-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକରେ ରଜ ଉତ୍ସବ ସହ ଅଦ୍ୱିକା କିଶୋରୀ ସୁଭଦ୍ରା ଦିବସ ପାଳିତ

14-Jun-2026



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକର ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଳ୍ୟରେ ରଜ ଉତ୍ସବ ସହ ଅଦ୍ୱିକା କିଶୋରୀ ସୁଭଦ୍ରା ଦିବସ ଆନନ୍ଦ ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି। ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶ୍ରୀମତୀ ଶୁଭଶ୍ରୀ ମିଶ୍ରଙ୍କ ତତ୍ତ୍ୱାବଧାନରେ ଆୟୋଜିତ ସଭାରେ ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ଶ୍ରୀମତୀ ମୀରା ଦୀପ, ସବ୍-ଡିଭିଜନାଲ ପିଓ, ବଲାଙ୍ଗୀର ଯୋଗଦାନ କରିଥିଲେ l ଉକ୍ତ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ହେଉଛି କିଶୋରୀମାନଙ୍କ ମଧ୍ୟରେ ନିହିତ ଲୁକ୍କାୟିତ ପ୍ରତିଭାର ବିକାଶ ଘଟାଇବା ସହିତ ଓଡ଼ିଆ ପରମ୍ପରା ଓ ସଂସ୍କୃତି ପ୍ରତି ସେମାନଙ୍କ ଆଗ୍ରହ ବୃଦ୍ଧି କରିବା ବୋଲି ଅତିଥି ଓ ବକ୍ତାମାନେ ମତ ପ୍ରକାଶ କରିଥିଲେ। ଏହି କାର୍ଯ୍ୟକ୍ରମରେ ଆଗଲପୁର ବ୍ଲକର ବିଭିନ୍ନ ଅଞ୍ଚଳରୁ ୫୦ ଜଣ କିଶୋରୀ ବାଳିକା ଅଂଶଗ୍ରହଣ କରିଥିଲେ l ରଜ ଉତ୍ସବ ଅବସରରେ ପୁଚି ଖେଳ, ରଜ ରିଲ୍ସ ଭିଡିଓ ପ୍ରତିଯୋଗିତା, Adolescent Wish Tree, ରଜ ମୁକୁଟ ଡିଜାଇନ୍ ଚ୍ୟାଲେଞ୍ଜ ଆଦି ପ୍ରତିଯୋଗିତାର ଆୟୋଜନ କରାଯାଇଥିଲା l

ପ୍ରତିଯୋଗିତା ଗୁଡ଼ିକରେ କିଶୋରୀମାନେ ଉତ୍ସାହର ସହିତ ଭାଗ ନେଇ ନିଜ ନିଜ ପ୍ରତିଭାର ପ୍ରଦର୍ଶନ କରିଥିଲେ। ପରେ କୃତୀ ପ୍ରତିଯୋଗୀ ମାନଙ୍କୁ ଅତିଥିମାନଙ୍କ ଦ୍ବାରା ମାନପତ୍ର ଓ ଟ୍ରଫି ପ୍ରଦାନ କରିଯାଇଥିଲା l ଶ୍ରେଷ୍ଠ ଅଙ୍ଗନବାଡି କର୍ମୀ ଭାବେ ଝାରବନ୍ଧଲି ଅଙ୍ଗନବାଡି କେନ୍ଦ୍ରର କର୍ମୀ ଶ୍ରୀମତୀ ମୀରାବାଇ ପଧାନଙ୍କୁ ପୁରସ୍କୃତ କରାଯାଇଥିଲା। ବିଚାରକ ଭାବେ ଶ୍ରୀ ଗୋବିନ୍ଦ ସାହୁ ଓ ଶ୍ରୀ ସୁଦାମ ଦଣ୍ଡସେନ, ଶିକ୍ଷକ, ଦାୟିତ୍ୱ ତୁଲାଇଥିଲେ l ସୁପରଭାଇଜର ଶ୍ରୀମତୀ ଅଞ୍ଜଳି ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବାବେଳେ ଅନ୍ୟାନ୍ୟ ସୁପରଭାଇଜର, ଜୁନିଅର ଆସିଷ୍ଟାଣ୍ଟ, ଜୁନିଅର ରେଭେନ୍ୟୁ ଆସିଷ୍ଟାଣ୍ଟ, ସିନିଅର ରେଭେନ୍ୟୁ ଆସିଷ୍ଟାଣ୍ଟ, ସୁଭଦ୍ରା ହେଲ୍ପ ଡେସ୍କ କର୍ମଚାରୀ, ପୋଷଣ ବିସି, ଡିଷ୍ଟ୍ରିକ୍ଟ ହବ ଆସିଷ୍ଟାଣ୍ଟ, ଅଙ୍ଗନବାଡି କର୍ମୀ, କିଶୋରୀ ବାଳିକା, ଗଣମାଧ୍ୟମ ପ୍ରତିନିଧି ଓ ଅନ୍ୟାନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ l ଶେଷରେ ଧନ୍ୟବାଦ ଜ୍ଞାପନ ପରେ ସଭା ସମାପ୍ତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026

You Might Also Like