-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||     

HOME   ଜିଲ୍ଲା

ଗୋର୍ଖା କଲୋନୀ ବସ୍ତିକୁ ବିନା ଥଇଥାନରେ ଉଛେଦ ନୋଟିସ୍ ବିରୁଦ୍ଧରେ ବିକ୍ଷୋଭ

13-Jun-2026



କଟକ, ୧୩/୬ /୨୦୨୬ (ତପନ ମହାନ୍ତି)ନିକଟରେ ରେଳବାଇ ପକ୍ଷରୁ କୌଣସି ଅଧିକାରୀଙ୍କ ଦସ୍ତଖତ ନଥାଇ ଏକ ନୋଟିସ ଗୋର୍ଖା କଲୋନୀ ବସ୍ତିର ଘରମାନଙ୍କରେ ଲଗା ଯାଇଛି। ଏକ ସପ୍ତାହ ମଧ୍ୟରେ ଉଛେଦ ପାଇଁ କୁହାଯାଇଛି। ବିନା ଥଇଥାନରେ ଏହି ବେଆଇନ ନୋଟିସ୍ ବିରୁଦ୍ଧରେ ଆଜି ରେଳ ବିଭାଗର ସିନିୟର ସେକ୍ସନ ଇଞ୍ଜିନିୟର (ଏସ୍ ଏସ୍ ଇ) ୱାର୍କ ଅଫିସ୍ ସମ୍ମଖରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ ଶତାଧିକ ବସ୍ତି ବାସିନ୍ଦା ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହି ଗୋର୍ଖା ବସ୍ତି ବହୁ ପୁରୁଣା ବସ୍ତି। ବସ୍ତିର ଲୋକମାନେ ରେଲୱେ ଷ୍ଟେସନରେ  ସଫେଇ କର୍ମୀ ଭାବରେ ପିଢ଼ି ପରେ ପିଢ଼ି କାମ କରି ଆସୁଛନ୍ତି। ଦିନରାତି ସେ ବସ୍ତିର ଲୋକମାନେ ଷ୍ଟେସନ ସଫେଇ କାର୍ଯ୍ୟରେ ଲିପ୍ତ ଥାଆନ୍ତି। ସେମାନଙ୍କ ପିଲାଛୁଆମାନେ ସେହି ସ୍ଥାନୀୟ ରେଲୱେ ସ୍କୁଲରେ ପାଠ ପଢ଼ନ୍ତି। ସେ ବସ୍ତିରେ ଅଧିକାଂଶ ଲୋକ ଦଳିତ ସମ୍ପ୍ରଦାୟର। ସେମାନଙ୍କର କୌଣସି ବିକଳ୍ପ ବ୍ୟବସ୍ଥା ନକରା ଯାଇ ସେମାନଙ୍କୁ ଉଛେଦ ନୋଟିସ ଦେବା ମହାନଗର ନିଗମ ଆଇନକୁ ତାହା ବିରୁଦ୍ଧାଚରଣ କରୁଛି। ଏଣୁ ଏହି ବେଆଇନ ଉଛେଦ ପ୍ରତିବାଦରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ପକ୍ଷରୁ ଶତାଧିକ ବସ୍ତି ବାସିନ୍ଦା ବିକ୍ଷୋଭ ପ୍ରଦର୍ଶନ କରି ଏସ୍ ଏସ୍ ଇ (ୱାର୍କ୍) ଙ୍କୁ ଏକ ସ୍ମାରକପତ୍ର ଦେଇଥିଲେ। ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚ ଆବାହକ ଖଗେଶ୍ୱର ସେଠୀ ନେତୃତ୍ବରେ ଏସ୍ ୟୁ ସି ଆଇ (ସି) ଜିଲ୍ଲା ସମ୍ପାଦକ ବିଶ୍ୱାବସୁ ଦସ, ବସନ୍ତ ନାୟକ, ବସ୍ତି ନେତା ଦୀପକ ଦାସ ପ୍ରମୁଖ ବକ୍ତବ୍ଯ ରଖିଥିଲେ। ବିଜୁ ନାୟକ, ପବିତ୍ର ଘଡ଼ାଇ, ପିଣ୍ଟୁ ନାୟକ ମୋହନ ନାୟକ, ମଞ୍ଜୁ ନାୟକ ପ୍ରମୁଖ ବିକ୍ଷୋଭ ପରିଚାଳନା କରିଥିଲେ|


News Comment




Photo in News

Advertisment
Lastest News
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026

You Might Also Like