-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||     

HOME   ଜିଲ୍ଲା

ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକଙ୍କ ଯୋଗଦାନ

11-Jun-2026



ବରପାଲି (ସୁଦାମ ଦୀପ )
ବରଗଡ଼ ଜିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଉଚ୍ଚ ବିଦ୍ୟାଳୟରେ ନୂତନ ପ୍ରଧାନଶିକ୍ଷକ ଭାବେ ଭବାନୀ ଶଙ୍କର ଗଡତିଆ ଯୋଗଦାନ କରିଛନ୍ତି। ତାଙ୍କ ଯୋଗଦାନ ପରେ ବିଦ୍ୟାଳୟ ପରିବେଶରେ ନୂତନ ଉତ୍ସାହ ଦେଖାଦେଇଛି।  ଭବାନୀ ଶଙ୍କର ଗଡତିଆ ଜଣେ ଅଭିଜ୍ଞ ଶିକ୍ଷାବିତ୍ ଭାବେ ପରିଚିତ। ବିଶେଷ କରି ବିଜ୍ଞାନ ଉପରେ ତାଙ୍କର ଗଭୀର ଜ୍ଞାନ ରହିଛି l ସେ ସତଲମା ଉଚ୍ଚ ବିଦ୍ୟାଳୟରେ ଯୋଗଦାନ ପୂର୍ବରୁ ବାରଗୁଡା ଅପଗ୍ରେଡେଡ଼ ହାଇସ୍କୁଲରେ ଶିକ୍ଷକ ଭାବେ କାର୍ଯ୍ୟରତ ଥିଲେ। ଦୀର୍ଘ ଶିକ୍ଷାଦାନ ଅନୁଭୂତି ଓ ଛାତ୍ରଛାତ୍ରୀଙ୍କ ସର୍ବାଙ୍ଗୀଣ ବିକାଶ ପ୍ରତି ତାଙ୍କର ନିଷ୍ଠା ତାଙ୍କୁ ଜଣେ ଦକ୍ଷ ଶିକ୍ଷକ ଭାବେ ପରିଚିତ କରାଇଛି। ଭଟିଗାଁ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଖଇରପାଲି ଗ୍ରାମର ମୂଳ ବାସିନ୍ଦା ଗଡ଼ତିଆ ନିଜ କର୍ମନିଷ୍ଠା, ଶୃଙ୍ଖଳା ଓ ଛାତ୍ରମାନଙ୍କ ପ୍ରତି ସ୍ନେହ ପାଇଁ ସର୍ବତ୍ର ପ୍ରଶଂସିତ। ତାଙ୍କ ନେତୃତ୍ୱରେ ସତଲମା ଉଚ୍ଚ ବିଦ୍ୟାଳୟ ଶିକ୍ଷା, କ୍ରୀଡ଼ା ଓ ସାଂସ୍କୃତିକ କ୍ଷେତ୍ରରେ ଆହୁରି ସଫଳତା ହାସଲ କରିବ ବୋଲି ଅଭିଭାବକ, ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀ ଆଶା ପ୍ରକାଶ କରିଛନ୍ତି।ଯୋଗଦାନ ଅବସରରେ ବିଦ୍ୟାଳୟର ଶିକ୍ଷକ, କର୍ମଚାରୀ ଏବଂ ସ୍ଥାନୀୟ ଶିକ୍ଷାପ୍ରେମୀମାନେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ୱାଗତ ଜଣାଇଥିଲେ। ଶିକ୍ଷାର ଗୁଣାତ୍ମକ ଉନ୍ନତି ସହ ବିଦ୍ୟାଳୟର ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କ ସହଯୋଗରେ କାମ କରିବେ ବୋଲି ଗଡତିଆ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026

You Might Also Like

           
  ଜିଲ୍ଲା  

Hjk