-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||     

HOME   ବିଶେଷ

ଶିକ୍ଷକଙ୍କୁ କାନ୍ଧରେ ଧରି ନାଚିଲେ ଗ୍ରାମବାସୀ

08-Feb-2021



ନାରାୟଣାପାଟଣା: (ପ୍ରେରଣା ଖବର ବ୍ୟୁରୋ): ଶିକ୍ଷକଙ୍କୁ କାନ୍ଧରେ ଧରି ନାଚଗୀତରେ ମସ୍‌ଗୁଲ। ଗ୍ରାମବାସୀ ପାରଂପରିକ ବାଦ୍ୟ ତାଳେତାଳେ ଚାଲିଛି ନାଚଗୀତ। ପିଲାଠୁ ବୁଢ଼ା ସଭିଏଁ ଗୋଟିଏ ତାଳରେ ନାଚୁଛନ୍ତ॥ ଏ ଦୃଶ୍ୟ ଆନ୍ଧ୍ରପ୍ରଦେଶ ବିଜୟ ନଗରମ୍ ଜିଲ୍ଲା ଗୁମ୍ମା ଲକ୍ଷ୍ମୀପୁରମ୍ ବ୍ଲକ୍ ମାଲୁଗୁଡ଼ା ଗାଁର। ମଣ୍ଡଳ ପରିଷଦ ବିଦ୍ୟାଳୟର ଶିକ୍ଷକ ଗୌଡ଼ୁ ନରେନ୍ଦ୍ରଙ୍କୁ କାନ୍ଧରେ ଉଠାଇ ଗାଁ ପରିକ୍ରମା କରୁଛନ୍ତି। ଲୋକେ ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ବେଳେ ଏପରି ନିଆରା ଦୃଶ୍ୟ ଦେଖିବାକୁ ମିଳିଛି।

ଗ୍ରାମବାସୀମାନେ ଶିକ୍ଷକଙ୍କୁ ଛାଡ଼ିବାକୁ ଅମଙ୍ଗ ଥିଲେ ବି ସରକାରଙ୍କ ନିୟମ ଅନୁଯାୟୀ ଗୋଟିଏ ସ୍ଥାନରେ ୧୦ ବର୍ଷ ଧରି ରହିବା ପରେ ଶିକ୍ଷକଙ୍କୁ ବଦଳି କରାଯାଇଛି। ମାଓ ପ୍ରଭାବିତ ଅଞ୍ଚଳ ହୋଇଥିଲେ ବି ଶିକ୍ଷକ ଗୌଡ଼ୁ ନରେନ୍ଦ୍ର ୧୦ ବର୍ଷ ଧରି ନିଷ୍ଠାର ସହ ପିଲାଙ୍କୁ ପଢ଼ାଇ ଆସୁଥିଲେ।

ଯେତେବେଳେ ଶିକ୍ଷକଙ୍କ ବଦଳି ନିର୍ଦ୍ଦେଶ ଆସିଥିଲା, ସେତେବେଳେ ଏହାକୁ ବାତିଲ କରିବା ପାଇଁ ଲୋକେ ଚେଷ୍ଟା ବି କରିଥିଲେ ମାତ୍ର ବିଫଳ ହୋଇଥିଲେ। ତେବେ ଶିକ୍ଷକଙ୍କୁ ବିଦାୟୀ ସମ୍ବର୍ଦ୍ଧନାକୁ ସ୍ମରଣୀୟ କରିବା ପାଇଁ ତାଙ୍କୁ ଗ୍ରାମବାସୀମାନେ କାନ୍ଥରେ ବସାଇ ଗାଁ ପରିକ୍ରମା କରାଇଥିଲେ। ଏହି ସମୟରେ ଉଭୟ ଗ୍ରାମବାସୀ ଓ ଶିକ୍ଷକ ଭାବବିହ୍ୱଳ ହୋଇପଡ଼ିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026

You Might Also Like