-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାର ତହସିଲ ଗୁଡିକରେ ଅଚଳାବସ୍ଥା ଯୋଗୁଁ ଲେକେ ହଇରାଣ ସ୍ଥାୟୀ ସମାଧାନ ପାଇଁ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କଲା ଜିଲ୍ଲା ଓକିଲ ସଂଘ 

12-Jun-2026



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ବିଭିନ୍ନ ତହସିଲ୍ ଗୁଡିକରେ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ମାନଙ୍କ ମନୋମୁଖୀ କାରବାର ଯୋଗୁଁ ଏହି ତହସିଲ ଉପରେ ନିର୍ଭର କରୁଥିବା ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଜମିଜମା ସଂକ୍ରାନ୍ତୀୟ ବିଭିନ୍ନ ମାମଲା, ମ୍ୟୁଟେସନ୍ କେଶ,  ଜାତିଗତ ପ୍ରମାଣପତ୍ର, ଆବାସିକ ପ୍ରମାଣପତ୍ର ଓ ଆୟ ସଂପର୍କିିତ ପ୍ରମାଣପତ୍ର  ପାଇବାରେ ଲୋକଙ୍କୁ ଅଯଥାରେ ହଇରାଣ ହେବାକୁ ପଡୁଛି । ବଲାଙ୍ଗୀର ତହସିଲ୍ ସମେତ ଜିଲ୍ଲାର ପୁଇଁନ୍ତଳା, ଦେଓଗାଁ ଓ ତୁଷୁରା ତହସିଲ୍ ରେ ଲୋକେ ଜମିଜମା କାଗଜପତ୍ର କରିବା  ପାଇଁ ତହସିଲକୁ ଦୌଡିଦୌଡି ନୟାନ୍ତ ହୋଇଯାଉଥବା ବେଳେ ବଲାଙ୍ଗୀର ତହସିଲରେ କର୍ମଚାରୀ ଅଭାବର ଆଳ ଦେଖାଇ ଲୋକଙ୍କୁ  ହଇରାଣ କରାଯାଉଥିବା ଅଭିଯୋଗ ହୋଇଛି। ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଆଜି ବଲାଙ୍ଗିର ଜିଲ୍ଲାପାଳ ଗୌରୱ  ଶିୱାଜି ଇଶଲୱାରଙ୍କୁୁ ସକ୍ଷାତ କରି  ତହସିଲ ଗୁଡିକରେ ଲାଗି ରହିଥିବା ଅଚଳାବସ୍ଥାକୁ ତୁରନ୍ତ ଦୂର କରିବା ପାଇଁ ନିବେଦନ କରିଥିଲେ । ବଲାଙ୍ଗୀର ତହସିଲରେ ଦଲାଲ ରାଜକୁ ବନ୍ଦ କରିବା ପାଇଁ ଜିଲ୍ଲାପାଳଙ୍କ ନିକଟରେ ଓକିଲ ମାନେ ଦାବି କରିଛନ୍ତି । ଓକିଲ ସଂଘର ବରିଷ୍ଠ ସଭ୍ୟ ପ୍ରମୋଦ ତ୍ରିପାଠୀ, ଜୟକୃଷ୍ଣ ସାହୁ, ରବି ନାରାୟଣ ବହିଦାର, ହୃଦାନନ୍ଦ ଭୋଇ, ଆର୍ତ୍ତତ୍ରାଣ ପୁରୋହିତ, ଅଶୋକ ନାୟକ, ପ୍ରଶାନ୍ତ ସେନାପତି ପ୍ରମୁଖ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ବଲାଙ୍ଗୀର ତହସିଲର ବିଭିନ୍ନ ସମସ୍ୟା ଉପରେ ଦୃଷ୍ଟିଆକର୍ଷଣ କରିଥିଲେ । ଓକିଲ ମାନଙ୍କ ଅଭିଯୋଗ ପରେ ଏ ସଂକ୍ରାନ୍ତରେ ପଦକ୍ଷେପ ନିଆଯିବ ବୋଲି  ଜିଲ୍ଲାପାଳ ପ୍ରତିଶୃତି ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk