ା ଜିଲ୍ଲାରେ ରବି ଧାନ ଅଧିଗ୍ରହଣ ଜୋରଦାର: ଗୋଟିଏ ଦିନରେ ୨୧ ହଜାର କ୍ୱିଣ୍ଟାଲରୁ ଅଧିକ ଧାନ କ୍ରୟ, ବିଭିନ୍ନ ମଣ୍ଡିରେ ଧାନ ନ ଉଠିବା ଅଭିଯୋଗ*   (10-Jun-2026)       ||      *ନୂଆପଡ଼ା ଜିଲ୍ଲାର ମନିଜର ଆର୍ଯ୍ୟଙ୍କୁ ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଏବଂ ପଛୁଆ ବର୍ଗ କଲ୍ୟାଣ ବିଭାଗ ର ସଦସ୍ୟ ଭାବେ ମନୋନୀତ*   (10-Jun-2026)       ||      ସମାଜସେବୀଙ୍କ ସ୍ମୃତିଚାରଣ ସଭା   (10-Jun-2026)       ||      *ଆଧାର କାର୍ଡ ନଥିବା ଓ ବିଦ୍ୟାଳୟରେ ଆଦୌ ନାମ ଲେଖା ନଥିବା ଅନାଥ ପିଲାଙ୍କୁ ବୟସ ଆଧାରରେ ଶିଶୁଙ୍କ ନାମ ଲେଖା ନିଶ୍ଚିତ କରିଛନ୍ତି ସିଆରସିସି*   (10-Jun-2026)       ||      ବାରିଯୋର ରେ ଚେକଡେମ ପାଇଁ ଦାବି କଲେ ଲୋକେ ♦️ବିଜୁଳି ସମସ୍ୟା ସମାଧାନ ପାଇଁ କାମ ହେଲା ଆରମ୍ଭ   (10-Jun-2026)       ||      ଏଡ଼ଭୋକେଟ୍ ଙ୍କ ସ୍କୁଟିକୁ ଧକ୍କା ଦେଲା ମହିନ୍ଦ୍ରା ପିକ୍ ଅଫ୍ ଭେନ୍ ♦️ଅଳ୍ପକେ ବର୍ତିଲେ ଏଡ଼ଭୋକେଟ୍    (10-Jun-2026)       ||     

HOME   ଜିଲ୍ଲା

ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ

10-Jun-2026



ଯୋଗୀସର୍ଡ଼l ଶୈବପୀଠ କୁ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ

ଲୋଇସିଂହା, (ବିନୋଦ ଦୀପ)ଆଜି ଲୋଇସିଂହା ବ୍ଲକ ଅନ୍ତର୍ଗତ ଯୋଗୀସର୍ଡ଼l ଶୈବପୀଠ କୁ ଓଡିଶା ସରକାର ଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଗସ୍ତ କରିଥିଲେ l ଏହି ପରିପ୍ରେକ୍ଷୀରେ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ସର୍ବ ପୁରାତନ ଶୈବପୀଠ ରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ 108 ଆଳତି ଦୀପ ପ୍ରଜ୍ବଳନ କରିଥିଲେ l ସହଯୋଗ କରିଥିଲେ ମନ୍ଦିର ପୂଜକ ମାନସ ଥାନାପତି l ଏହାସହ ଭାରତ ବର୍ଷ ର ଗଣତନ୍ତ୍ର ଇତିହାସ ରେ ନିର୍ବାଚିତ ପ୍ରତିନିଧି ହିସାବରେ ପ୍ରଧାନମନ୍ତ୍ରୀ ଙ୍କ ଅଫିସ କାର୍ଯ୍ୟାଳୟ ରେ ଦୀର୍ଘଦିନ ହେବ ରେକର୍ଡ କରିଥିବାରୁ ସମସ୍ତ ଙ୍କର ଭଲ ପାଇବା ସହ ସଦ ଭାବନା ରହିଛି ଓ ତାଙ୍କପ୍ରତି ଓଡିଶା ତଥା ବଲାଙ୍ଗୀର ଜିଲ୍ଲା ସମେତ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ସମସ୍ତ ଜନସାଧାରଣ ଙ୍କ ଆଶୀର୍ବାଦ ରହିବା ସହ ତାଙ୍କର ଦୀର୍ଘାୟୁ କାମନା କରିଛନ୍ତି ବୋଲି ପ୍ରକାଶ କରିଥିଲେ l ଭାରତ ର ଗଣତନ୍ତ୍ର ବଞ୍ଚିରହିବା ସହ ଆଗାମୀ ଦିନରେ ଭାରତ ର ଗଣତନ୍ତ୍ର ଉତ୍କୃଷ୍ଟ ହୋଇ ପୃଥିବୀ ରେ ନା ରହୁ l ଏଭଳି  ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମହାଳିଙ୍ଗ ପ୍ରଧାନମନ୍ତ୍ରୀ ଙ୍କ ବାବଦରେ ସ୍ପଷ୍ଟୀକରଣ କରିଥିଲେ l

ଏହାପରେ ଲୋଇସିଂହା ଅଂଚଳ ର ଅନେକ ଘର କୁ ଯାଇ ଲୋକଙ୍କ ସ୍ୱାସ୍ଥ୍ୟ ସମେତ ଭଲମନ୍ଦ ବୁଝିଥିଲେ l ଏହି କାର୍ଯ୍ୟକ୍ରମ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ, ରାମ ସାହୁ, ସରୋଜ ସାହୁ, ବାହାଦୁର ନନ୍ଦ, ଗୌତମ କୁଅଁର, ସୋମନାଥ ପଧାନ, ଅଜିତ ପଣ୍ଡା, ସୁଜିତ ବେହେରା, କୈଳାସ ଗହୀର ସମେତ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଓ ଆଶା କର୍ମୀ ଯୋଗ ଦେଇଥିଲେ l

ଏହାପରେ ଲୋଇସିଂହା ଅଂଚଳ ର ଅନେକ ଘର କୁ ଯାଇ ଲୋକଙ୍କ ସ୍ୱାସ୍ଥ୍ୟ ସମେତ ଭଲମନ୍ଦ ବୁଝିଥିଲେ l ଏହି କାର୍ଯ୍ୟକ୍ରମ ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ, ରାମ ସାହୁ, ସରୋଜ ସାହୁ, ବାହାଦୁର ନନ୍ଦ, ଗୌତମ କୁଅଁର, ସୋମନାଥ ପଧାନ, ଅଜିତ ପଣ୍ଡା, ସୁଜିତ ବେହେରା, କୈଳାସ ଗହୀର ସମେତ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଓ ଆଶା କର୍ମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟମନ୍ତ୍ରୀ ଙ୍କ ଉପସ୍ଥିତି ରେ ଜନ୍ମଦିନ ପାଳନ କଲେ ମଣ୍ଡଳ ଯୁବ ସଭାପତି ସୁଜିତ ବେହେରା   10-Jun-2026
  ଜିଲ୍ଲା  
ବଲାଙ୍ଗୀର : ଭୋଟର ତାଲିକାକୁ ଅଧିକ ସୁଦୃଢ଼, ସ୍ୱଚ୍ଛ ଓ ତ୍ରୁଟିମୁକ୍ତ କରିବା ପାଇଁ ସଘନ ସଂଶୋଧନ କାର୍ଯ୍ୟକ୍ରମ   10-Jun-2026
  ଜିଲ୍ଲା  
*ସଫଳ ଓ ସୁଶାସନ ପାଇଁ ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କରି କଣ୍ଟାମାଳ ବ୍ଳକ ରକ୍ସା ଗାଁ ରେ ପୂଜା ଅର୍ଚ୍ଚନା*-   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
*କାଳବୈଶାଖୀ କ୍ଷତିଗ୍ରସ୍ତଙ୍କୁ ପଲିଥିନ ବଣ୍ଟନ*   10-Jun-2026
  ଜିଲ୍ଲା  
ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ   10-Jun-2026
  ଜିଲ୍ଲା  
ଯୋଗୀସର୍ଡ଼l ଶୈବପୀଠ କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ଆଗମନ, ପ୍ରଧାନମନ୍ତ୍ରୀ ଙ୍କ ଦୀର୍ଘାୟୁ କାମନା କଲେ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ   10-Jun-2026
  ଜିଲ୍ଲା  
କୁସଙ୍ଗ ହାଇସ୍କୁଲରେ ନୂତନ ପ୍ରଧାନ ଶିକ୍ଷକ କାହ୍ନୁ ଚରଣ ଧରୁଆଙ୍କୁ ଭବ୍ୟ ସ୍ୱାଗତ ଓ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ସର୍ଜନ ନେଗୀଙ୍କୁ ସମ୍ବର୍ଦ୍ଧନା   10-Jun-2026
  ଜିଲ୍ଲା  
ଗାନ୍ଧୀ ନଗର ପଡା ରାସ୍ତା ଦୁର୍ଘଟଣା ପ୍ରସଙ୍ଗ: କଠୋର କାର୍ଯ୍ୟାନୁଷ୍ଠାନ ଓ ଆର୍ଥିକ ସହାୟତା ଦାବିରେ ଥାନାର ଦ୍ୱାରସ୍ଥ ହେଲା ବିଜେଡ଼ି   10-Jun-2026
  ଜିଲ୍ଲା  
*ଖୁଡୁଖୁଡି ଖେଳ ଉପରେ ଚଢାଉ, ୫ ଗିରଫ*   10-Jun-2026
  ଜିଲ୍ଲା  
ଭାରତ ନିର୍ମାଣ ସମିତି ଦ୍ୱାରା ସମ୍ବର୍ଦ୍ଧନା ଜ୍ଞାପନ   10-Jun-2026
  ଜିଲ୍ଲା  
ଦୁର୍ଘଟଣାରେ ମାଁ ଝିଅ ମୃତ୍ୟୁ ଘଟଣା, ମୃତକଙ୍କ ପରିବାରଙ୍କୁ ଭେଟିଲେ ନରସିଂହ♦️ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ସାହାଯ୍ୟ ପାଇଁ ଚିଠି ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ କଲେ ଅନୁରୋଧ   10-Jun-2026

You Might Also Like