-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଭାରତୀୟ ଜନତା ପାର୍ଟି ର ଜିଲ୍ଲା ପଦାଧିକାରୀ ମାନଙ୍କ ବୈଠକ ଅନୁଷ୍ଠିତ l

14-Jun-2026



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ନବରଙ୍ଗପୁର ଜିଲ୍ଲା ଭାରତୀୟ ଜନତା ପାର୍ଟି ତରଫରୁ ସମସ୍ତ ଜିଲ୍ଲା ପଦାଧିକାରୀ, ମୋର୍ଚ୍ଚା ସଭାପତି ଓ ମଣ୍ଡଳ ପ୍ରଭାରୀ ମାନଙ୍କ ମାସିକ ବୈଠକ ଜିଲ୍ଲା ସଭାପତି ଶ୍ରୀ କୁଞ୍ଜବିହାରୀ ଦାଶ ଙ୍କ ସଭାପତିତ୍ବ ରେ ନବରଙ୍ଗପୁର ସ୍ଥିତଭାରତୀୟ ଜନତା ପାର୍ଟି ର ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ନବରଙ୍ଗପୁର ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ତଥା ନବରଙ୍ଗପୁର ବିଧାୟକ ଗୌରୀଶଙ୍କର ମାଝି,ଶ୍ରୀମତୀ ବାସନ୍ତୀ ମାଝୀ,ଅଧ୍ୟକ୍ଷ ସ୍ୱତନ୍ତ୍ର ଉନ୍ନୟନ ପରିଷଦ,ଉପାଧ୍ୟକ୍ଷ ଲିଙ୍ଗରାଜ ଭତ୍ରା,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଜଗଦୀଶ ବିଷୋୟୀ, ଜିଲ୍ଲା ସାଧାରଣ ସମ୍ପାଦକ ଦେବଦାସ ମହାଙ୍କୁଡ,ଜ୍ୟୋତି ରଞ୍ଜନ କଂସ,ସୁରେଶ ଆଚାର୍ଯ୍ୟ,ଜିଲ୍ଲା ସମ୍ପାଦକ ସନ୍ତୋଷ ପାତ୍ର,ଜିଲ୍ଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ମନ୍ଦିରା ନାୟକ, କୃଷକ ମୋର୍ଚ୍ଚା ସଭାପତି ଜଗଦିଶ କଲାର,ଜିଲ୍ଲା ଆଦିବାସୀ ମୋର୍ଚ୍ଚା ସଭାପତି ବିରେନ୍ଦ୍ର ପୁଜାରୀ, ସଂଖ୍ୟା ଲଘୁମୋର୍ଚ୍ଚା ସଭାପତି ଶ୍ରୀ ପବିତ୍ର ଗରଡା,ଜିଲ୍ଲା ଉପସଭାପତି ସନାତନ ତ୍ରିପାଠୀ,ଜିଲ୍ଲା ଉପସଭାପତି ଅଚ୍ୟୁତାନନ୍ଦ ବିଷୋୟୀ, କୋଷାଧ୍ୟକ୍ଷ ଅନନ୍ତ ପଣ୍ଡା ,ମନୋହର ସେନା,ହରିମୋହନ ଶର୍ମା ଙ୍କ ସହ
ଜିଲ୍ଲାର ସମସ୍ତ ପଦାଧିକାରୀ, ମୋର୍ଚ୍ଚା ସଭାପତି ଓ ମଣ୍ଡଳ ପ୍ରଭାରୀ ଉପସ୍ଥିତ ଥିଲେ। ଏହି ବୈଠକ ରେ କେନ୍ଦ୍ର ସରକାର ଙ୍କ ୧୨ ବର୍ଷ ର ଉପଲବ୍ଧି ଓ ରାଜ୍ୟ ସରକାରଙ୍କ ଦୁଇବର୍ଷ ପୂର୍ତ୍ତି ନିମନ୍ତେ ବିଭିନ୍ନ କାର୍ଯ୍ୟକ୍ରମ ର ସଫଳ ରୂପାୟନ ସହ ସ୍ୱତନ୍ତ୍ର ସଘନ ସଂଶୋଧନ ଉପରେ ବିସ୍ତୃତ ଆଲୋଚନା କରାଯିବା ସହ ଆଗାମୀ ଦିନରେ କିଭଳି ଭାବରେ ସମାଜ ର ଅନ୍ତିମ ଧାଡି ରେ ଥିବା ଅନ୍ତିମ ଲୋକ ପର୍ଯ୍ୟନ୍ତ ସରକାର ଙ୍କ ଜନମଙ୍ଗଳ ଯୋଜନା ପହଞ୍ଚି ପାରିବ ତାହା ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like