-+91-9937148622 |

prerana_bgr@rediffmail.com |

  Sunday 9th August 2026 |

| | | |

R.N.I. Regd No. ODIODI/2010/46693

Breaking News

କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା    (08-Aug-2026)       ||      ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   (08-Aug-2026)       ||      ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   (08-Aug-2026)       ||      ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   (08-Aug-2026)       ||      ସଂକୀର୍ତ୍ତନ ପ୍ରେମୀ ସୁରେନ୍ଦ୍ର କୁମାର ସାହୁ ଙ୍କ ପରଲୋକ   (08-Aug-2026)       ||      ସରକାରଙ୍କ ତୃଟିପୂର୍ଣ୍ଣ ଚାଷିପଞ୍ଜିକରଣ ନୀତି.. ପ୍ରଭାବିତ ହେବ ବଲାଙ୍ଗୀର ଜିଲ୍ଲାର ୫୦ହଜାର ହେକ୍ଟର ଚାଷଜମି,ବାଦପଡିବେ କ୍ଷୁଦ୍ର ଓ ନାମମାତ୍ର ଚାଷୀ   (08-Aug-2026)       ||      *ମଦ ନିଶାରେ ଅମାନୁଷିକ ବ୍ୟବହାର, ଠେଙ୍ଗାରେ ପିଟି ପିଟି ମାରିଦେଲେ ସମ୍ପର୍କୀୟ ଭାଈକୁ*   (08-Aug-2026)       ||      ରେଭେନ୍ଶା ଅଧ୍ୟାପକ ମାନଙ୍କପ୍ରତି ଅସଦା ଚରଣ ପ୍ରତିବାଦରେ କୁଳପତିଙ୍କୁ ସ୍ମାରକପତ୍ର   (08-Aug-2026)       ||      କଟକରେ ଝାଡ଼ାବାନ୍ତିର କୌଣସି ଗୋଷ୍ଠୀ ସଂକ୍ରମଣ ନାହିଁ   (08-Aug-2026)       ||      ବରଗଡ ଲୋକସଭା କ୍ଷେତ୍ରର ବିଭିନ୍ନ ରାଜମାର୍ଗର ତ୍ବରାନ୍ବିତ କାର୍ଯ୍ୟ,କେତେକ ଫ୍ଲାଇ ଓଭର ଓ ନୂତନ ରାଜମାର୍ଗ ର ଟେଣ୍ଡର ପ୍ରକ୍ରିୟା ଜାରି କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ନିତିନ ଗଡକରୀଙ୍କୁ ସାକ୍ଷାତ କଲେ ବରଗଡ ଲୋକସଭା ସାଂସଦ   (08-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ ଶକ୍ତିଶ୍ରୀ ସଶକ୍ତିକରଣ ସେଲର ଉଦ୍‌ଘାଟନି ଉତ୍ସବ   (08-Aug-2026)       ||      ଛତିଶଗଡ଼ର ମାନ୍ୟବର ରାଜ୍ୟପାଳ ଶ୍ରୀ ରାମେନ ଡେକାଙ୍କ ସମ୍ବଲପୁର ଗସ୍ତ: ମା’ ସମଲେଶ୍ୱରୀ ମନ୍ଦିର , ହୁମା ମନ୍ଦିର ଓ ଲକ୍ଷ୍ମୀନାଥ ବେଜବରୁଆଙ୍କ ସାଧନା ଗୃହ ପରିଦର୍ଶନ କରିଲେ ରାଜ୍ୟପାଳ    (08-Aug-2026)       ||     

HOME   ରାଜ୍ୟ

କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କ ବିରୋଧରେ ପାଟଣାଗଡ ଥାନାରେ ଏଫ୍‌ଆଇଆର୍‌ ଦେଲା ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘ

14-Jun-2026



ପାଟଣାଗଡ(ପ୍ରେରଣା ଖବର): କଣ୍ଟାବାଞ୍ଜି ବିଧାୟକ ଶ୍ରୀ ଲକ୍ଷ୍ମଣ ବାଗଙ୍କ ଦ୍ୱାରା ଆଦିବାସୀ ସମାଜ ସମ୍ପର୍କରେ ଦିଆଯାଇଥିବା ଆଦିବାସୀ ଦୂଷିତ ଅପମାନଜନକ ମନ୍ତବ୍ୟକୁ ନେଇ ବିବାଦ ତୀବ୍ର ରୂପ ଧାରଣ କରିଛି। ଆଜି ପାଟଣାଗଡ ଥାନାର ଭାରପ୍ରାପ୍ତ ଅଧିକାରୀଙ୍କ ନିକଟରେ ବିଧାୟକ ଶ୍ରୀ ବାଗଙ୍କ ବିରୋଧରେ ଏକ ଏଫ୍‌ଆଇଆର୍‌ ଦାଖଲ କରାଯାଇଛି।
ଆଦିବାସୀ ସଂଘ, ପାଟଣାଗଡ ବ୍ଲକ ସଭାପତି ଶ୍ରୀ ଭୁବନେଶ୍ୱର କୁଅଁର ପାଟଣାଗଡ ଥାନାରେ ଲିଖିତ ଅଭିଯୋଗ ଦାଖଲ କରି ବିଧାୟକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଅଭିଯୋଗରେ ଦର୍ଶାଯାଇଛି ଯେ ବିଧାୟକଙ୍କ କଟୁ ମନ୍ତବ୍ୟ ସମଗ୍ର ଆଦିବାସୀ ସମାଜର ମାନ ସମ୍ନାନ, ଇଜ୍ଜତ ମହତ,ମର୍ଯ୍ୟାଦା,  ଓ ଅସ୍ମିତାକୁ କ୍ଷୁଣ୍ଣ ହୋଇଛି l  ଗାଁ ଓ ସହର ରେ ଲୋକ ଆଦିବାସୀ ସମାଜର ଲୋକଙ୍କୁ ଘୃଣା, ଛି ଛାକର, ହୀନ ଦୃଷ୍ଟି ରେ ଦେଖିବେ l ଆଦିବାସୀ ସମ୍ପ୍ରଦାୟର ମହିଳା ମାନେ ନିଜକୁ ଅସୁରକ୍ଷିତ ମଣୁଛନ୍ତି l
ଶ୍ରୀ କୁଅଁର କହିଛନ୍ତି ଯେ ଆଦିବାସୀ ସମାଜ ଦେଶର ଏକ ସମ୍ମାନିତ ଏବଂ ସାମ୍ବିଧାନିକ ଭାବେ ସ୍ୱୀକୃତ ସମ୍ପ୍ରଦାୟ। ଏପରି ସମ୍ପ୍ରଦାୟ ପ୍ରତି ବିଧାୟକଙ୍କ ଅପମାନଜନକ, ବେଆଇନ, ଅସମ୍ବିଧାନିକ ଟିପ୍ପଣୀ ଗ୍ରହଣୀୟ ନୁହେଁ। ତେଣୁ ଘଟଣାର  ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ   ଭାରତୀୟ ନ୍ୟାୟ ସଂହିତା ଏବଂ ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି ନିର୍ଯାତନା ନିବାରଣ ଆଇନ ୧୯୮୯ ଉପଯୁକ୍ତ ଆଇନଗତ ବ୍ୟବସ୍ଥା ଗ୍ରହଣ କରିବାକୁ ପୋଲିସ ପ୍ରଶାସନଙ୍କୁ ଅନୁରୋଧ କରିଛନ୍ତି। ଥାନାରେ ଅଭିଯୋଗ ଦେବା ସମୟରେ ଜ଼ିଲ୍ଲା ଆଦିବାସୀ  କଲ୍ୟାଣ ସଂଘର ବହୁ କର୍ମକର୍ତ୍ତା ଉପସ୍ଥିତ ଥିଲେ l ଅଭିଯୁକ୍ତକୁ ଗିରଫ ନ କଲେ ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ ବୋଲି ସଂଘ ଚେତାବନୀ ଦେଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   09-Aug-2026
  ଜିଲ୍ଲା  
ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     09-Aug-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ   09-Aug-2026
  ଜିଲ୍ଲା  
କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    09-Aug-2026
  ରାଜ୍ୟ  
ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   09-Aug-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ସମାରୋହ-୨୦୨୬ ଅବସରରେ ସଂସ୍କୃତ ପ୍ରତିଯୋଗିତା   08-Aug-2026
  ଜିଲ୍ଲା  
ପ୍ଲାଷ୍ଟିକ୍‌ମୁକ୍ତ ପରିସର ଓ ବର୍ଜ୍ୟବସ୍ତୁ ପରିଚାଳନାରେ କଡ଼ା ଅନୁପାଳନ ନିର୍ଦ୍ଦେଶ   08-Aug-2026
  ଜିଲ୍ଲା  
ଟ୍ରାଫିକ ନିୟନ୍ତ୍ରଣ ପାଇଁ ବିଧାୟକ ପାଣ୍ଠିରୁ ବ୍ୟାରିକେଡ୍‌: ଆଗକୁ ସହରରେ ସିସି ଟିଭି ବ୍ୟବସ୍ଥା   08-Aug-2026
  ଜିଲ୍ଲା  
ଡ଼. ସୁରେନ୍ଦ୍ର ମେହେରଙ୍କୁ ଜୀବନବ୍ୟାପି ସାଧନା ପୁରସ୍କାର   08-Aug-2026

You Might Also Like