-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||     

HOME   ଜିଲ୍ଲା

ଅଖିଳ ଭାରତ ବ୍ୟବସାୟୀ ସଂଘ(କନଫେଡେରେସନ ଅଫ ଅଲ୍ ଇଣ୍ଡିଆ ଟ୍ରେଡର୍ସ୍ )ର ବଲାଙ୍ଗିର ଶାଖା ଉଦଘାଟିତ

13-Jun-2026



ବଲାଙ୍ଗିର(ପ୍ରେରଣା ଖବର): ଆଜି ସ୍ଥାନୀୟ ତାରା ଦରବାର ଠାରେ ଅଖିଳ ଭାରତ ବ୍ୟବସାୟୀ ସଂଘର ଏକ ଅଧିବେଶନ ସ୍ଥାନୀୟ ପ୍ରତିଷ୍ଠିତ ବ୍ୟବସାୟୀ ଏବଂ ରାଷ୍ଟ୍ରୀୟ ତଥା ପ୍ରାଦେଶିକ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ଅଧିବେଶନରେ ରିଙ୍କୁ ପାତ୍ର ଅତିଥି ପରିଚୟ ପ୍ରଦାନ କରିବା ସହ ରବି ଅଗ୍ରୱାଲ, ବିକାଶ ଅଗ୍ରୱାଲ ଏବଂ ଆଶିଷ ଅଗ୍ରୱାଲଙ୍କ ସଂଯୋଜନାରେ ସଭା କାର୍ଯ୍ୟ ଆୟୋଜିତ ହୋଇଥିଲା l ଅଧିବେଶନରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଆର କେ ଶୁକ୍ଲା  ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ବ୍ୟବସାୟୀ ମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟା ତଥା ଏହି ସଂଘ ଦ୍ୱାରା କେଉଁଭଳି ଭାବରେ ସମସ୍ୟା ଗୁଡିକର ସମାଧାନ କରାଯାଉଛି ଆଲୋକପାତ କରିଥିଲେ l ଓଡିଶା ପ୍ରାଦେଶିକ ଅଧ୍ୟକ୍ଷ ଗୋବିନ୍ଦ ଅଗ୍ରୱାଲ , ଓଡିଶା ସଭାପତି  ଜିତେନ୍ଦ୍ର ଗୁପ୍ତା ତଥା ଜି.ଏସ.ଟି ଉପଦେଷ୍ଟା ପ୍ରକାଶ ଜୈନ, ସି ଏ ଏହି ଅଧିବେଶନରେ ଉଦବୋଧନ ଦେଇଥିଲେ l ଆଜିର ଏହି ଅଧିବେଶନରେ ବଲାଙ୍ଗିର ଶାଖାର ଅଧକ୍ଷ ରୂପେ ମହେନ୍ଦ୍ର ଅଗ୍ରୱାଲ, ସଭାପତି ପ୍ରକାଶ କୁମାର ନେପାକ, ସମ୍ପାଦକ ରାଜୀବ ଗୋୟଲ, ଉପସଭାପତି ବିକାଶ  ଅଗ୍ରୱାଲ, ଯୁଗ୍ମ ସମ୍ପାଦକ ରିଙ୍କୁ ପାତ୍ର ତଥା କୋଷାଧକ୍ଷ ନରସିଂହ ଅଗ୍ରୱାଲଙ୍କୁ ସର୍ବସମ୍ମତି କ୍ରମେ ମୋନନୀତ କରାଯିବା ପରେ ପ୍ରାଦେଶିକ ସଭାପତି ଜିତେନ୍ଦ୍ର ଗୁପ୍ତା  ଶପଥ ପାଠ କରାଇଥିଲେ l ଆଜିର ଏହି ଅଧିବେଶନ ରେ  ବାଇଶ ଜଣ ସଭ୍ୟ ଙ୍କୁ ଅଖିଳ ଭାରତ ବ୍ୟବସାୟୀ ସଂଘ (CAIT)ର ଆଜୀବନ ସଭ୍ୟ ରୂପେ ଗ୍ରହଣ କରାଯାଇ ଶପଥ ପାଠ କରାଇ ଥିଲେ l ଅଧିବେଶନରେ ବଲାଙ୍ଗିର ର ବିଶିଷ୍ଟ ଯୁବ ବ୍ୟବସାୟୀ ରମେଶ ଅଗ୍ରୱାଲଙ୍କ ଆକସ୍ମିକ ବିୟୋଗରେ ତାଙ୍କ  ଆତ୍ମାର ସଦଗତି ପାଇଁ ଦୁଇ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା l ଅଧିବେଶନରେ ବଲାଙ୍ଗିର ଶାଖା ଅଧକ୍ଷ ମହେନ୍ଦ୍ର ଅଗ୍ରୱାଲ ତଥା ସଭାପତି ପ୍ରକାଶ କୁମାର ନେପାକ ଉଦବୋଧନ ଦେଇ  ବ୍ୟବସାୟୀ ମାନଙ୍କ ବୃହତ୍ତର ସ୍ୱାର୍ଥ ଦୃଷ୍ଟିରୁ ଏହି ସଂଘକୁ ମଜବୁତ କରିବା ପାଇଁ ଆହ୍ୱାନ ଦେଇଥିଲେ l ପରିଶେଷରେ ପ୍ରାଦେଶିକ  ସଭାପତି ଶ୍ରୀ ଗୁପ୍ତା ଏବଂ ବଲାଙ୍ଗିର ଶାଖା ସମ୍ପାଦକ ରାଜୀବ ଗୋୟଲ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026

You Might Also Like