-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି ବୈଠକ ଅନୁଷ୍ଠିତ ହେଇଯାଇଛି

12-Jun-2026



ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ ) ଜିଲ୍ଲା ସମାଜ ମଙ୍ଗଳ ବିଭାଗ ତରଫରୁ ବାଲ୍ୟ ବିବ।ହ ବନ୍ଦ କରିବା ଓ କିଶୋରୀ ସଶକ୍ତି କରଣ ପାଇଁ ଜିଲ୍ଲା ଟାସ୍କ ଫୋର୍ସ ସମିତି ର ଏକ ସଭା  ର ଆୟୋଜନ କର। ହୋଇଥିଲା। ଉକ୍ତ ସଭା ରେ ଜିଲ୍ଲପାଳ ଶ୍ରୀଯୁକ୍ତ ସିଦ୍ଧେଶ୍ୱର ବଳିରାମ ବନ୍ଦର ସଭାପତିତ୍ୱ କରିଥିଲେ। ଶ୍ରୀମତୀ ପ୍ରତିମା ତନ୍ତୀ ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ସମସ୍ତଙ୍କୁ ସ୍ୱାଗତ ଜଣାଇଥିଲେ ଓ କାର୍ଯ୍ୟକ୍ରମ ର ଲକ୍ଷ୍ୟ ଉଦ୍ଦେଶ୍ୟ ସମ୍ପର୍କ ରେ ବକ୍ତବ୍ୟ ପ୍ରଦାନ କରିଥିଲେ।ଉକ୍ତ ସଭା ରେ ଜିଲ୍ଲା ର ତିନୋଟି ବ୍ଲକ୍ ର ୧୨୫ ଟି ଗ୍ରାମ କୁ ବାଲ୍ୟ ବିବାହ ମୁକ୍ତ ଘୋଷୋଣା କରାଯାଇଥିଲା।ରେଙ୍ଗାଲି ବ୍ଳକ୍ ର ସମସ୍ତ ଗ୍ରାମ ବାଲ୍ୟ ବିବାହ ମୁକ୍ତ ଘୋଷୋଣା ହେଲା । ଶ୍ରୀମତୀ ସୁନୀତା ତ୍ରିପାଠୀ ଜିଲ୍ଲା ସଂଯୋଜିକା ଏଡ୍.ଏଟ.ଆକ୍ସନ ସମ୍ବଲପୁର ଜିଲ୍ଲାର ବାଲ୍ୟ ବିବାହ ର ସ୍ଥିତି ସମ୍ପର୍କ ଓ ବାଲ୍ୟ ବିବାହ କୁ ରୋକିବା ଓ କିଶୋରୀ ସଶକ୍ତି କରଣ ପାଇଁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କ ରେ ଉପସ୍ଥାପନ। କରିଥିଲେ।ଜିଲ୍ଲା ପାଳ ସମସ୍ତ ପଂଚାୟତ ରୁ ଜଣାଇ ଲେଖାଁଏ କିଶୋରୀ ବାଳିକା ଓ ବାଳକ ମାନଙ୍କ ମଧ୍ୟରେ ନେତୃତ୍ୱ ବିକାଶ କରିବ। ପାଇଁ ନିର୍ଦେଶ ଦେଇଥିଲେ ଓ ସମସ୍ତେ ମିଶି ବାଲ୍ୟ ବିବାହ ହେଉଥିବା ବିଭିନ୍ନ କ୍ଷେତ୍ର କୁ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।ଉକ୍ତ କାର୍ଯ୍ୟକ୍ରମ ରେ ସିଡି ଓ  ଜିଲ୍ଲା ପରିଷଦ ଶ୍ରୀଯୁକ୍ତ ପ୍ରସନ୍ନ ପ।ତ୍ର ଯୋଗଦେଇଥିଲେ ,ଉପଜିଲ୍ଲାପାଳ ଶ୍ରୀମତୀ ପୁଷ୍ପାଞ୍ଜଳି ପଣ୍ଡା  ଶିଶୁ ମାନଙ୍କର ପାଇଁ ଥିବା ବିଭିନ୍ନ ତାଲିମ ସମ୍ପର୍କ ରେ ସୂଚନା ପ୍ରଦାନ କରିଥିଲେ।ସମ୍ବଲପୁର ମହାନଗର ନିଗମ ର ଡେପୁଟୀ କମିଶନର ଶ୍ରୀଯୁକ୍ତ ଭିକ୍ଟର ସୋରେଙ୍ଗ ଉକ୍ତ କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିଲେ।ଉକ୍ତ କାର୍ଯ୍ୟକ୍ରମ ରେ  ଡିଏସପି  ଶ୍ରୀମତୀ ତାର।ବତି ପ୍ରଧାନ , ଜିଲ୍ଲା ଶିକ୍ଷା ଅଧିକାରୀ,ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ,ସିଡିଏମଓ,ଜିଲ୍ଲା ପ୍ରୋଗ୍ରାମ ମ୍ୟାନେଜର ଅଜିବିକ। ମିଶନ,ଉପ ଶ୍ରମ ଅଧିକାରୀ ,ପ।ର। ଲିଗାଲ କର୍ମୀ,କିଶୋର ଓ କିଶୋରୀ ମାନେ ଯୋଗ ଦେଇଥିଲେ।ହରି ଓମ୍ ମାଝୀ କିଶୋର ବାଳକ ଉକ୍ତ କାର୍ଯ୍ୟକ୍ରମ ରେ ସେମାନଙ୍କର ତରଫରୁ ନିଆଯାଇଥିବା ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କ ରେ ସୂଚନା ପ୍ରଦାନ କରିଥିଲେ ।କିଶୋରୀ ବାଳିକା ସଂଯୁକ୍ତ। ଡାଳୁଅ କିଶୋରୀ ବାଳିକା  ମାନେ କରୁଥିବା କାର୍ଯ୍ୟକ୍ରମ ଓ ସେମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ସମ୍ପର୍କ ରେ ଜିଲ୍ଲା ପାଳ ଙ୍କର୍ ଦୃଷ୍ଟି ଆକର୍ଷଣ କରିଥିଲେ।ଶ୍ରୀଯୁକ୍ତ ପ୍ରଦୀପ ବେହେରା  ସମ୍ପାଦକ ଆଦର୍ଶ ସ୍ୱେଚ୍ଛାସେବୀ ସଂଗଠନ ଯୋଗ ଦେଇ ଗ୍ରାମ୍ୟ ସ୍ତରୀୟ ଶିଶୁ ସୁରକ୍ଷା ସମିତି କୁ କିପରି ସୁଦୃଢ଼ କରାଯାଇ ପାରିବ ମତ ପ୍ରଦାନ କରିଥିଲେ। ଉକ୍ତ କ।ର୍ଯ୍ୟକ୍ରମ  ରେ ଜିଲ୍ଲା ସ୍ତରୀୟ ଅଧିକାରୀ,ବିଭିନ୍ନ ଜାତି ସମାଜ ର ସଭାପତି ସମ୍ପାଦକ , ସିଡିପିଓ,ପ।ର। ଲିଗାଲ କର୍ମୀ ଜିଲ୍ଲା ଆଇନ ସେବା ପ।ର୍ଧିକରଣ ସଭ୍ୟ ସଭ୍ୟ।,ପ୍ରୋଗ୍ରାମ ଅଫିସର , ,ବୈଷୟିକ ଶିକ୍ଷା ଅନୁଷ୍ଠାନ ମାନେଶ୍ୱର ର ସଦସ୍ୟ,କିଶୋର,କିଶୋରୀ  ବାଳକ ଓ ବାଳିକା ,ହବ ର କର୍ମକର୍ତା ମାନେ ଯୋଗ ଦେଇଥିଲେ। ଶ୍ରୀମତୀ ସରିତା ଦାସ ପ୍ରୋଗ୍ରାମ ଅଫିସର କମ୍ ପ୍ରୋଟେକସନ୍ ଅଫିସର  କାର୍ଯ୍ୟକ୍ରମ ଶେଷରେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk