-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||     

HOME   ଦେଶ ବିଦେଶ

ଉତ୍ତରାଖଣ୍ଡ ହିମସ୍ଖଳନ ମନେପକାଇ ଦେଲା ୮ ବର୍ଷ ତଳର କେଦାରନାଥ ମହାପ୍ରଳୟ

09-Feb-2021



ନୂଆଦିଲ୍ଲୀ (ପ୍ରେରଣା ଖବର): ଉତ୍ତରାଖଣ୍ଡରେ ଜଳପ୍ରଳୟ । ଚାରିଆଡେ କେବଳ ସୁ ସୁ ଗର୍ଜନ ଆଉ ମାଟି ପାଣି ଏକାକାର । ଏହି ଚିତ୍ରରୁ ହିଁ ଆପଣ ବୁଝି ପାରୁଥିବେ ଏହା କେତେ ଭୟାନକ ହୋଇଥିବ । ଆଉ କେତେ ଲୋକ ଏଥିରେ ଜୀବନ ହାରିଥିବେ । ପାହାଡ ଉପରୁ ପବନ ବେଗରେ ମାଡି ଆସିଥିଲା ପାଣି । ଆଉ ଛାରଖାର ହେଇଯାଇଥିଲା ଜନଜୀବନ । ଘର, ବାଡି ସବୁକିଛି ତା’ ଗର୍ଭରେ ଲୀନ ହେଇଯାଇଥିଲା । ଏ ଦୃଶ୍ୟ ହେଉଛି ଉତ୍ତରାଖଣ୍ଡର ଚମୋଲି ଜିଲ୍ଲା ଜୋସିମଠ ଅଞ୍ଚଳର । ଯେଉଁଠି ପ୍ରକୃତି ଦେଖାଇଛି ନିଜର ଭୟଙ୍କର ରୂପ । ଆଉ ଜୀବନ ହାରିଛନ୍ତି ବହୁ ଲୋକ । ରବିବାର ଭୟଙ୍କର ହିମସ୍ପଳନ ଫଳରେ ଉତ୍ତରାଖଣ୍ଡର ଜୋସିମଠ ନିକଟରେ ହଠାତ୍ ପାହାଡ ଉପରୁ କ୍ଷୀପ୍ର ବେଗରେ ଜଳସ୍ରୋତ ମାଡି ଆସିଥିଲା । ଆଉ ଭାସି ଯାଇଥିଲା ପୂରା ଗାଁ । ଏଥିରେ ରିଷିଗଙ୍ଗା ପାୱାର ପ୍ରୋଜେକ୍ଟ ମଧ୍ୟ ବ୍ୟାପକ ଭାବେ କ୍ଷତିଗ୍ରସ୍ତ ହୋଇଥିଲା । ସେଠାରେ କାମ କରୁଥିବା ଅନେକ ଶ୍ରମିକ ମଧ୍ୟ ଜଳସ୍ରୋତରେ ଭାସି ଯାଇଥିଲେ । କେବଳ ଏହିଥରକ ନୁହେଁ । ଏହାପୂର୍ବରୁ ମଧ୍ୟ ୨୦୧୩ ମସିହାରେ ଉତ୍ତରାଖଣ୍ଡ ଜଳପ୍ରଳୟ ଦେଖିଥିଲା । ଘର, ଦ୍ୱାର, ବଡ ବଡ କୋଠା ଏପରିକି ଭଗବାନ ମଧ୍ୟ ଏହି ଜଳପ୍ରଳୟର ଶିକାର ହୋଇଥିଲେ । ପ୍ରକୃତିର ଏହି ତାଣ୍ଡବ ଯୋଗୁଁ ସେତେବେଳେ ପାଖାପାଖି ୫ ହଜାରରୁ ଅଧିକ ଲୋକ ନିଜର ପ୍ରାଣ ହରାଇଥିଲେ । ସେତେବେଳେ ବାଦଲ ଫଟା ବର୍ଷା କାରଣରୁ ଉତ୍ତରାଖଣ୍ଡରେ ଅଚାନକ ବନ୍ୟା ଭଳି ସ୍ଥିତି ଉପୁଜିଥିଲା । ଯାହା ଫଳରେ ପ୍ରସିଦ୍ଧ କେଦାରନାଥ ମନ୍ଦିର ଜଳରେ ବୁଡିବା ସହିତ ଏହାର ଆଖପାଖ ଅଞ୍ଚଳ ଛାରଖାର୍ ହୋଇଯାଇଥିଲା । ଏବେ ପୁଣି ଥରେ ପ୍ରକୃତିର ଏହି ତାଣ୍ଡବ ରୂପକୁ ଦେଖିବାକୁ ମିଳିଛି । ଆଉ ଉତ୍ତରଖଣ୍ଡର ଏପରି ସ୍ଥିତିରେ ସାରା ଦେଶ ତା’ ସହ ଛିଡା ହୋଇଛି ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । କେବଳ ସେତିକି ନୁହେଁ, ଏହି ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଉଭୟ ଉତ୍ତରାଖଣ୍ଡ ସରକାର ଓ କେନ୍ଦ୍ର ସରକାର ଅନୁକମ୍ପା ରାଶି ଘୋଷଣା କରିଛନ୍ତି । ପ୍ରତି ମୃତକଙ୍କ ପରିବାରକୁ ଉତ୍ତରାଖଣ୍ଡ ସରକାର ୪ ଲକ୍ଷ ଲେଖାଏଁ ଓ କେନ୍ଦ୍ର ସରକାର ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026

You Might Also Like