-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ଶୀତଳଷଷ୍ଠୀ ମହୋତ୍ସବକୁ ଶୃଙ୍ଖଳିତ ଭାବେ ପାଳନ ଉପଲକ୍ଷେ ଜିଲ୍ଲା ପ୍ରଶାସନର ପ୍ରସ୍ତୁତି ବୈଠକ

12-Jun-2026



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ସହରରେ ଆଗାମୀ ଦିନରେ ପାଳିତ ହେବାକୁ ଥିବା ପବିତ୍ର ଶୀତଳଷଷ୍ଠୀ ମହୋତ୍ସବକୁ ସୁରୁଖୁରୁରେ ଓ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଲକ୍ଷ୍ୟରେ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଜିଲ୍ଲାପାଳ ଡ଼. ବିଜୟାନନ୍ଦ ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ବୈଠକରେ ମହୋତ୍ସବ ସମୟରେ ଭକ୍ତ ଓ ସାଧାରଣ ଲୋକଙ୍କ ସୁବିଧା, ସୁରକ୍ଷା ଏବଂ ମୌଳିକ ସେବାର ସୁଚାରୁ ପରିଚାଳନା ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା।
ମହୋତ୍ସବ ସମୟରେ ସହରର ବିଭିନ୍ନ ପୂଜା ମଣ୍ଡପ ଓ ଶୋଭାଯାତ୍ରା ମାର୍ଗରେ ବିଦ୍ୟୁତ୍ ସରବରାହ, ପାନୀୟ ଜଳ ଯୋଗାଣ, ପରିମଳ ବ୍ୟବସ୍ଥା ଓ ସ୍ୱଚ୍ଛତା ରକ୍ଷା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ସମ୍ପୃକ୍ତ ବିଭାଗଗୁଡ଼ିକ ନିଜ ନିଜ ଦାୟିତ୍ୱ ସଠିକ୍ ଭାବେ ତୁଲାଇବା ସହ କୌଣସି ପ୍ରକାର ଅବହେଳା ନ କରିବାକୁ ଅତିରିକ୍ତ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।
ସେହିପରି ମହୋତ୍ସବ ଅବସରରେ ସହରରେ ଯାନବାହନ ଚଳାଚଳକୁ ସୁବ୍ୟବସ୍ଥିତ କରିବା, ଟ୍ରାଫିକ ସମସ୍ୟାର ସମାଧାନ, ରାସ୍ତାଘାଟର ସୁରକ୍ଷା ଓ ଅଗ୍ନିକାଣ୍ଡ ଭଳି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ ବିଭାଗକୁ ସଜାଗ ରହିବାକୁ କୁହାଯାଇଥିଲା। ମହୋତ୍ସବରେ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁ ଓ ଦର୍ଶନାର୍ଥୀଙ୍କ ସମାଗମ ହେବାକୁ ଥିବାରୁ ଆଇନଶୃଙ୍ଖଳା ବଜାୟ ରଖିବା ଏବଂ ଭିଡ଼ ନିୟନ୍ତ୍ରଣ ପାଇଁ ପର୍ଯ୍ୟାପ୍ତ ପୁଲିସ ବଳ ମୁତୟନ କରାଯିବ ବୋଲି ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଗୁଣନିଧି ମଲ୍ଲିକ ସୂଚନା ଦେଇଥିଲେ।
ବୈଠକରେ ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ପୌର ନିର୍ବାହୀ ଅଧିକାରୀ ସନ୍ତୋଷ ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ର, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରାଜେନ୍ଦ୍ର କୁମାର ମାଝୀ, ଡେପୁଟି କଲେକ୍ଟର, ହରିଓଁ ଶମ୍ଭୁ ନାରାୟଣ ଦାସ, ଉପଖଣ୍ଡ ସୂଚନା ଓ ଲୋକ ସଂପର୍କ

ଲକ୍ଷ୍ମୀ ସାକିଆଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଉପସ୍ଥିତ ରହିଥିଲେ। ଏଥିସହ ବିନୋଦନ ସାହିତ୍ୟ ସମିତି, ବସନ୍ତ ବିଳାସ ସାହିତ୍ୟ ସମିତି, ରାଧାରାଣୀପଡ଼ା, ସୁଦପଡ଼ା, ଗାନ୍ଧୀନଗରପଡ଼ା, ବରପାଲିପଡ଼ା, ଟିକ୍ରାପଡ଼ା, ବ୍ରାହ୍ମଣପଡ଼ା, ଲାଲଟିକ୍ରା, ସାଗରପଡ଼ା ଓ ପେଲେସ ଲାଇନ ପୂଜା କମିଟିର କର୍ମକର୍ତ୍ତାମାନେ ବୈଠକରେ ଯୋଗଦେଇ ମହୋତ୍ସବ ପରିଚାଳନା ସମ୍ପର୍କିତ ବିଭିନ୍ନ ପ୍ରସ୍ତାବ ଓ ମତାମତ ରଖିଥିଲେ।
ଶୀତଳଷଷ୍ଠୀ ମହୋତ୍ସବ ବଲାଙ୍ଗିରର ଏକ ପ୍ରମୁଖ ସାଂସ୍କୃତିକ ଓ ଧାର୍ମିକ ପର୍ବ ହୋଇଥିବାରୁ ଏହାକୁ ସଫଳ ଓ ସ୍ମରଣୀୟ କରିବା ପାଇଁ ପ୍ରଶାସନ, ପୂଜା କମିଟି ଏବଂ ସାଧାରଣ ଜନତାଙ୍କ ମଧ୍ୟରେ ସମନ୍ୱୟ ରକ୍ଷା କରି କାର୍ଯ୍ୟ କରିବାକୁ ବୈଠକରେ ଗୁରୁତ୍ୱାରୋପ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk