-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ଆଇପିପିଆଇ ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମ ନିମନ୍ତେ ନଗର ସ୍ତରୀୟ ଟାସ୍କ ଫୋର୍ସ ବୈଠକ ଓ ଷ୍ଟପ ଡାଇରିଆ ଅଭିଯାନ-୨୦୨୬ ନିମନ୍ତେ ପ୍ରସ୍ତୁତି ବୈଠକ

13-Jun-2026



 

 ସମ୍ବଲପୁର :(ସଂଜୀବ ପାଣିଗ୍ରାହୀ )ସମ୍ବଲପୁର ମହାନଗର ନିଗମ   ସମ୍ମିଳନୀ କକ୍ଷ ଠାରେ ଡେପୁଟି କମିଶନର ଶ୍ରୀମତୀ ଶୁଭଦିପ୍ତା ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ନଗର ସ୍ତରୀୟ ପୋଲିଓ ଟୀକାକରଣ ଟାସ୍କଫୋର୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା I ଉକ୍ତ କାର୍ଯ୍ୟକ୍ରମ ରେ ଡା ଅଶୋକ କୁମାର ଦାସ (ଅତିରକ୍ତ ଜିଲ୍ଲା ନଗର ଜନ ସ୍ୱାସ୍ଥ୍ୟ ଅଧିକାରୀ) ଯୋଗ ଦେଇ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମ ବିଷୟରେ ସମ୍ୟକ ସୂଚନା ପ୍ରଦାନ କରି ଥିଲେ I ଚଳିତ ବର୍ଷ ଜୁନ ମାସ ୨୮, ୨୯ ଓ ୩୦ ତାରିଖ ରେ  ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହବ I ଜନ୍ମ ରୁ ପାଞ୍ଚ ବର୍ଷ ବୟସ ର ସମସ୍ତ ଶିଶୁ ମାନଙ୍କୁ ୨ ବୁନ୍ଦା ପୋଲିଓ ଦିଆ ଯିବ I ଏହି କାର୍ଯ୍ୟକ୍ରମ ରେ ସ୍ୱାସ୍ଥ୍ୟ ବିଭାଗ ର ୨୧୩ ଟି ଟିମ ନିୟୋଜିତ କାରାଯାଇ ସମ୍ବଲପୁର ମହାନଗର ନିଗମ ଅଧୀନ ରେଥିବା ୨୮୧୨୮  ଜଣ ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ କରିବେ I ଏହି କାର୍ଯ୍ୟକ୍ରମ ରେ ୧୧ ଟି ଟ୍ରାନଜିଟ ଟିମ ନିୟୋଜିତ ହେବେ I  ଆଶା ଦିଦି ଓ ଅଙ୍ଗନବାଡି ଦିଦି ମାନେ ଏହି କାର୍ଯ୍ୟ ରେ ନିୟୋଜିତ ହେବେ I ଆଜିର ସମ୍ମିଳନୀ ରେ ନଗର ସ୍ୱାସ୍ଥ୍ୟ ଅଧିକାରୀ ଡା ସଂଜୀବ କୁମାର ତିରିଆ, ନଗର ଅଧୀନରେ ଥିବା ସମସ୍ତ ମେଡିକାଲ ଅଫିସର, ରେଳ ବାଇ ଅଧିକାରୀ, ବସ ୟୁନିଅନ ସଦସ୍ୟ, ରେସିଡେଣ୍ଟ ୱେଲ ଫେୟାର  ଆଶୋସିଏସନ ର ସଦସ୍ୟ, ଶିକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଏନଜିଓ କର୍ମକର୍ତ୍ତା, ଏମସିଏଲ ଅଧିକାରୀ  ପ୍ରମୁଖ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ କିପରି ସଫଳତା ର ସହିତ କରାଯିବ ସେ ସମ୍ପର୍କ ରେ ଆଲୋଚନା କରିଥିଲେ I ଉକ୍ତ ସଭାରେ "ଷ୍ଟପ ଡାଏରିଆ abhijan- ୨୦୨୬" କାର୍ଯ୍ୟକ୍ରମ ସମ୍ପର୍କ ରେ ମଧ୍ୟ ଆଲୋଚନା କରାଯାଇ ଥିଲା ଯାହା ୧୬ ଜୁନ ୨୦୨୬ ରୁ ୩୧ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଚାଲିବ I ସମ୍ବଲପୁର ନଗର ରେ ଯେମିତି ଡାଏରିଆ ଜନିତ ମୃତ୍ୟୁ  ନ ହେବ ସେଥି ପାଇଁ  ଜନ ସଚେତନତା କାର୍ଯ୍ୟକ୍ରମ କୁ ଜୋରଦାର କରାଯିବ ବୋଲି ସଂକଳ୍ପ ନିଆଗଲା I ବିଶେଷ କରି ସୁଷମଖାଦ୍ୟ, ପାନୀୟ ଜଳ ଓ ସ୍ୱଛତା ଉପରେ ସଚେତନତା ପାଇଁ ଡା ଅଶୋକ କୁମାର ଦାସ ଗୁରୁତ୍ୱାରୋପ କରି ଥିଲେ I ଏହି ସଭାକୁ ନଗର କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ନିକୁ ରଞ୍ଜନ ପ୍ରତିହାରୀ ପରିଚାଳନା କରିଥିଲେ I

ପଲ୍ସ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମ ନିମନ୍ତେ ନଗର ସ୍ତରୀୟ ଟାସ୍କ ଫୋର୍ସ ବୈଠକ ଓ ଷ୍ଟପ ଡାଇରିଆ ଅଭିଯାନ-୨୦୨୬ ନିମନ୍ତେ ପ୍ରସ୍ତୁତି ବୈଠକ 

 

 

ସମ୍ବଲପୁର:(ସଂଜୀବ ପାଣିଗ୍ରାହୀ )- ସମ୍ବଲପୁର ମହାନଗର ନିଗମ ସମ୍ମିଳନୀ କକ୍ଷ ଠାରେ ଡେପୁଟି କମିଶନର ଶ୍ରୀମତୀ ଶୁଭଦିପ୍ତା ମହାନ୍ତି ଙ୍କ ଅଧ୍ୟକ୍ଷତା ରେ ନଗର ସ୍ତରୀୟ ପୋଲିଓ ଟୀକାକରଣ ଟାସ୍କଫୋର୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା I ଉକ୍ତ କାର୍ଯ୍ୟକ୍ରମ ରେ ଡା ଅଶୋକ କୁମାର ଦାସ (ଅତିରକ୍ତ ଜିଲ୍ଲା ନଗର ଜନ ସ୍ୱାସ୍ଥ୍ୟ ଅଧିକାରୀ) ଯୋଗ ଦେଇ ପୋଲିଓ ଟୀକାକରଣ କାର୍ଯ୍ୟକ୍ରମ ବିଷୟରେ ସମ୍ୟକ ସୂଚନା ପ୍ରଦାନ କରି ଥିଲେ I ଚଳିତ ବର୍ଷ ଜୁନ ମାସ ୨୮, ୨୯ ଓ ୩୦ ତାରିଖ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହବ I ଜନ୍ମ ରୁ ପାଞ୍ଚ ବର୍ଷ ବୟସ ର ସମସ୍ତ ଶିଶୁ ମାନଙ୍କୁ ୨ ବୁନ୍ଦା ପୋଲିଓ ଦିଆ ଯିବ I ଏହି କାର୍ଯ୍ୟକ୍ରମ ରେ ସ୍ୱାସ୍ଥ୍ୟ ବିଭାଗ ର ୨୧୩ ଟି ଟିମ ନିୟୋଜିତ କାରାଯାଇ ସମ୍ବଲପୁର ମହାନଗର ନିଗମ ଅଧୀନ ରେଥିବା ୨୮୧୨୮ ଜଣ ଶିଶୁଙ୍କୁ ପୋଲିଓ ବୁନ୍ଦା ପ୍ରଦାନ କରିବେ I ଏହି କାର୍ଯ୍ୟକ୍ରମ ରେ ୧୧ ଟି ଟ୍ରାନଜିଟ ଟିମ ନିୟୋଜିତ ହେବେ I ଆଶା ଦିଦି ଓ ଅଙ୍ଗନବାଡି ଦିଦି ମାନେ ଏହି କାର୍ଯ୍ୟ ରେ ନିୟୋଜିତ ହେବେ I ଆଜିର ସମ୍ମିଳନୀ ରେ ନଗର ସ୍ୱାସ୍ଥ୍ୟ ଅଧିକାରୀ ଡା ସଂଜୀବ କୁମାର ତିରିଆ, ନଗର ଅଧୀନରେ ଥିବା ସମସ୍ତ ମେଡିକାଲ ଅଫିସର, ରେଳ ବାଇ ଅଧିକାରୀ, ବସ ୟୁନିଅନ ସଦସ୍ୟ, ରେସିଡେଣ୍ଟ ୱେଲ ଫେୟାର ଆଶୋସିଏସନ ର ସଦସ୍ୟ, ଶିକ୍ଷା ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ସୂଚନା ଓ ଲୋକ ସମ୍ପର୍କ ବିଭାଗ, ଏନଜିଓ କର୍ମକର୍ତ୍ତା, ଏମସିଏଲ ଅଧିକାରୀ ପ୍ରମୁଖ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମ କୁ କିପରି ସଫଳତା ର ସହିତ କରାଯିବ ସେ ସମ୍ପର୍କ ରେ ଆଲୋଚନା କରିଥିଲେ I ଉକ୍ତ ସଭାରେ "ଷ୍ଟପ ଡାଏରିଆ abhijan- ୨୦୨୬" କାର୍ଯ୍ୟକ୍ରମ ସମ୍ପର୍କ ରେ ମଧ୍ୟ ଆଲୋଚନା କରାଯାଇ ଥିଲା ଯାହା ୧୬ ଜୁନ ୨୦୨୬ ରୁ ୩୧ ଜୁଲାଇ ୨୦୨୬ ପର୍ଯ୍ୟନ୍ତ ଚାଲିବ I ସମ୍ବଲପୁର ନଗର ରେ ଯେମିତି ଡାଏରିଆ ଜନିତ ମୃତ୍ୟୁ ନ ହେବ ସେଥି ପାଇଁ ଜନ ସଚେତନତା କାର୍ଯ୍ୟକ୍ରମ କୁ ଜୋରଦାର କରାଯିବ ବୋଲି ସଂକଳ୍ପ ନିଆଗଲା I ବିଶେଷ କରି ସୁଷମଖାଦ୍ୟ, ପାନୀୟ ଜଳ ଓ ସ୍ୱଛତା ଉପରେ ସଚେତନତା ପାଇଁ ଡା ଅଶୋକ କୁମାର ଦାସ ଗୁରୁତ୍ୱାରୋପ କରି ଥିଲେ I ଏହି ସଭାକୁ ନଗର କାର୍ଯ୍ୟକ୍ରମ ପରିଚାଳକ ଶ୍ରୀ ନିକୁ ରଞ୍ଜନ ପ୍ରତିହାରୀ ପରିଚାଳନା କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like