-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଟୋକନ୍ ସମସ୍ୟା: ଶୁକ୍ରବାର ସୁଦ୍ଧା ସମାଧାନ ନହେଲେ ରାସ୍ତାରୋକ କରିବ ଓଡ଼ିଶା ରାଜ୍ୟ କୃଷକ ସଂଗଠନ

10-Jun-2026



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର):  ଜୁନ୍ ଶେଷ ସୁଦ୍ଧା ରବି ଧାନ ସଂଗ୍ରହ ପ୍ରକ୍ରିୟା ଶେଷ କରିବାକୁ ସରକାର ଲକ୍ଷ୍ୟ ରଖିଥିବା ବେଳେ ଏବେ ବି ହଜାର ହଜାର ଚାଷୀ ସେମାନଙ୍କର ପ୍ରାପ୍ୟ ଟୋକନ୍‌ ପାଇବାରୁ ବଞ୍ଚିତ ଅଛନ୍ତି। ମାତ୍ର କୋଡ଼ିଏ ଦିନ ସମୟ ବାକି ଥିବା ବେଳେ ବହୁ ଚାଷୀଙ୍କ ଦ୍ଵିତୀୟ ଓ ତୃତୀୟ ପର୍ଯ୍ୟାୟ ଟୋକନ୍ ଆସିନାହିଁ। ଏପରିକି ଜମିର ପରିମାଣ ଅନୁଯାୟୀ ଚାଷୀଙ୍କୁ ବହୁତ କମ୍ ସଂଖ୍ୟକ ଟୋକନ୍ ମିଳିଥିବା ଅଭିଯୋଗ ହୋଇଛି। ଏହି ସମସ୍ୟାର ସ୍ଥାୟୀ ସମାଧାନ ଏବଂ ଆଗାମୀ ଶୁକ୍ରବାର ସୁଦ୍ଧା ସମସ୍ତ ବାକିଆ ଟୋକନ୍ ପ୍ରଦାନ କରାନଗଲେ ଆଗାମୀ ଦିନରେ ବ୍ୟାପକ ରାସ୍ତାରୋକ କରାଯିବ ବୋଲି ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଚେତାବନୀ ଦେଇଛି।
ବୁଧବାର ଅତାବିରା ମୁଖ୍ୟ ବଜାର ପ୍ରାଙ୍ଗଣରେ ଅନୁଷ୍ଠିତ ସଂଗଠନର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ ଯେ, ଗତ ୧ ତାରିଖ ଦିନ ଅତାବିରା ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କୁ ଏ ନେଇ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଜିଲ୍ଲା ପ୍ରଶାସନର ପରାମର୍ଶ କ୍ରମେ ଚାଷୀମାନେ ଜୁନ୍ ୫ ତାରିଖ ମଧ୍ୟରେ ସଂପୃକ୍ତ ପ୍ୟାକ୍ସ (PACS) ମାନଙ୍କରେ ଲିଖିତ ଅଭିଯୋଗ ମଧ୍ୟ ଦେଇଥିଲେ। ହେଲେ ଆଜି ପର୍ଯ୍ୟନ୍ତ ଏହି ଦିଗରେ କୌଣସି ପଦକ୍ଷେପ ନିଆଯାଇ ନାହିଁ। ବର୍ତ୍ତମାନ ସୁଦ୍ଧା ମାତ୍ର 45\% ଧାନ ସଂଗ୍ରହ ହୋଇପାରିଛି, ଯାହା ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି କରିଛି। ମଣ୍ଡିଗୁଡ଼ିକରେ ଧାନ କିଣିବାର ଟାର୍ଗେଟ୍‌ ବହୁତ କମ୍ ରଖାଯାଉଛି।
ବର୍ଷା ଭୟ: ଆଗାମୀ ୪-୫ ଦିନ ମଧ୍ୟରେ ମୌସୁମୀ ବାୟୁ ଓଡ଼ିଶା ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଟୋକନ୍ ଆଶାରେ ମଣ୍ଡିରେ ଖୋଲା ଆକାଶ ତଳେ ହଜାର ହଜାର କ୍ଵିଣ୍ଟାଲ ଧାନ ପଡ଼ିରହିଛି, ଯାହା ବର୍ଷାରେ ନଷ୍ଟ ହେବାର ଆଶଙ୍କା ଦେଖାଦେଇଛି।
ଚାଷୀଙ୍କୁ ଶାସନ ଓ ପ୍ରଶାସନ ବାରମ୍ବାର ହଇରାଣ ହରକତ କରୁଛନ୍ତି। ଯଦି ଚାଷୀଙ୍କ ନ୍ୟାର୍ଯ୍ୟ ଦାବିକୁ ସରକାର ଶୀଘ୍ର କର୍ଣ୍ଣପାତ ନ କରନ୍ତି, ତେବେ ଆସନ୍ତା ଶନିବାର ପରଠାରୁ ଯେକୌଣସି ମୁହୂର୍ତ୍ତରେ ରାଜପଥ ଅବରୋଧ କରାଯିବ ବୋଲି ଓଡ଼ିଶା ରାଜ୍ୟ କୃଷକ ସଂଗଠନ କହିଛି ।
ଏହି ବୈଠକରେ ସଂଗଠନର ସଭାପତି ଭୁବନ ପ୍ରଧାନ, ସଂପାଦକ ନରେନ୍ଦ୍ର ପ୍ରଧାନ, ଚାଷୀନେତା ବୀରେନ୍ଦ୍ର କର, ବୁଦ୍ଧଦେବ ନନ୍ଦ, ମନୋରଞ୍ଜନ ସାହୁ, ଅଶ୍ଵିନୀ ତ୍ରିପାଠୀ, ସଂସାର ଭୋଇ, ହରେନ୍ଦ୍ର ସ୍ଵାଇଁ, ଦେବେନ୍ଦ୍ର ସାହୁ, ସୁରେଶ କର୍ଣ୍ଣ, ସମୀର ପ୍ରଧାନ, ରାଜେଶ ପ୍ରଧାନ, ଗୁରୁଦେବ ଭୋଇ, ବି. ପାପାରାଓ, ସଂକ୍ରାନ୍ତି ଭେଙ୍କଟେଶ୍ଵର ରାଓ, ଭି. କ୍ରିଷ୍ଣ ମୂର୍ତ୍ତି, ଦଶରଥ ଭୋଇ, ଏମ୍. ସତ୍ୟ ପ୍ରକାଶ, ଜେ. ସୂର୍ଯ୍ୟପ୍ରକାଶ ଏବଂ କେ. ରାମ ବାବୁଙ୍କ ସମେତ ବହୁ ସଂଖ୍ୟାରେ ଚାଷୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk