-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତ    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||     

HOME   ଜିଲ୍ଲା

ଟୋକନ ସମସ୍ୟା ପ୍ରତିବାଦରେ ଶନିବାର ଗୋଡ଼ଭଗା ମାର୍କେଟ୍ ୟାର୍ଡରେ ଚାଷୀ ବୈଠକ: ଆନ୍ଦୋଳନ ପାଇଁ ରଣନୀତି ପ୍ରସ୍ତୁତ

13-Jun-2026



ରେଙ୍ଗାଲିକ୍ୟାମ୍ପ(ଆକାଶ ମିଶ୍ର): ରାଜ୍ୟରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ଟୋକନ ସମସ୍ୟା ଏବେ ଚାଷୀଙ୍କ ପାଇଁ ଗୁରୁତର ରୂପ ଧାରଣ କରିଛି। ସରକାରୀ ସ୍ତରରେ ଜୁନ୍ ଶେଷ ସୁଦ୍ଧା ଧାନ ସଂଗ୍ରହ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିଲେ ହେଁ, ଜୁନ୍ ମାସର ପ୍ରାୟ ଅଧା ବିତିଯାଇଥିଲେ ସୁଦ୍ଧା ବହୁ ଚାଷୀଙ୍କ ଦ୍ୱିତୀୟ ଓ ତୃତୀୟ ଟୋକନ ଆସିନାହିଁ। ଏପରିକି ଜମି ପରିମାଣ ଅନୁଯାୟୀ କମ୍ ଟୋକନ ପାଇଥିବା ଚାଷୀଙ୍କ ବାକିତକ ଟୋକନ ମଧ୍ୟ ମିଳିନାହିଁ। ଏହାର ପ୍ରତିବାଦରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ଆସନ୍ତା ମଙ୍ଗଳବାର ଦିନ ରେଂଗାଲିକେମ୍ପରୁ ଗୋଡ଼ଭଗା ମଧ୍ୟରେ ରାସ୍ତାରୋକ କରିବାକୁ ଚୂଡ଼ାନ୍ତ ନିଷ୍ପତ୍ତି ନେଇଛି।
ପ୍ରଶାସନ ପକ୍ଷରୁ ଚାଷୀଙ୍କୁ ଟୋକନ ପ୍ରଦାନ କରିବାର ଡେଡ୍‌ଲାଇନ୍ ଗତ ଶୁକ୍ରବାର ସରିଯାଇଥିବାରୁ, ଶନିବାର ସଂଧ୍ୟାରେ ଗୋଡ଼ଭଗା ମାର୍କେଟ୍ ୟାର୍ଡରେ ସଂଗଠନର ସଭାପତି ଭୁବନ ପ୍ରଧାନଙ୍କ ସଭାପତିତ୍ୱରେ ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ଅତାବିରା ବ୍ଳକ ଏବଂ ଭେଡେନ ବ୍ଳକର ଥୁଆପାଲି ଓ ଖୁଣ୍ଟୁଲିପାଲି ଅଞ୍ଚଳର ବହୁସଂଖ୍ୟାରେ ଚାଷୀ ଯୋଗ ଦେଇଥିଲେ। ମଝିରେ ଦୁଇ ଦିନ ରଜ ସରକାରୀ ଛୁଟି ଥିବାରୁ, ମଙ୍ଗଳବାର ଦିନ ବ୍ୟାପକ ଭାବେ ରାସ୍ତାରୋକ କରିବାକୁ ସମସ୍ତେ ସହମତି ପ୍ରକାଶ କରିଛନ୍ତି।ମଙ୍ଗଳବାର ହେବାକୁ ଥିବା ଏହି ଆନ୍ଦୋଳନକୁ ସଫଳ କରିବା ପାଇଁ ବୈଠକରେ ବ୍ଲୁ-ପ୍ରିଣ୍ଟ ପ୍ରସ୍ତୁତ କରାଯାଇଛି। ଧାନ ଗାଡ଼ି ସହ ଚାଷୀ ସମାବେଶ କରିବା, ଆନ୍ଦୋଳନକାରୀଙ୍କ ଖାଇବା ଏବଂ ପ୍ରବଳ ଖରାକୁ ଦୃଷ୍ଟିରେ ରଖି ପାନୀୟ ଜଳର ସୁବ୍ୟବସ୍ଥା କରିବା ପାଇଁ ଯୋଜନା କରାଯାଇଛି।
ଉଲ୍ଲେଖଯୋଗ୍ୟ ଯେ, ଚାଷୀଙ୍କ ସମସ୍ତ ଟୋକନ ପ୍ରଦାନ ଦାବିରେ ଗତ ୧ ତାରିଖ ଦିନ ଅତାବିରା ବ୍ଳକ କାର୍ଯ୍ୟାଳୟରେ ଓଡ଼ିଶା ରାଜ୍ୟ କୃଷକ ସଂଗଠନ ପକ୍ଷରୁ ଜିଲ୍ଲାପାଳଙ୍କୁ ଏକ ଦାବିପତ୍ର ପ୍ରଦାନ କରାଯାଇଥିଲା। ଏହାପରେ ଗତ ୧୦ ତାରିଖରେ ବୈଠକ କରି ଶୁକ୍ରବାର ସୁଦ୍ଧା ଟୋକନ ନଆସିଲେ ଆନ୍ଦୋଳନର ଚେତାବନୀ ଦିଆଯାଇଥିଲା। ମାତ୍ର ପ୍ରଶାସନର ଉଦାସୀନତା ଯୋଗୁଁ ଟୋକନ ନଆସିବାରୁ ଶେଷରେ ଚାଷୀ ସଂଗଠନ ରାଜପଥକୁ ଓହ୍ଲାଇବାକୁ ବାଧ୍ୟ ହୋଇଛି।
ଶନିବାରର ଏହି ବୈଠକରେ ସଂଗଠନର ସମ୍ପାଦକ ନରେନ୍ଦ୍ର ପ୍ରଧାନ, ଚାଷୀ ନେତା ବୀରେନ୍ଦ୍ର କର, ବୁଦ୍ଧଦେବ ନନ୍ଦ, ମନୋରଞ୍ଜନ ସାହୁ, ଦେବେନ୍ଦ୍ର ସାହୁ, ସୁରେଶ କର୍ଣ୍ଣ, ସମୀର ପ୍ରଧାନ, ରାଜେଶ ପ୍ରଧାନ, ଗୁରୁଦେବ ଭୋଇ, ବି ପାପାରାଓ, ସଂକ୍ରାନ୍ତି ଭେଙ୍କଟେଶ୍ୱର ରାଓ, ଭି କ୍ରିଷ୍ଣ ମୂର୍ତ୍ତି, ଏମ୍ ସତ୍ୟ ପ୍ରକାଶ, ଜେ ସୂର୍ଯ୍ୟପ୍ରକାଶ ଏବଂ କେ ରାମ ବାବୁଙ୍କ ସମେତ ଅଞ୍ଚଳର ଶତାଧିକ ଚାଷୀ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତ   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026

You Might Also Like