-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଏସବିଆଇ ଏଲଡିଏମ ଙ୍କ ଦ୍ୱାରା ସମ୍ବଲପୁର ରେଙ୍ଗାପଡ଼ାଠାରେ ‘ଖେତ ବଞ୍ଚାଅ ଅଭିଯାନ’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ*

12-Jun-2026



 

*ସମ୍ବଲପୁର: (ସଂଜୀବ ପାଣିଗ୍ରାହୀ ) ଆଜି ସମ୍ବଲପୁର ଜିଲ୍ଲା ବାମରା ବ୍ଲକ ଅଧୀନ ରେଙ୍ଗାପଡ଼ା ଗ୍ରାମଠାରେ _ଖେତ ବଞ୍ଚାଅ ଅଭିଯାନ_ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ, ସମ୍ବଲପୁର ଅଗ୍ରଣୀ ଜିଲ୍ଲା ପ୍ରବନ୍ଧକ ଶ୍ରୀ ଦେବକିଶୋର ନାୟକ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ନାବାର୍ଡ, ସମ୍ବଲପୁର ଜିଲ୍ଲା ବିକାଶ ପ୍ରବନ୍ଧକ ଶ୍ରୀ ଧୀରେନ୍ଦ୍ର କୁମାର ଦାଶ, ଅବସରପ୍ରାପ୍ତ କୃଷି ଓଭରସିୟର ଓ ପ୍ରଖ୍ୟାତ ପ୍ରାକୃତିକ ଚାଷ ପରାମର୍ଶଦାତା ଶ୍ରୀ ରଘୁମଣି ହୋତା ଏବଂ ସାର୍କର ସଚିବ ଶ୍ରୀ ଅଶୋକ କୁମାର ପାଣିଗ୍ରାହୀ ଉପସ୍ଥିତ ଥିଲେ। ନାବାର୍ଡ ଦ୍ୱାରା ପୃଷ୍ଠପୋଷିତ ଏବଂ ସାର୍କ ଦ୍ୱାରା ପ୍ରୋତ୍ସାହିତ ଚାରମାଲ ଭେଜିଟେବୁଲ ପ୍ରୋଡ୍ୟୁସର କମ୍ପାନୀ, ଏକ କୃଷକ ଉତ୍ପାଦକ ସଂଗଠନ ସହଯୋଗରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ପାଖ ଗ୍ରାମର ଅନେକ ଏଫପିଓ ସଦସ୍ୟ ଓ ଚାଷୀ ଏଥିରେ ଯୋଗଦେଇଥିଲେ।

ସମାବେଶକୁ ସମ୍ବୋଧିତ କରି _ଶ୍ରୀ ରଘୁମଣି ହୋତା_ ଚାଷ ଜମିକୁ କ୍ଷୟକ୍ଷତିରୁ ରକ୍ଷା କରିବା ପାଇଁ ପ୍ରାକୃତିକ ସାମଗ୍ରୀ ଓ ଭର୍ମି କମ୍ପୋଷ୍ଟ ବ୍ୟବହାର କରିବା ସହିତ ଅଧିକ ଉତ୍ପାଦନ ଓ ଉତ୍ତମ ମୂଲ୍ୟ ପ୍ରାପ୍ତି ପାଇଁ ଦେଶୀ ବିହନର ବ୍ୟବହାର ବଢ଼ାଇବାକୁ ଚାଷୀମାନଙ୍କୁ ପରାମର୍ଶ ଦେଲେ।

_ଶ୍ରୀ ଦେବକିଶୋର ନାୟକ, ଏଲଡିଏମ, ଏସବିଆଇ ସମ୍ବଲପୁର_ ସ୍ୱଳ୍ପକାଳୀନ ଚାଷ ଆର୍ଥିକ ଆବଶ୍ୟକତା ପାଇଁ କିଷାନ କ୍ରେଡିଟ କାର୍ଡ ସହାୟତା ଉପରେ ଆଲୋକପାତ କଲେ ଏବଂ ସରକାରଙ୍କ ଦ୍ୱାରା ପ୍ରାୟୋଜିତ ଅନ୍ୟାନ୍ୟ କୃଷି ଓ ସାମାଜିକ ସୁରକ୍ଷା ଯୋଜନା ବିଷୟରେ ବିସ୍ତୃତ ଭାବେ ବୁଝାଇଲେ।

_ଶ୍ରୀ ଧୀରେନ୍ଦ୍ର କୁମାର ଦାଶ, ଡିଡିଏମ, ନାବାର୍ଡ_ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ବିଷୟରେ କହିଲେ ଏବଂ ମଣିଷ ଓ ଚାଷ ଜମିର ଦୀର୍ଘକାଳୀନ ଲାଭ ସହ ରପ୍ତାନୀ ଉପଯୋଗୀ ଗୁଣବତ୍ତା ଉତ୍ପାଦନ ପାଇଁ ଚାଷୀମାନଙ୍କୁ ପ୍ରାକୃତିକ ଚାଷ ପଦ୍ଧତି ଅନୁସରଣ କରିବାକୁ ଅନୁରୋଧ କଲେ।

_ଶ୍ରୀ ଅଶୋକ କୁମାର ପାଣିଗ୍ରାହୀ, ସଚିବ, ସାର୍କ_ ଚାଷୀମାନଙ୍କୁ ଏଫପିଓ ମାଧ୍ୟମରେ ଗୁଣବତ୍ତା କୃଷି ଉତ୍ପାଦର ଏକାତ୍ରୀକରଣ ପାଇଁ ସମନ୍ୱୟ ରକ୍ଷା କରିବାକୁ ପରାମର୍ଶ ଦେଲେ, ଯାହା ଦ୍ୱାରା ଦର ଦରଦାମ କ୍ଷେତ୍ରେ ସେମାନଙ୍କର ଆଲୋଚନା କ୍ଷମତା ଓ ଉତ୍ତମ ମୂଲ୍ୟ ପ୍ରାପ୍ତି ବଢ଼ିବ।

ଚାରମାଲ ଭେଜିଟେବୁଲ ପ୍ରୋଡ୍ୟୁସର କମ୍ପାନୀ ଏଫପିଓର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଏହି କାର୍ଯ୍ୟକ୍ରମର ସମନ୍ୱୟ କରିଥିଲେ। ହିତାଧିକାରୀମାନେ ଏହି କାର୍ଯ୍ୟକ୍ରମକୁ ପ୍ରଶଂସା କରି ପର୍ଯ୍ୟାୟକ୍ରମେ ଓ ସକରାତ୍ମକ ଭାବେ ପ୍ରାକୃତିକ ଚାଷ ପଦ୍ଧତି ଆପଣାଇବାକୁ ଶପଥ ନେଲେ ଏବଂ  ଚାଷୀମାନଙ୍କ ପାଇଁ ଆହୁରି ଏପରି କାର୍ଯ୍ୟକ୍ରମ ଆୟୋଜନ ପାଇଁ ଅନୁରୋଧ କଲେ।

---


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk