-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ବିସିଏ ଓ ବିବିଏ  ଟପ୍ପର ତାଲିକାରେ ଶୀର୍ଷ ସ୍ଥାନରେ ଯୁବୋଦୟର ଛାତ୍ରଛାତ୍ରୀ

12-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ପକ୍ଷରୁ ୨୦୨୬ ବର୍ଷର ଏଆଇସିଟିଇ ଅନୁମୋଦିତ  ବିସିଏ ଓ ବିବିଏ ପାଠ୍ୟକ୍ରମର ଫଳାଫଳ ପ୍ରକାଶ ପାଇଛି। ଏହି ଫଳାଫଳରେ ଉଭୟ ପାଠ୍ୟକ୍ରମର ବିଶ୍ୱବିଦ୍ୟାଳୟ ଟପ୍ପର ମାନେ ସାକମା ସ୍ଥିତ  ଯୁବୋଦୟ କଲେଜ ଅଫ୍ ଆଡଭାନ୍ସଡ୍ ଟେକ୍ନୋଲୋଜି (ୱାଇସିଏଟି) ରୁ ହେବା ଶିକ୍ଷାନୁଷ୍ଠାନ ପାଇଁ ଗର୍ବ ଓ ଗୌରବର ବିଷୟ ହୋଇଛି। ବିସିଏ ପାଠ୍ୟକ୍ରମରେ ବିସ୍ମୟ ପ୍ରକାଶ ଦୀକ୍ଷିତ ୯.୩୦  ସିଜିପିଏ ଅର୍ଜନ କରି ବିଶ୍ୱବିଦ୍ୟାଳୟରେ

Bismaya P Dikhit, BCA Topper 9.30

ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଆଦ୍ୟା ଆଦିତି ମେହେର ୮.୮୫ ସିଜିପିଏ ସହ ଦ୍ୱିତୀୟ ସ୍ଥାନ ଏବଂ ସସ୍ମିତା ପଟେଲ ୮.୬୮ ସିଜିପିଏ ସହ ତୃତୀୟ ସ୍ଥାନ ହାସଲ କରିଛନ୍ତି। ସେହିପରି  ବିବିଏ ପାଠ୍ୟକ୍ରମରେ ଅନନ୍ୟା ମହାପାତ୍ର ୮.୨୯ ସିଜିପିଏ  ସହ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ଅମନ ଗୁପ୍ତା ୭.୮୯ ସିଜିପିଏ ସହ ଦ୍ୱିତୀୟ ସ୍ଥାନରେ ରହିଥିବା ବେଳେ ସସ୍ୱତୀ ପ୍ରିୟଦର୍ଶିନୀ ନାୟକ ୭.୮୫ ସିଜିପିଏ ସହ ତୃତୀୟ ସ୍ଥାନ ହାସଲ କରିଛନ୍ତି।

ଚଳିତ ବର୍ଷ ଏଆଇସିଟିଇ ପାଠ୍ୟକ୍ରମର ଫଳାଫଳ ଗତ ବର୍ଷ ତୁଳନାରେ ଅଧିକ ଉତ୍କୃଷ୍ଟ ହୋଇଥିବା ଜଣାପଡ଼ିଛି। ଏହା ସହ ଅନେକ ଛାତ୍ରଛାତ୍ରୀ ରାଜ୍ୟସ୍ତରୀୟ ଓଯେଇଇ-୨୦୨୬ ପ୍ରବେଶିକା ପରୀକ୍ଷାରେ ସଫଳତା ଲାଭ କରି ଏମସିଏ ଓ ଏମବିଏ ପାଠ୍ୟକ୍ରମ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି।

BBA Toppers, ANanya Mahapatra 8.29

ଶିକ୍ଷାନୁଷ୍ଠାନ ଅଧ୍ୟକ୍ଷ  ସମସ୍ତ ସଫଳ ଛାତ୍ରଛାତ୍ରୀଙ୍କୁ ଅଭିନନ୍ଦନ ଜଣାଇ ସେମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଛନ୍ତି। ଅନ୍ୟପକ୍ଷରେ ସଂସ୍ଥାର ନିର୍ଦ୍ଦେଶକ ଶ୍ରୀ ଅମ୍ବରୀଶ ଦାଶ କହିଛନ୍ତି ଯେ, ବଲାଙ୍ଗୀର ଅଞ୍ଚଳର ଛାତ୍ରଛାତ୍ରୀମାନଙ୍କୁ ସୁଲଭ ଖର୍ଚ୍ଚରେ ଉଚ୍ଚମାନର ଶିକ୍ଷା, ଦକ୍ଷତା ବିକାଶ ଓ ନିଯୁକ୍ତିମୁଖୀ ପ୍ରଶିକ୍ଷଣ ପ୍ରଦାନ କରି ସ୍ଥାନୀୟ ଅଞ୍ଚଳରେ ରୋଜଗାରଯୋଗ୍ୟ ଯୁବଶକ୍ତି ଗଢ଼ି ତୋଳିବା ହିଁ ଅନୁଷ୍ଠାନର ମୂଳ ଉଦ୍ଦେଶ୍ୟ। ଏହି ସଫଳତା ସେହି ଲକ୍ଷ୍ୟ ପୂରଣ ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ ବୋଲି ସେ ମତ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk