-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||     

HOME   ଜିଲ୍ଲା

ଶ୍ରାଦ୍ଧବାର୍ଷିକୀରେ ସେବାର ନିଆରା ଦୃଷ୍ଟାନ୍ତ : ଡାକ୍ତରଖାନାକୁ ହ୍ୱିଲ୍ ଚେୟାର ପ୍ରଦାନ ଏବଂ ରୋଗୀଙ୍କୁ ଫଳ ବଣ୍ଟନ

13-Jun-2026



ବରପାଲି , (ସୁଦାମ ଦୀପ)ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ସାହୁଙ୍କ ଧର୍ମପତ୍ନୀ ସ୍ୱର୍ଗତା ଅସର୍ପି ସାହୁଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ ଅବସରରେ ପରିବାର ପକ୍ଷରୁ ଏକ ପ୍ରଶଂସନୀୟ ସେବାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ସ୍ୱର୍ଗତା ଅସର୍ପି ସାହୁଙ୍କ ସ୍ମୃତିଚାରଣ କରି ତାଙ୍କ ପୁତ୍ର ସରୋଜ ସାହୁ ଓ ପୁତ୍ରବଧୂ ସୁଧାମାୟୀ ସାହୁଙ୍କ ଦ୍ୱାରା ସ୍ଥାନୀୟ ଡାକ୍ତରଖାନାକୁ ଏକ ହ୍ୱିଲ୍ ଚେୟାର ପ୍ରଦାନ କରାଯାଇଥିଲା।ଏହି ଅବସରରେ ବରଗଡ ଜ଼ିଲ୍ଲା ବରପାଲି ବ୍ଲକ ଅନ୍ତର୍ଗତ ସତଲମା ଡାକ୍ତରଖାନାରେ ଚିକିତ୍ସାଧୀନ ରୋଗୀମାନଙ୍କୁ ଫଳ ବଣ୍ଟନ କରାଯାଇ ସେମାନଙ୍କ ସୁସ୍ଥତା କାମନା କରାଯାଇଥିଲା। ଏଭଳି ସାମାଜିକ ଓ ମାନବିକ କାର୍ଯ୍ୟ ଉପସ୍ଥିତ ଲୋକଙ୍କ ମନକୁ ଛୁଇଁଥିବା ବେଳେ ସମାଜ ପାଇଁ ଏକ ସକାରାତ୍ମକ ବାର୍ତ୍ତା ଦେଇଥିଲା।ଡାକ୍ତର ଚିନ୍ମୟ ପଧାନ ହ୍ୱିଲ୍ ଚେୟାର ଗ୍ରହଣ କରି ପରିବାରକୁ ଧନ୍ୟବାଦ ଜଣାଇଥିଲେ। ସେ କହିଥିଲେ ଯେ, ଡାକ୍ତରଖାନାକୁ ପ୍ରଦାନ କରାଯାଇଥିବା ଏହି ହ୍ୱିଲ୍ ଚେୟାର ଅସହାୟ, ବୃଦ୍ଧ ଓ ଭିନ୍ନକ୍ଷମ ରୋଗୀମାନଙ୍କ ପାଇଁ ବେଶ୍ ଉପଯୋଗୀ ସାବ୍ୟସ୍ତ ହେବ। ଏହା ଦ୍ୱାରା ରୋଗୀମାନଙ୍କ ଚିକିତ୍ସା ଓ ଯାତାୟାତରେ ସୁବିଧା ହେବ ବୋଲି ସେ ମତ ପ୍ରକାଶ କରିଥିଲେ। ସ୍ୱର୍ଗତା ଅସର୍ପି ସାହୁଙ୍କ ସ୍ମୃତିରେ ପରିବାର ପକ୍ଷରୁ କରାଯାଇଥିବା ଏହି ମହତ୍ କାର୍ଯ୍ୟ ସ୍ଥାନୀୟ ଅଞ୍ଚଳରେ ପ୍ରଶଂସାର ପାତ୍ର ହୋଇଥିବା ସହ ଅନ୍ୟମାନଙ୍କ ପାଇଁ ମଧ୍ୟ ପ୍ରେରଣାର ଉତ୍ସ ପାଲଟିଛି। ସମାଜରେ ସେବା ଓ ସହଯୋଗର ଭାବନାକୁ ଆଗକୁ ବଢ଼ାଇବାରେ ଏଭଳି ପଦକ୍ଷେପ ନିଶ୍ଚିତ ଭାବେ ସହାୟକ ହେବ ବୋଲି ବୁଦ୍ଧିଜୀବୀମାନେ ମତ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମ ରେ ଫାର୍ମାସିଷ୍ଟ ସଂଜୀବ ସେଠ୍, ଦିନେଶ ସାହୁ ଙ୍କ ସମେତ କର୍ମଚାରୀଗଣ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026

You Might Also Like