-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଯୋଗ ଅଭ୍ୟାସ ଓ ମ୍ୟାଲେରିଆ ନିରାକରଣ ସଚେତନତା କାର୍ଯ୍ୟକ୍ରମ

13-Jun-2026



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ଉପଖଣ୍ଡର କ୍ଷେମାଲୋଏ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପକ୍ଷରୁ ଉଦେପଦର ଗ୍ରାମରେ ଏକ ଯୋଗ ଶିବିର ଓ ମ୍ୟାଲେରିଆ ନିରାକରଣ ସଚେତନତା କାର୍ଯ୍ୟକ୍ରମ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମ ଆଶା କର୍ମୀ ମନ୍ଦାକିନୀ ପ୍ରଧାନଙ୍କ ତତ୍ତ୍ୱାବଧାନରେ ସମ୍ପନ୍ନ ହୋଇଥିଲା। ଏହି କାର୍ଯ୍ୟକ୍ରମରେ କ୍ଷେମାଲୋଏ ଉପ-ସ୍ୱାସ୍ଥ୍ୟ କେନ୍ଦ୍ରର ସ୍ଵାସ୍ଥ୍ୟ ଅଧିକାରିଣୀ ନିବେଦିତା ପଧାନ ଉପସ୍ଥିତ ରହି ମ୍ୟାଲେରିଆ ରୋଗର କାରଣ, ଲକ୍ଷଣ, ପ୍ରତିକାର ଓ ସଚେତନତାର ଆବଶ୍ୟକତା ସମ୍ପର୍କରେ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇଥିଲେ। ସେ ଘର ଚାରିପାଖ ସଫା-ସୁତୁରା ରଖିବା, ମଶାରୀ ବ୍ୟବହାର କରିବା ଏବଂ ଜ୍ୱର ଦେଖାଦେଲେ ତୁରନ୍ତ ସ୍ୱାସ୍ଥ୍ୟ ପରୀକ୍ଷା କରାଇବାକୁ ପରାମର୍ଶ ଦେଇଥିଲେ।ଏହି ଅବସରରେ ଯୋଗଗୁରୁ ଡ଼. ହୃଷୀକେଶ ଦେହେରୀ ଯୋଗର ଲକ୍ଷ୍ୟ, ଉପକାରିତା ଏବଂ ନିୟମିତ ଯୋଗାଭ୍ୟାସ ଦ୍ୱାରା ଶାରୀରିକ ଓ ମାନସିକ ସୁସ୍ଥତା ବଜାୟ ରଖିବା ସମ୍ପର୍କରେ ଆଲୋକପାତ କରିଥିଲେ। ସେ କହିଥିଲେ ଯେ ପରିବେଶ ସୁରକ୍ଷା କରିବା ଆମ ସମସ୍ତଙ୍କର ଗୁରୁଦାୟିତ୍ୱ ଅଟେ। ସୁସ୍ଥ ଜୀବନଶୈଳୀ ଓ ରୋଗ ପ୍ରତିରୋଧ କ୍ଷମତା ବୃଦ୍ଧି ପାଇଁ ଯୋଗ ଏକ ସରଳ ଏବଂ ପ୍ରଭାବଶାଳୀ ମାଧ୍ୟମ।କାର୍ଯ୍ୟକ୍ରମରେ ଗ୍ରାମର ବହୁ ମହିଳା, ଛାତ୍ରଛାତ୍ରୀ, ପୁରୁଷ ଓ ଯୁବକ-ଯୁବତୀ ଯୋଗଦେଇ ଯୋଗାଭ୍ୟାସ କରିବା ସହିତ ମ୍ୟାଲେରିଆ ନିରାକରଣ ସମ୍ପର୍କରେ ସଚେତନତା ବାର୍ତ୍ତା ଗ୍ରହଣ କରିଥିଲେ।ଶେଷରେ ସମସ୍ତଙ୍କୁ ସୁସ୍ଥ ଓ ସଚେତନ ସମାଜ ଗଠନ ପାଇଁ ଏକାଠି କାମ କରିବାକୁ ଆହ୍ୱାନ କରାଯାଇଥିଲା। ଶେଷରେ ଅଙ୍ଗନୱାଡ଼ି କର୍ମୀ ସୁବାଶିନୀ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like