-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

*ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ; ସୋନପୁରରେ ୯୯.୫ ପ୍ରତିଶତ ଫର୍ମ ବଣ୍ଟନ*

12-Jun-2026



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟବ୍ୟାପୀ “ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମ ଚାଲୁ ରହିଛି । ସୋନପୁର  ବିଧାନସଭା ନିର୍ବାଚନମଣ୍ଡଳୀରେ ମଧ୍ଯ ଏହା ସଫଳତା ର ସହ ଚାଲିଥିବା ନେଇ ସୂଚନା ଦେଇଛନ୍ତି ଡା. ସୌମ୍ୟରୂପା ରଥ, ଉପଜିଲ୍ଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ । ସେ କହିଛନ୍ତି ଯେ ଆଜି ପର୍ଯ୍ୟନ୍ତ ସମସ୍ତ ୩୧୯ ଗୋଟି ବୁଥରେ ମାତ୍ର ୧୨ ଦିନ ଭିତରେ ୯୯.୫ ପ୍ରତିଶତ ଫର୍ମ ବଣ୍ଟନ ସଫଳତାର ସହ ସରିଯାଇଛି । ଆଉ ୦.୫ ପ୍ରତିଶତ ପ୍ରାୟ ଗୋଟେ ଦିନରେ ସରିଯିବ। ଏ ନେଇ ପୂର୍ବରୁ ବିଏଲଓ ଏବଂ ସୁପରଭାଇଜର ଙ୍କୁ ସ୍ୱତନ୍ତ୍ର ତାଲିମ ଦିଆଯାଇଥିବା ବେଳେ 
ସେ ଏଥିପାଇଁ ସମସ୍ତ ୩୧୯ ବିଏଲଓ, ୩୨ ସୁପରଭାଇଜର, ୭ ଏଇଆରଓ ଏବଂ ସମସ୍ତ ଇଲେକ୍ସନ ଟିମ୍ କୁ ଧନ୍ୟବାଦ୍ ଦେଇଛନ୍ତି । ସେ ପୁଣି କହିଥିଲେ ଯେ ସିଇଓ ଙ୍କ ନିର୍ଦ୍ଦେଶ କ୍ରମେ ଡିଜିଟାଇଜେସନ କାମ ମଧ୍ୟ ଆରମ୍ଭ ହୋଇଯାଇଛି । ଫର୍ମ ଗ୍ରହଣ ଯେଉଁ ହୋଇଛି ଭୋଟର ଙ୍କ ସବିଶେଷ ବିବରଣୀ ସହ ଫୋଟ ଏବଂ ଦସ୍ତଖତ ସମ୍ବଳିତ ଫର୍ମ କୁ ଇସିଆଇ ନେଟ ମାଧ୍ୟମ ରେ ଅପଲୋଡ କରାଯିବ ।ବିଏଲ୍ଓ ମାନେ ମଧ୍ଯ ବିଏଲଓ ଆପ୍ ମାଧ୍ୟମରେ ଅପଲୋଡ଼ କରିବେ । ଭୋଟର ଚାହିଁଲେ ନିଜେ ମଧ୍ୟ ଇସିଆଇ ନେଟ ମାଧ୍ୟମ ରେ ଅପଲୋଡ କରିପାରିବେ । ଡିଜିଟାଇଜେସନ ପରେ ଡ୍ରାଫ୍ଟ ଇଲେକ୍ଟ୍ରୋଲ୍ ରୋଲ୍ ରେ ସେହି ଭୋଟରଙ୍କ ନାମ ଚଢ଼ିଯିବ। ତା ପରେ ଆମର ଆପତ୍ତି ଅଭିଯୋଗ ଅବଧି ଶେଷ ହେବା ପରେ ୬ ସେପ୍ଟେମ୍ବର ରେ ଚୂଡାନ୍ତ ଭୋଟର ତାଲିକା ପ୍ରସ୍ତୁତ କରାଯିବା ନେଇ ସୂଚନା ଦେଇଛନ୍ତି ଉପ ଜିଲ୍ଲାପାଳ ଡ. ସୌମ୍ୟରୂପା ରଥ ।  ଏହା AERO ସ୍ତରରେ ସମସ୍ତ ୪ଗୋଟି ବ୍ଲକ୍ ଏବଂ ତହସିଲ୍‌ରେ ମଧ୍ଯ ଚାଲିଛି ଏବଂ କହିଛନ୍ତି ଏହି ଏସଆଇଆର ର ସମ୍ପୂର୍ଣ ଗୋଟେ ଉଦ୍ଦେଶ୍ୟ ରହିଛି ଯେ ଏକ ସଠିକ୍ ଏବଂ ତ୍ରୁଟିମୁକ୍ତ ଭୋଟର ତାଲିକା ପ୍ରସ୍ତୁତ କରିବା । ଏବଂ ଏଥିପାଇଁ ସୋନପୁରର ସମସ୍ତ ନାଗରିକ, ରାଜନୈତିକ ଦଳ, ସ୍ୱେଚ୍ଛାସେବୀ ସଂଗଠନ ଓ ଗଣମାଧ୍ୟମ ବନ୍ଧୁଙ୍କ ସକ୍ରିୟ ସହଯୋଗ ଆମେ କାମନା କରୁଛୁ । ଏହି କାର୍ଯ୍ୟକ୍ରମକୁ ଡେପୁଟି କଲେକ୍ଟର ସିଦ୍ଧାର୍ଥ ଶେଖର ଦାସ, ଆସିଷ୍ଟାଣ୍ଟ କଲେକ୍ଟର ରାମ ଶଙ୍କର ମିଶ୍ର, ଜୁନିଅର ଆସିଷ୍ଟାଣ୍ଟ ଦେୱାନୀ ପୁଟୁଲିଆ, ଡାଟା ଏଣ୍ଟ୍ରି ଅପରେଟର ରାଧାକାନ୍ତ ପ୍ରଧାନ ଏବଂ କାର୍ଯ୍ୟାଳୟର ଅନ୍ୟ କର୍ମଚାରୀମାନେ ଡିଜିଟାଇଜେସନ୍ ପ୍ରକ୍ରିୟାରେ ବିଏଲଓ ମାନଙ୍କୁ ସାହାଯ୍ୟ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk